-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||     

HOME   ଜିଲ୍ଲା

ବିନିକା ଶୀତଳଷଷ୍ଠୀ ମହୋତ୍ସବ ପାଇଁ ବର ଓ କନ୍ୟା ପିତାମାତା ଚୂଡାନ୍ତ

15-May-2022



ବିନିକା(ହିମାଂଶୁ ଶେଖର ପୁଟେଲ)ଆସନ୍ତା ଜୁନ ୪ତାରିଖରେ ବିନିକା ରଥପଡା ବିଶେଶ୍ୱର ମନ୍ଦିର ଠାରେ ଅନୁଷ୍ଟିତ ହେବାକୁ ଥିବା ଶୀତଳଷଷ୍ଠୀ ମହୋତ୍ସବ ପାଇଁ ଦେବଦେବ ମହାଦେବ ଓ ପାର୍ବତୀ ଦେବୀଙ୍କ ପିତାମାତା ଚୂଡାନ୍ତ ହୋଇଛି ।କମିଟି ସଭାପତି ସୁଧାଂଶୁ ଶେଖର ଦାଶ,କାର୍ଯ୍ୟକାରୀ ସଭାପତି ଅଜିତ କୁମାର ସାମନ୍ତରାୟ,ଉପା ସଭାପତି ସନ୍ତୋଷ ମହାକୁର,ସମ୍ପାଦକ ମାନଗୋବିନ୍ଦ ମେହେର, ସହ ସମ୍ପାଦକ ସମ୍ବିତ କୁମାର ନେପାକ ଏବଂ ଉପଦେଷ୍ଟା ମଣ୍ଡଳୀର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଚୂଡାନ୍ତ ହୋଇଥିଲା ।ଏଥିରେ ବିନିକା ନୂଆପଡ଼ାର ବିକାଶ ମହାନ୍ତି ଓ ତାଙ୍କ ଧର୍ମପତ୍ନୀ ଦିପଶିଖା ମହାପାତ୍ର ପ୍ରଭୁ ଶିବଙ୍କ ପିତାମାତା ଦାୟିତ୍ଵ ତୁଲାଉଥିବା ବେଳେ ମାଁ ପାର୍ବତୀ ଦେବୀଙ୍କ ପିତାମାତା ଭାବେ ବିନିକା କଂଶାରିପଡ଼ାର ଅଜିତ ଦାସ ଓ ତାଙ୍କ ଧର୍ମପତ୍ନୀ ମମତା ଦାସ ତୁଲାଇବେ । ଏହି ଅବସରରେ ପ୍ରଭୁ ଶିବଙ୍କୁ ପୁଅ ରୂପେ ପାଇବା ନେଇ ବିକାଶ ଓ ଦୀପଶିଖା ବେଶ ଖୁସିରେ ଆତ୍ମହରା ହୋଇ କେଉଁ ଜନ୍ମର ସିକୃତି ଯୋଗୁଁ ଆମ୍ବେ ସ୍ବାମୀ ସ୍ତ୍ରୀ ଦୁହେଁ ଦେବ ଦେବ ମହାଦେବଙ୍କ ପିତାମାତା ହେବାର ସୁଯୋଗ ପାଇଁଛୁ ।ତେଣୁ ତାଙ୍କର ଅପାର କରୁଣା ଆମ ପ୍ରତି ରହିବ ବୋଲି ପ୍ରକାଶ କରିଥିଲେ ।ସେହିପରି ଭାଗ୍ୟରେ ଥିଲେ ପାର୍ବତୀ ମାଁ ଙ୍କୁ ଝିଅ ରୂପେ ପାଇବା ଆମ ପାଇଁ ସୌଭାଗ୍ୟ ବୋଲି ପାର୍ବତୀଙ୍କ ପିତାମାତା ଅଜିତ ଓ ମମତା ପ୍ରକାଶ କରିଛନ୍ତି ।ତେବେ ଝିଅ ବାହାଘର ପାଇଁ ରୀତିନୀତି ଅନୁଯାୟୀ ଯାହା ଦରକାର ତାହା  ଦେବାର ବ୍ୟବସ୍ଥା ଏବଂ ବିବାହ ଉତ୍ସବକୁ ଯେପରି ବନ୍ଧୁବାନ୍ଧବ ଓ ଶ୍ରଦ୍ଧାଳୁ ଭକ୍ତଙ୍କ ଉପସ୍ଥିତି ରହି ଉଭୟ ଦେବାଦେବୀଙ୍କ ଆଶୀର୍ବାଦ ନେବେ ସେନେଇ ଆମର ପ୍ରୟାସ ଜାରି ରହିବ ବୋଲି କହିଥିଲେ ।ତେବେ ଏଥର ଶିବ ପାର୍ବତୀଙ୍କ ବିବାହ ଉତ୍ସବ ଜାକଜମକରେ ପାଳନ ନେଇ ସବୁ ପ୍ରକାର ଉଦ୍ୟମ କରାଯାଇଛି ବୋଲି କମିଟି ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026

You Might Also Like