-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||     

HOME   ଜିଲ୍ଲା

ଆରସେଟି ବୌଦ୍ଧ ପକ୍ଷରୁ ଦପଲା ଗ୍ରାମରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ନେଇ ପନିପରିବା ଚାଷ ତାଲିମ ଆୟୋଜନ

15-May-2022



ବୌଦ୍ଧ (ପ୍ରେରଣା ଖବର) ବୌଦ୍ଧ ଜିଲ୍ଲା ଲାଣ୍ଡିବନ୍ଧ ସ୍ଥିତ ଏସ. ବି. ଆଇ ଆରସେଟି ତରଫରୁ  କଣ୍ଟାମାଳ ବ୍ଲକ ଦପଲା ଗ୍ରାମରେ   ୨୨ ଜଣ ମହିଳା ମାନଙ୍କୁ ନେଇ ଏକ ଦଶ ଦିନିଆ ପନିପରିବା ଚାଷ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି l ଏଥିରେ ସହକାରୀ ପ୍ରକଳ୍ପ ନିର୍ଦ୍ଧେଶକ (ଜୀବିକା) ଜ୍ୟୋତ୍ସ୍ନା ରାଣୀ

ପୁରୋହିତ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମ ଟିକୁ ଆରମ୍ଭ କରିଥିଲେ l ତାଲିମ କାର୍ଯ୍ୟକ୍ରମରେ  ଜ୍ଞାନ କିଶୋର ପାଣିଗ୍ରାହୀ ମୁଖ୍ୟ ପ୍ରଶିକ୍ଷକ ଭାବରେ ଯୋଗ ଦେଇ ପନିପରିବା ଚାଷର ଲାଭ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା  କରିଥିଲେ l ଆରସେଟି ନିର୍ଦ୍ଧେଶକ ବିଚିତ୍ର ମହାପାତ୍ର ପ୍ରଶିକ୍ଷାର୍ଥୀ ମାନକୁ ବ୍ୟାଙ୍କ ର ବୀମା , ରୃଣ ଏବଂ ବିଭିନ୍ନ ସରକାରୀ

ଯୋଜନା ବିଷୟରେ ବୁଝାଇଥିଲେ ଏବଂ ଉଦଯାପନ ଦିବସରେ ଜିଲ୍ଲା ପ୍ରକଳ୍ପ ଅଧିକାରୀ (ଓଡିଶା ଜୀବିକା ମିଶନ) ଫ୍ରାନସିସ ଵାଲା ସମସ୍ତ ପ୍ରଶିକ୍ଷାର୍ଥୀ ମାନଙ୍କୁ ତାଲିମ ପ୍ରମାଣ ପତ୍ର ଦେଇ ଉତ୍ସାହିତ କରିଥିଲେ l  ଅନୁଷ୍ଠାନର  ତାଲିମ ସଂଯୋଜକ  କାନନ ଖମାରୀ କାର୍ଯ୍ୟକ୍ରମ ଟିକୁ ପରିଚାଳନା କରିବା ସହିତ ଅନୁଷ୍ଠାନର ସମସ୍ତ କର୍ମଚାରୀମାନେ ତାଙ୍କୁ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026

You Might Also Like