-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ର ପାରିବା ପଣିଆ ପଦା ରେ ପଡିଛି/ ଏଠି କାଗଜ କଲମରେ ସ୍ୱଚ୍ଛ ଶାସନ ଚାଲିଛି

15-May-2022



 ସୁବର୍ଣ୍ଣପୁର //  ସୁବର୍ଣ୍ଣପୁର ଜ଼ିଲ୍ଲା ଉଲୁଣ୍ଡା ବ୍ଲକ ନିମ୍ନା ଗାଁ ର ଶୁଭଙ୍କର ପାଣ୍ଡିଆଙ୍କ ଦେହାନ୍ତ ହେବାର ଘଟଣା ଦୁଇ ମାସ ବିତିଯାଇଥିଲେ ସୁଦ୍ଧା ଆବେଦନ ପରେ ଏବେ ଯାଏ  ତାଙ୍କ ପରିବାର ବର୍ଗ ମୃତ ପ୍ରମାଣପତ୍ର ପାଇ ପାରି ନ ଥିବା ଅଭିଯୋଗ କରିଛନ୍ତି l ଏ ପାଣ୍ଡିଆ ପରିବାର   ସମେତ  ଆହୁରି ଅନେକ  ଆବେଦନ କାରୀ ଦୁଇ ମାସ ପୂର୍ବରୁ ଆବେଦନ କରି ପୌର ପରିଷଦ ଓ ସଦର ମେଡିକାଲ କୁ ବାରମ୍ବାର ଦୌଡ଼ି ଦୌଡ଼ି ନିରାଶ ହୋଇ ଛନ୍ତି l ପୌର ପରିଷଦ ଅଫିସରେ ଆବେଦନ କାରୀ ପଚାରିଲେ ଆମ ହାତ ରୁ ଏହାର  ପାସୱାର୍ଡ ସରକାର ସିଜ କରି ମୁଖ୍ୟ ଡାକ୍ତରଖାନାକୁ ଦାଇତ୍ୱ ହସ୍ତାନ୍ତର କରିଥିବା କହୁଥିବା ବେଳେ ମେଡିକାଲ ସି ଡ଼ିଏମ ଓ  ଏହାର ପାସୱାର୍ଡ ଏବେ ସୁଦ୍ଧା ପହଂଚି ନ ଥିବା  ଏବଂ ଆମେ ସରକାର ଙ୍କୁ ଲେଖି ଜଣାଇଛୁ ବୋଲି କହୁଛନ୍ତି l ଡେଥ ସାର୍ଟିଫିକେଟ ପାଇଲା ପରେ ମୃତ ପରିବାର ଲୋକେ ଜୀବନ ବୀମା ଓ ଦୁର୍ଘଟଣା ଜନିତ ବୀମା ରାଶି ପାଇଁ ଆବେଦନ କରି ଏହି  ଅର୍ଥ ରେ  ମୃତ ବ୍ୟକ୍ତି ର ପିଲା ଛୁଆ ପାଠ ପଢା ଠୁ ଆରମ୍ଭ କରି ପରିବାର ର ଅନେକ ଜରୁରୀ ଖର୍ଚ୍ଚ ତୁଲାଇ ଥାନ୍ତି l ହେଲେ ସାଧାରଣ ଲୋକଙ୍କ ସେବା ପାଇଁ ସ୍ୱଚ୍ଛ ଶାସନ ଵା 5 T ଶାସନ ର ଡିଣ୍ଡିମ ପିଟୁଥିବା,  ଚାରି ପାଳି  ପରେ ଏବେ ପାଞ୍ଚ ପାଳି ଶାସନ ଭାର ସମ୍ବlଳି ପୁଣି  ଚାରି କୋଟି ଓଡ଼ିଆ 

ମୋ ପରିବାର  କହୁଥୁବା ନବୀନ ସରକାର  ଆଉ କେତେ ବର୍ଷ ପରେ ଚାରି କୋଟି ଲୋକଙ୍କୁ ଠିକ ସେବା ଯୋଗାଇ ପାରିବ ବୋଲି ବୁଦ୍ଧିଜୀବୀ ପ୍ରଶ୍ନ କରିଛନ୍ତି l ଏବଂ କାଗଜ କଲମ ଓ କମ୍ପୁଟର ରେ କେବଳ ସବୁ ଯୋଜନା ସୀମିତ ନ ରଖି ପ୍ରାକ୍ଟିକାଲି ଓ ତୁରନ୍ତ ସେବା ଦେବାକୁ ଦାବୀ କରିଛନ୍ତି l ଏ ସି ରେ  ବେଶୀ ସମୟ  ନ ବସି  ରାଜ୍ୟ ସରକାର ଙ୍କ ସଚିବ ମାନେ ଯଦି  ପଶ୍ଚିମ ଓଡିଶା ରେ ସୂର୍ଯ୍ୟ ଙ୍କ ଏଭଳି ପ୍ରକୋପ ଵା ତତଲା କଡେଇ ରେ ପ୍ରକୃତ କ୍ଷେତ୍ର ପରିଦର୍ଶନ କରନ୍ତେ ବେଶୀ ସମୟ ଦିଅନ୍ତେ, ତାହେଲେ  ବାରମ୍ବାର  ଦୌ ଡ଼ୁଥିବା ଓ ଖରା ରେ ସିଝୁ ଥିବା ସାଧାରଣ ଲୋକଙ୍କ ଦୁଃଖ ସେମାନେ ବୁଝି ପାରନ୍ତେ ବୋଲି ସଚେତନ ନାଗରିକ ମତ ରଖିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026

You Might Also Like