-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ଗୋଦାମ ପଡା ମହିମା ଆଶ୍ରମ ପରିସରରେ ସନ୍ଥ କବି ଭୀମ ଭୋଇ ଜନ୍ମ ଦିନ ଅଵସର ରେ ସନ୍ଥ କଵି ଭିମ ଭୋଇଙ୍କ ପ୍ରତିମୂର୍ତି ଉନ୍ମୋଚିତ

15-May-2022



ବଲାଙ୍ଗୀର, ଭାଵାନୀପାଟଣା ସହର ମଧ୍ୟରେ ଥିବା ଗୋଦାମ ପଡା ମହିମା ମହିମା ଆଶ୍ରମ ପରିସରରେ ଆଜି ଭୀମ ଭୋଇଙ୍କ ଜନ୍ମ ତିଥି ଅଵସରରେ ରାଜ୍ୟରୁ ସମସ୍ତ ସାଧୁସନ୍ଥ ଵାଵା, ,ଅଲେଖ ଧର୍ମlଲମ୍ଵି ଭକ୍ତମାନେ ଵହୁ ସଂଖ୍ୟାରେ ଯୋଗ ଦେଇ ଭୀମ ଭୋଇ ଭୋଇ ଜନ୍ମ ଅଵସର ରେ  ଭିମଭୋଇ ପ୍ରତିମୂର୍ତି , ଏବଂ ଵ୍ରହ୍ମାଅବଧୁତ ରତ୍ନମଣି ଵାଵାଙ୍କ ପ୍ରତିମୂର୍ତ୍ତିକୁ ଗୋଦାମ ପଡା ଆଶ୍ରମ ପରିସରରେ ସ୍ଥାପିତ

କରି ଆଜି ଭିମ ଭୋଇଙ୍କ ଜନ୍ମ ଦିନ ଅଵସରରେ ଏହି ଦୁଇ ଟି ମୂର୍ତି କୁ ଉନ୍ମୋଚନ କରିଛନ୍ତି।  ଏହି ମୁର୍ତ୍ତି ଉନ୍ମୋଚନ ଅଵସର ରେ ଯୋରନ୍ଦା ଲତା ଆଶ୍ରମର ଵ୍ରହ୍ମାଅବଧୁତ ଭଗବାନ ଵାଵା ଙ୍କ ଦ୍ଵାରା ପ୍ରତିଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରଦୀପ ଦିଶିରି ଲାଞିଗଡ ଵିଧାୟକ, ମାନ୍ୟବର ଵିଧାୟକ ପୁଷ୍ପେନ୍ଦ୍ର ସିଂଦେଓ ,କଳାହାଣ୍ଡି ଜିଲ୍ଲା ପରିଷଦ , କଳାହାଣ୍ଡି ପୈ।ରପରିସଦ ଅଧ୍ୟକ୍ଷ, କଳାହାଣ୍ଡି ଵିଶ୍ଵଵିଦ୍ୟାଳୟର ସଚିବ ଓ  ଵକଳଧାରୀ କପିଳେନ୍ଦ୍ର ଵାଵା, ଵକଳଧାରୀ କିଶୋର ଵାଵା ଓ କୋଡିଏ ଜଣରୁ ଉର୍ଦ୍ଧ୍ବ ବଳକଳଧାରୀ ଵାଵା ଓ ସହରର ଵହୁ ମାନ୍ୟଗନ୍ୟ ଵ୍ୟକ୍ତି, ସାଧୁସନ୍ଥ, ଭକ୍ତ, ଓ ଆଖପାଖ ଅଞ୍ଚଳର ଗ୍ରାମଵାସୀ ଵୃନ୍ଦ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ।   ସମଗ୍ର ବିଶ୍ୱବ୍ରହ୍ମାଣ୍ଡ ଏକ ଅଦୃଶ୍ୟ ମହାଶକ୍ତି ଦ୍ୱାରା ପରିଚାଳିତ,ଯାହା

ଆଗରେ  ମଣିଷର ଜ୍ଞାନ, ବିଜ୍ଞାନ ଓ ବୁଦ୍ଧିମତ୍ତା ନଗଣ୍ୟ ।ସେ ହେଉଛନ୍ତି ଅଲେଖ ମହିମା ପ୍ରଭୁ  ତାହାଙ୍କ ଗୁଣଗାନ କରି ଆଜି ଭୀମ ଭୋଇ  ଵିଶ୍ଵ ଵିଖ୍ୟାତ ହୋଛନ୍ତି । ଭୀମଭୋଇ ଏକ ଉକ୍ତି ଲେଖିଛନ୍ତି," ପ୍ରାଣୀ ଆରତ ଦୁଃଖ ଅପ୍ରମିତ ଦେଖୁ ଦେଖୁ କେଵା ସହୁ,  "ମୋ ଯିଵନ ପଛେ ନର୍କେ ପଡିଥାଉ ଜଗତ ଉଦ୍ଧାର ହେଉ "ଏହି ଉକ୍ତି ଟି ଜଗତର କଲ୍ୟାଣ ନିମନ୍ତେ ଲେଖିଯାଇଛନ୍ତି   ।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like