-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   (18-Jul-2026)       ||      ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   (18-Jul-2026)       ||      *ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   (18-Jul-2026)       ||      ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||      ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||     

HOME   ଜିଲ୍ଲା

କାଳବୈଶାଖୀରେ  ଖୋଲଗଡରେ ବ୍ୟାପକ କ୍ଷୟକ୍ଷତି

15-May-2022



ନାକଟିଦେଉଳ(କନ୍ଦର୍ପ ବେହେରା)-ଦୁଇ ଦିନ ହେଲା କାଳ ବୈଶାଖିରେ ନାକଟିଦେଉଳ ବ୍ଲକ୍ ର ଗୋଗୁଆ ପଂଚାୟତର ଗାଁ ମାନଙ୍କରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଖବର ହସ୍ତଗତ ହୋଇଛି । 
 ଖବରରୁ ପ୍ରକାଶ ଯେ , ନାକଟିଦେଉଳ ବ୍ଲକ୍ ଗୋଗୁଆ ପଂଚାୟତର ଖୋଲଗଡ , ମଙ୍ଗଳପୁର ଗ୍ରାମରେ କାଳବୈଶାଖି ଯୋଗୁଁ ବହୁ ଜଣଙ୍କର ଆଜବେଷ୍ଟସ୍ ଛାତ ଉଡିଯାଇ ବ୍ୟାପକ ନଷ୍ଟ ହୋଇଛି । ଖୋଲଗଡ ଗ୍ରାମର ଅନିରୁଦ୍ଧ ବେହେରା , ସାରଥି ମହାପାତ୍ର , ଶମ୍ବୁ ରାଉତ , ଗିରୀଧାରୀ ବେହେରା , ନୀଳାଦ୍ରୀ ସେଠି , ନରହରି ସେଠୀ ଆଦି ବ୍ୟକ୍ତିଙ୍କର ଆଜବେଷ୍ଟସ୍ ଉଡି ଯାଇଥିବା ଜଣା ପଡିଛି । ଏପରିକି ବିଦ୍ୟୁତ୍ ଖୁମ୍ବ ମଧ୍ୟ କାଳ ବୈଶାଖିରେ

ଧରାସାୟୀ ହୋଇ ପଡିଥିବାରୁ ବିଦ୍ୟୁତ୍ ସରୋବରାହରେ ବାଧା ପ୍ରାପ୍ତ ହୋଇଛି । ଶିବ ମନ୍ଦିର ନିକଟରେ ମଧ୍ୟ ଆମ୍ବ , କଦଳୀ ଆଦି କାଳ ବୈଶାଖିରେ ଭାଙ୍ଗି ଯାଇଛି । ଗୋଗୁଆ ସରପଂଚ ଧନେଶ୍ୱର ସାହୁ ଖୋଲଗଡ ଗ୍ରାମକୁ ଯାଇ କ୍ଷତିଗ୍ରସ୍ତ ବ୍ୟକ୍ତିଙ୍କୁ ଭେଟିବା ସହ ନାକଟିଦେଉଳ ବିଡିଓ ଏବଂ ନାକଟିଦେଉଳ ତହସିଲ୍‌ଦାରଙ୍କୁ ଏହାର ତଦନ୍ତ କରି କ୍ଷତିଗ୍ରସ୍ତ ବ୍ୟକ୍ତି ମାନଙ୍କୁ ସରକାରଙ୍କ ତରଫରୁ ମିଳୁଥିବା ଆବଶ୍ୟକ ସହଯୋଗ ପ୍ରଦାନ କରିବାକୁ ଦାବି କରିଛନ୍ତି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେ ପଞ୍ଚାୟତ ସମିତି ବୈଠକ   18-Jul-2026
  ଜିଲ୍ଲା  
*ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   18-Jul-2026
  ଜିଲ୍ଲା  
*ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   18-Jul-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   18-Jul-2026
  ଜିଲ୍ଲା  
ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   18-Jul-2026
  ଜିଲ୍ଲା  
*ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   18-Jul-2026
  ଜିଲ୍ଲା  
ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   18-Jul-2026
  ଜିଲ୍ଲା  
ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   18-Jul-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026

You Might Also Like