-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||     

HOME   ରାଜ୍ୟ

 ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘର ବୈଠକ, ଛାତ୍ରର ଭବିଷ୍ୟତ ଗଠନ ର ଗୁରୁ ଦାୟିତ୍ୱ ଶିକ୍ଷକ ମାନଙ୍କ ହାତରେ ନ୍ୟସ୍ତ                            

15-May-2022



  ବଲାଙ୍ଗିର (ପ୍ରେରଣା ଖବର)ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ହାଇସ୍କୁଲ ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘର ବୈଠକ ସୁଧାଂଶୁ ଶେଖର ବାରିକ ଙ୍କ ଆହ୍ୱାନକ୍ରମେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଦ୍ୱିତୀ ରଂଜନ ମହାଲିଙ୍ଗ ଅଧ୍ୟକ୍ଷତା କରିବା ସହିତ ନିଜ ବକ୍ତବ୍ୟରେ ଶିକ୍ଷକ ହେଉଛନ୍ତି ଜାତି ନିର୍ମାତା ବୋଲି କହିଥିଲେ ।  ଉପଦେଷ୍ଟା ନରେଶ ଦ୍ୱାରୀ ଛାତ୍ରର ଭବିଷ୍ୟତ ଗଠନ ର ଗୁରୁ ଦାୟିତ୍ୱ ଶିକ୍ଷକ ମାନଙ୍କ ହାତରେ ନ୍ୟସ୍ତ ବୋଲି କହିଥିବା ବେଳେ ପୂର୍ବତନ ସଭାପତି ବିନୋଦ ମିଶ୍ର ନିଜ ବକ୍ତବ୍ୟରେ ଶିଶୁ ମାନଙ୍କ ପ୍ରତିଭାକୁ ପରିପ୍ରକାଶ କରିବାକୁ ହେଲେ ଆଦର୍ଶ ଶିକ୍ଷା ଓ ଉତ୍ତମ ପରିବେଶ ଆବଶ୍ୟକ ବୋଲି କହିଥିଲେ । ବୈଠକରେ ୨୦୨୧ ବ୍ୟାଚ ର ଇନିସିଆଲ ଏପଏଣ୍ଟି ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରାଯାଇଥିଲା । କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଶିକ୍ଷକ ସୁଧୀର କୁମାର ପଧାନ । କାର୍ଯ୍ୟକ୍ରମରେ ଉପଦେଷ୍ଟା ରଞ୍ଜିତ ମିଶ୍ର, ରାମ ନାରାୟଣ ଦାଶ, ଶିକ୍ଷକ ଗୋବିନ୍ଦ ସାହୁ, ଧୁବ ଚରଣ ସାହୁ, ନଜରୋଲ ପୁଟେଲ, ଲକ୍ଷ୍ୟପତି ପଧାନ, ଦିପେଶ କୁମାର ଗଡୁଆ, ସୁନନ୍ଦା ନାଏକ, ଆଲୋକ ପଧାନ, ଭୋଜରାଜ ମେହେର, ରୋହିତ ରଣା, ମାଣିକରାମ ଜାଲ, ଦଧିସୁଦନ ନାଗ, ମନୋଜ ପଧାନ, ସନ୍ଧ୍ୟାରାଣୀ ମିଶ୍ର, ପୁଜା ତ୍ରିପାଠୀ, କୁଶପୃଷ୍ଟି ବାଗ,  ସୁଷମା ପଧାନ, ପଦ୍ମାଳୟା ତ୍ରିପାଠୀ, ଗାୟତ୍ରୀ ମଲ୍ଲିକ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟର ଅନୁଭୁତି ବଖାଣି ଥିଲେ ।  ଦିପେଶ କୁମାର ଗଡୁଆ, କୁଶ ପୃଷ୍ଟି ବାଗ, ଭୋଜରାଜ ମେହେର, ଲକ୍ଷ୍ୟପତି ପଧାନ ପ୍ରମୁଖଙ୍କୁ ଇନିସିଆଲ ଏପଇଣ୍ଟି ଶିକ୍ଷକ ମାନଙ୍କର ପ୍ରତିନିଧି ରୂପେ ମନୋନିତ କରାଗଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like