-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ଓମ୍ ଶାନ୍ତି ଯୋଗ ପୀଠର ସାଧାରଣ ସଭା ଓ ନିର୍ବାଚନ ସଭା

15-May-2022



ବଲାଙ୍ଗିର,(ପ୍ରେରଣା ଖବର)- ସ୍ଥାନୀୟ ବାସୁଦେବ ଭବନ ପରିସରରେ (ସରକାରୀ ବାଳିକା ବିଦ୍ୟାଳୟ ର ସମାନା) ରେ ଓମ୍ ଶାନ୍ତି ଯୋଗ ପୀଠର ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ସଭାପତିଙ୍କ ଅନୁପସ୍ଥିତିରେ ବରିଷ୍ଠ ସଭ୍ୟ ମଦନ ଗୋପାଳ ଅଗ୍ରୱାଲ ସଭା ପରିଚାଳନା କରିଥିଲେ । ପ୍ରାରମ୍ଭରେ ଅନୁଷ୍ଠାନର ପାଞ୍ଚ ଜଣ ସଭ୍ୟ ନିରଞ୍ଜନ ହୋତା, ସୌକିଲାଲ ହୋତା, ଜୟ ନାରାୟଣ ହୋତା, ମହାବୀର ପ୍ରସାଦ ଅଗ୍ରୱାଲ ଓ ଶ୍ରୀ ଅମରେନ୍ଦ୍ର ମିଶ୍ରଙ୍କ ବିୟୋଗରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ସଂପାଦକ ବିଶ୍ୱନାଥ ମିଶ୍ର ତାଙ୍କ ବାର୍ଷିକ ବିବରଣୀ ପାଠ କରିଥିଲେ ଓ ଟ୍ରେଜେରର ସତ୍ୟ ନାରାୟଣ ନାୟକ ଆୟ ବ୍ୟୟ ଉପସ୍ଥାପନ କରିଥିଲେ । କରୋନା ପାଇଁ ରାଜେନ୍ଦ୍ର ପାର୍କ ବନ୍ଦ ହେତୁ ଯୋଗ କେନ୍ଦ୍ର ଚାଲୁ ନ ଥିବାରୁ ମ୍ୟୁନିସିପାଲିଟି ଚେୟାରମେନ୍ ଓ ନିର୍ବାହୀ ଅଧିକାରୀଙ୍କୁ ଏକ ପ୍ରତିନିଧି ଦଳ ସାକ୍ଷାତ କରି ପାର୍କ ଖୋଲିବା ପାଇଁ ଅନୁରୋଧ କରିବା ପାଇଁ ସ୍ଥିର ହୋଇଥିଲା । ଦ୍ୱିତୀୟ ପର୍ଯ୍ୟାୟରେ ବରିଷ୍ଠ ସଭ୍ୟ ଚିତ୍ତ ରଂଜନ ପଟେଲ ନିର୍ବାଚନ କାର୍ଯ୍ୟକ୍ରମକୁ କରିଚାଳନା କରିଥିଲେ ଓ ସର୍ବ ସମ୍ମତିକ୍ରମେ ସଭାପତି ନାରାୟଣ ପାଢୀ, ଉପ-ସଭାପତି ଚନ୍ଦ୍ର ପ୍ରକାଶ ଅଗ୍ରୱାଲ, ସଂପାଦକ ଚୁଡେନ୍ଦ୍ର କୁମାର ବେହେରା, ସହ-ସଂପାଦକ ରୋହିତ କୁମାର ଶତପଥି, ଟ୍ରେଜରର ସତ୍ୟ ନାରାୟଣ ନାଏକ, ଅଡିଟର ସୁଦାମ ପ୍ରସାଦ ଅଗ୍ରୱାଲ, କାର୍ଯ୍ୟକାରୀ ସଭ୍ୟ ଚିତ୍ତ ରଂଜନ ପଟେଲ, ବିନୟ କୁମାର ମିଶ୍ର, ମନୋରଂଜନ ମିଶ୍ର, ଚିପ୍ ଏଡଭାଇଜର ବିଶ୍ୱନାଥ ମିଶ୍ର, ଜଗଦିଶ କୁମାର ଅଗ୍ରୱାଲ । ଏହି କାର୍ଯ୍ୟକ୍ରମକୁ ଜଗଦିଶ ପ୍ରସାଦ ଅଗ୍ରୱାଲ, ପ୍ରକାଶ କେଜ୍ରିୱାଲ ଓ ସୁରଥ ବେହେରା ସହଯୋଗ କରିଥିଲେ । ଶେଷରେ ତ୍ରିଲୋଚନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like