-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||     

HOME   ଜିଲ୍ଲା

କୂଅ ଭିତରୁ ସୁରକ୍ଷିତ ଭାବେ ବଳଦ କୁ ଉଦ୍ଧାର କଲେ ଅଗ୍ନିସମ ବାହିନୀ

15-May-2022



ପାଟଣାଗଡ଼(ରୁପେନ୍ଦ୍ର ମୁଣ୍ଡା) - ବଲାଙ୍ଗୀର ଜିଲ୍ଲା   ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ  ଚଙ୍ଗରିଆ ପଞ୍ଚାୟତ ଅନ୍ତର୍ଗତ ରେଙ୍ଗାଲଜୁରୀ ଠାରେ ଏକ ବଳଦ ଅଳ୍ପକେ ମୃତ୍ୟୁ ମୁଖରୁ ବଞ୍ଚିପାରିଛି। ରଖେ ହରି ତ ମାରେ କିଏ ? । ରେଙ୍ଗାଲଜୁରୀ ଗାଁର ଧୂବଲ ବରିହା  ନିଜ ବିଲରେ ଏକ ପକ୍କା କୁଅ ଖୋଲିଛନ୍ତି । ତେବେ କୂଅ ପାଖରେ ଚରୁ ଚରୁ ଏକ ବଳଦ କୁଅ ଭିତରେ ପଡିଯାଇଥିଲା ।କୂଅରୁ ସୁରକ୍ଷିତ ଉଦ୍ଧାର ହେଲା ବଳଦ ପାଣି ପିଇ ବାଡି କୁ ଚଳିବାକୁ ଯିବା ବେଳେ ଗୋଡ଼ ଖସି କୂଅରେ  ପଡି ଯାଇଥିବା ବେଳେ କୂଅ ପାଖରେ  ସ୍ଥାନୀୟ ଲୋକେ ଜମା ହୋଇ  ବଳଦ କୁ ଉଦ୍ଧାର  କରିବା ଚେଷ୍ଟା କରିଥିଲେ ମଧ୍ୟ ଉଦ୍ଧାର କରି ପାରିନଥିଲେ  । ଏନେଇ ପାଟଣାଗଡ଼ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀମାନେ ଦୀର୍ଘ ଦେଢ ଘଣ୍ଟା ପରିଶ୍ରମ କରି ବଳଦକୁ କୂଅ ଭିତରୁ ସୁରକ୍ଷିତ ଭାବରେ ଉଦ୍ଧାର କରିଛନ୍ତି । ପ୍ରାୟ ୪୦ ଫୁଟ ଗଭୀର କୂଅ ଭିତରେ ପଡିଥିଲେ ବି ବଳଦକୁ ଅକ୍ଷତ ଭାବେ ଅଗ୍ନିଶମ କର୍ମଚାରୀମାନେ ଉଦ୍ଧାର କରିବାରେ ସକ୍ଷମ ହୋଇଛନ୍ତି ।  ବଳଦଟି ଏବେ ସୁସ୍ଥ ଥିବା ଜଣାପଡିଛି । ପାଟଣାଗଡ଼ ଅଗ୍ନିଶମ  ବିଭାଗ କର୍ମଚାରୀ ଇନ୍ଦ୍ରଜିତ ଭୋଇ , କମଳ ମେହେର , ଭିଷ୍ମଦେବ ମାଝୀ , ବିରେନ୍ଦ୍ର ମିର୍ଦ୍ଧା , ସରୋଜ କୁମାର ସା , ଗଗନ ବିହାରୀ ମିର୍ଦ୍ଧା ପ୍ରମୁଖ ପହଞ୍ଚି ବଳଦ କୁ ଉଦ୍ଧାର କରିଥିଲେ । କର୍ମଚାରୀଙ୍କୁ ପ୍ରଶଂସା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like