-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||     

HOME   ଜିଲ୍ଲା

ଦୀର୍ଘ ଦିନର ନିରବତା ପରେ ପୁଣି ଲାଗିଲା ମାଓ ବ୍ୟାନର, ଜବତ କଲା ଲାଠୋର ପୁଲିସ

15-May-2022



ପାଟଣାଗଡ଼ (ରୁପେନ୍ଦ୍ର ମୁଣ୍ଡା):   ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ୍ ଲାଠୋର ଥାନା ଅନ୍ତର୍ଗତ ପୁଟୁକେଲଚୁଆ ଓ ଘୁନୁସର ମଝିରେ ଥିବା ବଜାର ପେଣ୍ଡାଲ ଠାରେ ପୃଥକ ପୃଥକ ସ୍ଥାନରେ ଦୁଇଟି ମାଓବାଦୀ ବ୍ୟାନର ହିନ୍ଦୀ ଓ ଓଡିଆ ଭାଷାରେ ଲେଖା ହୋଇଥିବ ଦେଖିବାକୁ ମିଳିଛି । ଆଜି ଘୁନୁସର  ବଜାର ହୋଇଥିବା ବେଳେ ବଜାରକୁ ଆସିଥିବା ବ୍ୟବସାୟୀ ଓ ଜନସାଧାରଣ ମାଓବାଦୀ ମାରିଥିବା ବ୍ୟାନର ଦେଖିବାକୁ ପାଇଥିଲେ । ଏହି ବ୍ୟାନରରେ ଓଡ଼ିଆ ଭାଷାରେ ପୁଲିସ ଦମନ ବିରୋଧରେ ମେ’ ୨୦ ତାରିଖ ଏକ ଦିନ ଓଡିଶା ରାଜ୍ୟ ବନ୍ଦ ସଫଳ କରନ୍ତୁ ବୋଲି ଲେଖାଯାଇଛି । ଏଥିସହ ଗତଦୁଇ ବର୍ଷ ଭିତରେ ବର୍ବରତା ପୂର୍ବକ ପୁଲିସର ଗୁଳିବର୍ଷଣରେ ୨୦ ଜଣ ବିପ୍ଲବିଙ୍କ ହତ୍ୟା କରିବାରେ ରାଜ୍ୟବନ୍ଦକୁ ସଫଳ କରାନ୍ତୁ । ରାଜନୈତିକ ସମାଧାନ ଦମନ ଅଭିଯାନ ନାମରେ ଦେଶ ଭିତରେ ଜନତା ଉପରେ ସରକାର ଯୁଦ୍ଧକୁ ବିରୋଧ କରନ୍ତୁ । ଦେଶରୁ ସମ୍ମତି ଦବାଇବା ଲାଗି ବ୍ରାହ୍ମଣୀୟ, ହିନ୍ଦୁତ୍ଵ, ଫାସିବାଦ ସରକାର ଦ୍ଵାରା ଚାଲଯାଉଥିବା ଦମନ ଅଭିଯାନ ବିରୋଧ କରନ୍ତୁ । କମ୍ରେଡ଼ ରବିନ୍ଦ୍ର , କମ୍ରେଡ଼ ରୋହିତ ଅମର ରହେ , ଲେଖା ହେବା ସହ ଶେଷରେ ଭାରତ କମ୍ୟୁନିଷ୍ଟ ପାର୍ଟି ମାଓବାଦୀ ଓଡ଼ିଶା ରାଜ୍ୟ କମିଟି ମେ’ ୨୦୨୨ ଲେଖା ହୋଇଥିବା ଦେଖିବାକୁ ମିଳିଛି। ଏହି ମାଓ ବ୍ୟାନର ଲଗାଯାଇଥିବା ଦେଖି ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖା ଦେଇଛି । ଏ ଘଟଣାର ଖବରପାଇ ପୁଲିସ ବ୍ୟାନର କୁ ଜବତ କରିଥିବା ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026

You Might Also Like