-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||     

HOME   ଜିଲ୍ଲା

ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦ ରେ ବଲାଙ୍ଗୀର ଛାତ୍ର କଂଗ୍ରେସ ର ବିକ୍ଷୋଭ

15-May-2022



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) ଦେଶରେ ଅହେତୁକ ଭାବେ ପେଟ୍ରୋଲ, ଡିଜେଲ,ରନ୍ଧନ ଗ୍ୟାସ ଓ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ଦୃତ ଗତିରେ ବୃଦ୍ଧି ପାଉଛି। ଏନେଇ ବଲାଙ୍ଗୀର ଜିଲ୍ଲା ଛାତ୍ର କଂଗ୍ରେସ କମିଟି ତରଫରୁ ଜିଲ୍ଲାପାଳ ଙ୍କ ଅଫିସ ସମ୍ମୁଖରେ ଏକ ଅଭିନବ ଢଙ୍ଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।ଦରଦାମ ବୃଦ୍ଧି ହେବା ଫଳରେ ସାଧାରଣ ବର୍ଗର ଲୋକେ ନାହିଁ ନ ଥିବା ଅଶୁବିଧା ର ସମ୍ମୁଖୀନ ହେଉଛନ୍ତି।ଏସବୁକୁ ଆଖୀ ଆଗରେ ରଖି ଜିଲ୍ଲା ଛାତ୍ର କଂଗ୍ରେସ କମିଟି ତରଫରୁ ଏହାର ତୀବ୍ର ବିରୋଧ କରାଯାଇ ରବିବାର ଦିନ ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହା ସହିତ ଛାତ୍ର କଂଗ୍ରେସ ତରଫରୁ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କୁ ଚେତେଇ ଦିଆ ଯାଇଛି ଯେ ଯଥା ଶୀଘ୍ର ଯଦି ପେଟ୍ରୋଲ,ଡିଜେଲ ଓ ରନ୍ଧନ ଗ୍ୟାସ ଉପରୁ ତାଙ୍କ ଟିକସ ହ୍ରାସ ନ କରିବେ ତାହେଲେ ଆଗାମୀ ଦିନରେ ଛାତ୍ର କଂଗ୍ରେସ ଏହି ଆନ୍ଦୋଳନ କୁ ଆହୁରି ତୀବ୍ରତର କରିବ।ଏହି ବିକ୍ଷୋଭ ରେ ବଲାଙ୍ଗୀର ନଗର କଂଗ୍ରେସ ସଭାପତି ବୁଲୁ ଦାନୀ,ଜିଲ୍ଲା କଂଗ୍ରେସ କମିଟି ଉପ-ସଭାପତି ମନୀଷ ମିଶ୍ର,ସନ୍ତକ ବୋହିଦାର,ଜିଲ୍ଲା ସେବାଦଲ ମୁଖ୍ୟ ଅସିତ ମିଶ୍ର,ଜିଲ୍ଲା କଂଗ୍ରେସ କମିଟି କୋସାଧକ୍ଷ ଜୁଲୁ ପଟ୍ଟନାୟକ, ଜିଲ୍ଲା କିଷାନ କଂଗ୍ରେସ ସଭାପତି ସାନନ୍ଦ ମିଶ୍ର,ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ମୁଖ୍ୟ ଅଜୟ ବାଲି, ଜିଲ୍ଲା କଂଗ୍ରେସ କମିଟି ସମ୍ପାଦକ ସଞ୍ଜୟ ମିଶ୍ର,ଜିଲ୍ଲା ଛାତ୍ର କଂଗ୍ରେସ କମିଟି ଉପ-ସଭାପତି ନିରଞ୍ଜନ ମିଶ୍ର,ଟୁଲୁ ସେନ,ଜିଲ୍ଲା ଛାତ୍ର କଂଗ୍ରେସ କମିଟି ମୁଖପାତ୍ର ନୀତିଶ ପଧାନ,ଜିଲ୍ଲା ଛାତ୍ର କଂଗ୍ରେସ କମିଟି ସାମାଜିକ ଗଣମାଧ୍ୟମ ମୁଖ୍ୟ ସୁଜିତ କୁମ୍ଭାର,ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଛାତ୍ର କଂଗ୍ରେସ କମିଟି ସଭାପତି ଶୁଭେନ୍ଦୁ ସାହୁ,ଉପ-ସଭାପତି ଅଞ୍ଚଳ ପଣ୍ଡା,ଛାତ୍ର ନେତା ଅଭିନାଶ ବେହେରା,ଶଙ୍କର ବିଶି,ସରୋଜ ସାହୁ, ଅଂଶୁମାନ ମିଶ୍ର,ଗୌରଭ ଶର୍ମା,ଓଁମ ନାୟକ,ନିଖିଳ ସୁନା,ନିକୁ କୁମ୍ଭାର,ନରେନ୍ଦ୍ର ବେହେରା,ଲୋପନ ମିଶ୍ର,ନାସିର ଖାନ, ଆଶ୍ୱିନ ରାଉତ,ଅଭିନାଶ ବେହେରା,ମଧୁ ନାଗ, କିରଣ ସେଠ,ଜୟନାରାୟନ ବୋହିଦାର,ସୁମନ୍ତ ବିଭାର,ପ୍ରଦୋଷ ପାଣିଗ୍ରାହୀ,ଆଲୋକ ଜେମ୍ସ,ଜିତୁ ମାନହୀରା,ମୌସମ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026

You Might Also Like