-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

*ସମତା ଏକ୍ସପ୍ରେସରୁ ରେଳ ସୁରକ୍ଷା ବଳ ଦ୍ଵାରା ୩୪ କେଜି ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ

16-May-2022



ବଲାଙ୍ଗୀର/ଟିଟିଲାଗଡ,(ସନ୍ତୋଷ କୁମାର ନାଏକ) :ଟିଟିଲାଗଡ ରେଳ ଜଙ୍କସନ ଏକ ପ୍ରମୁଖ ରେଳ ଜଙ୍କସନ ଭାବରେ ପରିଚିତ। ଏଠାରୁ ଦେଶର ସମସ୍ତ କୋଣକୁ ରେଳ ଯାତ୍ରା ପାଈଁ ବହୁତ ଲୋକ ନିର୍ଭର କରିଥାନ୍ତି। ତେବେ ଅସାଧୁ ବ୍ୟବସାୟୀ ଏହାର ସୁବିଧା ନେଇ କରନ୍ତି ଚୋରାଚାଲାଣ, ଏହିଭଳି ଏକ ଗଞ୍ଜେଇ ଚୋରାଚାଲାଣ ଦେଇ ସମତା ଏକ୍ସପ୍ରେସରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ସମ୍ପର୍କରେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ରେଳ ସୁରକ୍ଷା ବଳ ଆଇଆଇସି ଧର୍ମେନ୍ଦ୍ର ମିଶ୍ର ସିଆଇବି,ଏସଆଇବି ଦଳକୁ ଖବର ଦେଇ ସମତା ଏକ୍ସପ୍ରେସ ଷ୍ଟେସନକୁ ଆସିବା ପୂର୍ବରୁ ମିଳିତ ଟିମ ପ୍ଲାଟଫର୍ମରେ ଉପସ୍ଥିତ ରହିଥିଲେ।

ସମତା ଏକ୍ସପ୍ରେସ ପହଞ୍ଚିବା ପରେ ଏହି ସ୍ଵତନ୍ତ୍ର ଦଳ ପର୍ଯ୍ୟାୟକ୍ରମେ ସମସ୍ତ ବଗିରେ ଛାନଭିନ କରିବା ସହ ଟ୍ରେନର ଶେଷ ଭାଗରେ ରହିଥିବା ସାଧାରଣ ଶ୍ରେଣୀ ବଗିରେ ଦୁଇଜଣ ଯୁବକ ସନ୍ଧିଗ୍ଣ ଅବସ୍ଥାରେ ରହିଥିବା ଓ ସିଟ ତଳ ଭାଗରେ ଦୁଇଟି ଟ୍ରଲି ବ୍ୟାଗ୍ ରହିଥିବା ଦେଖିବାକୁ ପାଇ ସନ୍ଦେହରେ ଉକ୍ତ ଟ୍ରଲି ବ୍ୟାଗକୁ ଯାଞ୍ଚ କରିବାରୁ ଗଞ୍ଜେଇ ବାହାରିଥିଲା। ଉଭୟ ଅଭିଯୁକ୍ତଙ୍କ ସହ ଗଞ୍ଜେଇକୁ ଜବତ କରି ଆରପିଏଫ କାର୍ଯ୍ୟାଳୟକୁ ଆଣିଥିଲେ।
ଜବତ ଗଞ୍ଜେଇ କୁ ଓଜନ କରିବା ପରେ ତାହା ୩୪ କେଜିଥିବା ଜଣା ପଡିଥିଲା,ଏଥି ସହ ଉକ୍ତ ଗଞ୍ଜେଇ ପାର୍ବତିପୂରରୁ ଦିଲ୍ଲୀକୁ ଚାଲାଣ କରାଯାଉଥିବା ଅଭିଯୁକ୍ତ ମାନେ କହିଛନ୍ତି। ଅଭିଯୁକ୍ତ ଯୁବକ ଦ୍ବୟ ଉତ୍ତରପ୍ରଦେଶ ଗଜିଆବାଦ ଜିଲ୍ଲା ନିବାସୀ ପୱନ ସିଂ (୨୪) ହିମାଂଶୁ ଶର୍ମା (୨୫) ବୋଲି ଜଣା ପଡିଛି,ଉଭୟ ଅଭିଯୁକ୍ତଙ୍କୁ ଜି.ଆର.ପି କୁ ହସ୍ତାନ୍ତର କରାଯାଇଥିବା ବେଳେ ଜିଆରପି ପକ୍ଷରୁ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।ଏହି ଚଢାଉରେ ଆରପିଏଫ ଏସଆଇ ରମେଶ ଚନ୍ଦ୍ର ପାତ୍ର,କୁମାର ସତ୍ୟମ, ଚୈତନ୍ୟ ବାଗ, ପରମାନନ୍ଦ ଭାଟି,ଅଭୟ ସ୍ୱାଇଁ ପ୍ରମୁଖ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026

You Might Also Like