-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||     

HOME   ଜିଲ୍ଲା

ବିନିକା ପୋଲିସ ବିଭାଗ ପକ୍ଷରୁ ମେଗା ରକ୍ତଦାନ ଶିବିର- ଏଣିକି ଜ଼ିଲ୍ଲା ରେ ରକ୍ତ ର ଅଭାବ ହେବ ଦୂର

16-May-2022



ସୁବର୍ଣ୍ଣପୁର -(ହିମାଂଶୁ  ପଟେଲ )ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ବିଭାଗ  ଓ  ବିନିକା  ଥାନା ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏକ ମେଗା ରକ୍ତ ଦାନ ଶିବିର କୁ ଜ଼ିଲ୍ଲା ଆରକ୍ଷୀ ଅଧୀକ୍ଷକ ଅମରେଶ ପଣ୍ଡା  ଉଦଘାଟନ କରିଥିଲେ l  ରାଜ୍ୟ ପୋଲିସ  ବିଭାଗର ନିର୍ଦ୍ଦେଶ  କ୍ରମେ  ଆମ ପୋଲିସ ବ୍ୟବସ୍ଥା ମାଧ୍ୟମରେ ଆଜି ବିନିକା ଥାନା  ପରିସର ରେ 162 ରୁ ଉର୍ଦ୍ଧ୍ବ ରକ୍ତ ଦାତା ରକ୍ତ ଦାନ କରିଥିଲେ,  ଯାହାକି ଜ଼ିଲ୍ଲା ର ସବୁ ରେକର୍ଡ କୁ ବ୍ରେକ କରିଛି   ବିନିକା ଥାନା  ଓ ଜ଼ିଲ୍ଲା ପୋଲିସ l ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ଶୀବୀର କୁ ଉଦ୍ଘାଟନ କରି ଏଣିକି ଜ଼ିଲ୍ଲା ରେ  ରୋଗୀ ଙ୍କୁ ଆଉ ରକ୍ତ ର ଅଭାବ ହେବନି ବୋଲି ମତ ରଖି  କିଛି ସାମ୍ବାଦିକ, ସମାଜ ସେବୀ ଓ ସମସ୍ତ  ରକ୍ତ ଦାତା  ଙ୍କୁ  ସମ୍ମାନିତ କରି ଉତ୍ସାହିତ କରିଥିଲେ l ବିନିକା ଅଞ୍ଚଳ ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ବଜରଙ୍ଗ ଦଳ, ଡ୍ରାଇଭର ମହାସଂଘ, ହେଲ୍ପ ଟୁ ଅ ଦର,  ବିନିକା ସାମ୍ବାଦିକ ସଂଘ, ବାଉଶୁଣି ୟୁବକ ମହାସଂଘ, ପର୍ଶୁରାମ ସେନା, ମାନବ କଲ୍ୟାଣ ସମିତି, ରକ୍ତ ଦାତା ସଂଘ, ପ୍ରମୁଖ  ବିଭିନ୍ନ ସାମାଜିକ ସଂଗଠନ ର ବଦାନ୍ୟ ବ୍ୟକ୍ତି  ଏହି ମହତ କାର୍ଯ୍ୟ ରେ ସହାୟତା ର ହାତ  ବଢ଼ାଇ ଥିଲେ।  ବିନିକା ଥାନା ର ଭାରପ୍ରାପ୍ତ ଥାନା ଅଧି କାରୀ ପବିତ୍ର କୁମାର ସାହୁ, ଏସ ଆଇ କୃଷ୍ଣଚନ୍ଦ୍ର ମେହେର, ଆର ଆଇ 
ପ୍ରଦ୍ୟୁମ୍ନ କୁମାର ପଟେଲ ,ପ୍ରମିଳା  ବ ରେଇ, ସୁଜାତା ବୁଡେକ୍,ମହେନ୍ଦ୍ର ବରିହା, ଗୃହରକ୍ଷୀ ସୁଧାଂଶୁ ପୁଝାରୀ , ଲଳିତ ମଲିକ୍ , ରାଜୀବ ବାଗ, ଗତାଞ୍ଜଳି ଦୀପ ପ୍ରମୁଖ ସହାୟତା କରିଥିଲେ ।
ବ୍ଲଡ ବ୍ୟାଙ୍କ୍ ଅଧିକାରୀ- ଡାକ୍ତର ଅଭିଷେକ ଦେହୁରି, ଡାକ୍ତର ଜଗନ୍ନାଥ ବେହେରା, ମଣ୍ଟୁ ପ୍ରଧାନ, ଦେବାଶିଷ ମିଶ୍ର, ଜନକ ବେହେରା, ପୂର୍ଣ୍ଣ ଭୋଇ, ସୁବାସ ପଣ୍ଡା, ଜଗତ ଦରୱାନ, ଟଙ୍କଧର କୁନୋର, ପ୍ରମୁଖ ବୁର୍ଲା ଓ ସୋନପୂର୍ ରକ୍ତ ଭଣ୍ଡାର  ର ଅଧିକାରୀ ଟେକନିସିଆନ ମାନେ ରକ୍ତ ସଂଗ୍ରହ କରିଥିଲେ ।  ଓଡ଼ିଶା ପୋଲିସ ସଂଘ ର ଜ଼ିଲ୍ଲା ଶାଖା ସଭାପତି କୁମୁଦ ରଂଜନ ମେହେର , ସମ୍ପାଦକ ସୁଧାଂଶୁ ଶେଖର ମେଣ୍ଡଲି , ଜିଲ୍ଲା ପୋଲିସ ର ରକ୍ତଦାତା  ସଂଗଠକ ତଥା ସଂଯୋଜକ ମନୋଜ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ରକ୍ତ ଦାତା ଙ୍କୁ ଉତ୍ସାହିତ କରିଥିଲେ । ପ୍ରକାଶ ଥାଉ କି ଯେ ବିଗତ ମାସ ରେ ସୋନପୁର ଠାରେ ଆୟୋଜିତ ରକ୍ତ ଦାନ ଶିବିର ରେ 52 ୟୁନିଟ ଓ ତରଭା ଥାନା ରେ ଆୟୋଜିତ ଶିବିର ରେ 121 ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା l ନୂତନ ଏସପି ଶ୍ରୀ ପଣ୍ଡା ଙ୍କ ଆଗ୍ରହ ଓ ଉଦ୍ୟମ କ୍ରମେ ଆଜି ବିନିକା ଥାନା  ରକ୍ତ  ସଂଗ୍ରହ ରେ ଜ଼ିଲ୍ଲା ରେ   ରେକର୍ଡ ସୃଷ୍ଟି କରିଥିବା ଖବର ଜ଼ିଲ୍ଲା ର ବୁଦ୍ଧିଜୀବୀ ବିନିକା ଅଂଚଳ ର ଯୁବକ, ପୋଲିସ, ସାମାଜିକ ସଂଗଠନ, ଓ ସଚେତନ ନାଗରିକ ଙ୍କୁ ଖୁବ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026

You Might Also Like