-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||     

HOME   ଜିଲ୍ଲା

ବିନିକା ପୋଲିସ ବିଭାଗ ପକ୍ଷରୁ ମେଗା ରକ୍ତଦାନ ଶିବିର: ଏଣିକି ଜ଼ିଲ୍ଲା ରେ ରକ୍ତ ର ଅଭାବ ହେବ ଦୂର

16-May-2022



ସୁବର୍ଣ୍ଣପୁର   ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ବିଭାଗ  ଓ  ବିନିକା  ଥାନାର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏକ ମେଗା ରକ୍ତ ଦାନ ଶିବିର କୁ ଜ଼ିଲ୍ଲା ଆରକ୍ଷୀ ଅଧୀକ୍ଷକ ଅମରେଶ ପଣ୍ଡା  ଉଦଘାଟନ କରିଥିଲେ l  ରାଜ୍ୟ ପୋଲିସ  ବିଭାଗର ନିର୍ଦ୍ଦେଶ  କ୍ରମେ  ଆମ ପୋଲିସ ବ୍ୟବସ୍ଥା ମାଧ୍ୟମରେ ଆଜି ବିନିକା ଥାନା  ପରିସର ରେ ୧୬୨ ରୁ ଉର୍ଦ୍ଧ୍ବ ରକ୍ତ ଦାତା ରକ୍ତ ଦାନ କରିଥିଲେ,  ଯାହାକି ଜ଼ିଲ୍ଲା ର ସବୁ ରେକର୍ଡ କୁ ବ୍ରେକ କରିଛି   ବିନିକା ଥାନା  ଓ ଜ଼ିଲ୍ଲା ପୋଲିସ l ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ଶୀବୀରକୁ ଉଦ୍ଘାଟନ କରି ଏଣିକି ଜ଼ିଲ୍ଲାରେ  ରୋଗୀଙ୍କୁ ଆଉ ରକ୍ତର ଅଭାବ ହେବନି ବୋଲି ମତ ରଖି  କିଛି ସାମ୍ବାଦିକ, ସମାଜ ସେବୀ ଓ ସମସ୍ତ  ରକ୍ତଦାତାଙ୍କୁ  ସମ୍ମାନିତ କରି ଉତ୍ସାହିତ କରିଥିଲେ l ବିନିକା ଅଞ୍ଚଳର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ବଜରଙ୍ଗ ଦଳ, ଡ୍ରାଇଭର ମହାସଂଘ, ହେଲ୍ପ ଟୁ ଅଦର,  ବିନିକା ସାମ୍ବାଦିକ ସଂଘ, ବାଉଶୁଣି ୟୁବକ ମହାସଂଘ, ପର୍ଶୁରାମ ସେନା, ମାନବ କଲ୍ୟାଣ ସମିତି, ରକ୍ତଦାତା ସଂଘ, ପ୍ରମୁଖ  ବିଭିନ୍ନ ସାମାଜିକ ସଂଗଠନର ବଦାନ୍ୟ ବ୍ୟକ୍ତି  ଏହି ମହତ କାର୍ଯ୍ୟରେ ସହାୟତାର ହାତ  ବଢ଼ାଇ ଥିଲେ।  ବିନିକା ଥାନା ର ଭାରପ୍ରାପ୍ତ ଥାନା ଅଧିକାରୀ ପବିତ୍ର କୁମାର ସାହୁ, ଏସ ଆଇ କୃଷ୍ଣଚନ୍ଦ୍ର ମେହେର, ଆର ଆଇ ପ୍ରଦ୍ୟୁମ୍ନ କୁମାର ପଟେଲ ,ପ୍ରମିଳା  ବରେଇ, ସୁଜାତା ବୁଡେକ୍,ମହେନ୍ଦ୍ର ବରିହା, ଗୃହରକ୍ଷୀ ସୁଧାଂଶୁ ପୁଝାରୀ , ଲଳିତ ମଲିକ୍ , ରାଜୀବ ବାଗ, ଗତାଞ୍ଜଳି ଦୀପ ପ୍ରମୁଖ ସହାୟତା କରିଥିଲେ ।

ବ୍ଲଡ ବ୍ୟାଙ୍କ୍ ଅଧିକାରୀ- ଡାକ୍ତର ଅଭିଷେକ ଦେହୁରି, ଡାକ୍ତର ଜଗନ୍ନାଥ ବେହେରା, ମଣ୍ଟୁ ପ୍ରଧାନ, ଦେବାଶିଷ ମିଶ୍ର, ଜନକ ବେହେରା, ପୂର୍ଣ୍ଣ ଭୋଇ, ସୁବାସ ପଣ୍ଡା, ଜଗତ ଦରୱାନ, ଟଙ୍କଧର କୁନୋର, ପ୍ରମୁଖ ବୁର୍ଲା ଓ ସୋନପୂର୍ ରକ୍ତ ଭଣ୍ଡାର  ର ଅଧିକାରୀ ଟେକନିସିଆନ ମାନେ ରକ୍ତ ସଂଗ୍ରହ କରିଥିଲେ ।  ଓଡ଼ିଶା ପୋଲିସ ସଂଘ ର ଜ଼ିଲ୍ଲା ଶାଖା ସଭାପତି କୁମୁଦ ରଂଜନ ମେହେର , ସମ୍ପାଦକ ସୁଧାଂଶୁ ଶେଖର ମେଣ୍ଡଲି , ଜିଲ୍ଲା ପୋଲିସ ର ରକ୍ତଦାତା  ସଂଗଠକ ତଥା ସଂଯୋଜକ ମନୋଜ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ରକ୍ତ ଦାତା ଙ୍କୁ ଉତ୍ସାହିତ କରିଥିଲେ । ପ୍ରକାଶ ଥାଉ କି ଯେ ବିଗତ ମାସ ରେ ସୋନପୁର ଠାରେ ଆୟୋଜିତ ରକ୍ତ ଦାନ ଶିବିର ରେ ୫୨ ୟୁନିଟ ଓ ତରଭା ଥାନା ରେ ଆୟୋଜିତ ଶିବିରରେ ୧୨୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା l ନୂତନ ଏସପି ଶ୍ରୀ ପଣ୍ଡାଙ୍କ ଆଗ୍ରହ ଓ ଉଦ୍ୟମ କ୍ରମେ ଆଜି ବିନିକା ଥାନା  ରକ୍ତ  ସଂଗ୍ରହ ରେ ଜ଼ିଲ୍ଲା ରେ   ରେକର୍ଡ ସୃଷ୍ଟି କରିଥିବା ଖବର ଜ଼ିଲ୍ଲା ର ବୁଦ୍ଧିଜୀବୀ ବିନିକା ଅଂଚଳ ର ଯୁବକ, ପୋଲିସ, ସାମାଜିକ ସଂଗଠନ, ଓ ସଚେତନ ନାଗରିକଙ୍କୁ ଖୁବ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026
  ଜିଲ୍ଲା  
ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   17-Jul-2026
  ଜିଲ୍ଲା  
କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   17-Jul-2026
  ଜିଲ୍ଲା  
ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   17-Jul-2026

You Might Also Like