-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||     

HOME   ଜିଲ୍ଲା

ବୁଢାଦେଓ ମନ୍ଦିର ଓ ପାଟଣେଶ୍ବରୀ ମନ୍ଦିରର ପ୍ରତିଷ୍ଠା ମହୋତ୍ସବ

16-May-2022



ବଲାଙ୍ଗିର(ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲାର  ଆଗଲପୁର ବ୍ଳକ ଅନ୍ତର୍ଗତ ନଅଗାଁ ଖ ଠାରେ ଗତ ୧୦ ତାରିଖ ଠାରୁ ୧୬ ତାରିଖ  ପର୍ଯ୍ୟନ୍ତ  ଅନୁଷ୍ଠିତ ହୋଇଯାଇଛି  ବୁଢାଦେଓ ମନ୍ଦିର ଓ ପାଟଣେଶ୍ବରୀ ମନ୍ଦିର  ପ୍ରତିଷ୍ଠା ମହୋତ୍ସବ । ଏହି ଅବସରରେ କଳସ ଶୋଭାଯାତ୍ରା, ନାମସଂକୀର୍ତନ, ପାରାୟଣ, ସହିତ  ବିଭିନ୍ନ  ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଗତ ୧୩ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ  ସାଂସ୍କୃତିକ ସଭା  ଅନୁଷ୍ଠିତ ହେବା ସହ  ଲୋକନୃତ୍ଯ  ଓ ଗୀତରେ  ସାଂସ୍କୃତିକ ମଞ୍ଚ ମୁଖରିତ ହୋଇ ଉଠିଥିଲା । ତିନି ଦିନିଆ କାର୍ଯ୍ୟକ୍ରମରେ ପ୍ରତ୍ୟେକ ଦିନ ନଅଗାଁ ର ବରପୁତ୍ର  ଲୋଇସିଂହା ବିଧାୟକ ଡକ୍ଟର ମୁକେଶ  ମହାଲିଙ୍ଗ  ସଭାପତିତ୍ବ କରିଥିଲେ ।ଉଦଯାପନୀ ଉତ୍ସବର ସଂଧ୍ୟା ରେ ମୁଖ୍ୟ ଅତିଥି ଭାବେ  ପାଟଣା ମହାରାଜା ପୂର୍ବତନ ମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ  ଯୋଗ ଦେଇ ଥିବା ବେଳେ  ସମ୍ମାନିତ ଅତିଥି ଭାବେ ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ,  ରେଙ୍ଗାଲି ବିଧାୟକ  ନାଉରୀ  ନାଏକ, ବଲାଙ୍ଗୀର ମହାବିଦ୍ୟାଳୟର  ଓଡିଆ ଅଧ୍ୟାପକ କୌତୁକ ପନ୍ଦର,  ଗୋଣ୍ଡୱାନା ଗୋଣ୍ଡ ମହାସଭା, ବଲାଙ୍ଗୀର   ମହାସଚିବ ରାମଚନ୍ଦ୍ର ଧରୁଆ, ଗୋଣ୍ଡୱାନା ଗୋଣ୍ଡ ମହାସଭା ରାଷ୍ଟ୍ରୀୟ ସଦସ୍ୟ ଗଣେଶରାମ ମାଝୀ ପ୍ରମୁଖ ମଂଚାସୀନ ହୋଇଥିଲେ । ଅତିଥି ମାନେ ସାମାଜିକ ଏକତା ଓ ସଂସ୍କୃତି ସମ୍ବର୍ଦ୍ଧନ  ପାଇଁ  ଏପରି ଉତ୍ସବର ଆୟୋଜନ ଉପରେ ଗୁରୁତ୍ବ ଆରୋପ କରି ସାମାଜିକ ସୁରକ୍ଷା  ପାଇଁ  ମଧ୍ୟ  ଏହାର

ଆବଶ୍ୟକତା ଥିବା କରିଥିଲେ ।ସଭାପତି ଅଭିଭାଷଣରେ ଡକ୍ଟର ମୁକେଶ ମହାଲିଙ୍ଗ  ନଅଗାଁ ରେ ଏପରି ମନ୍ଦିର ପ୍ରତିଷ୍ଠା  ଲୋକ ମାନସିକତାରେ ଏକତା ସୃଷ୍ଟି ର ଅନ୍ୟତମ ଉଦାହରଣ  ବୋଲି କହି ସମସ୍ତଙ୍କ ସହଯୋଗ ପାଇଁ  କୃତଜ୍ଞତା ଜ୍ଞାପନ କରିଥିଲେ । ମନ୍ଦିର ପ୍ରତିଷ୍ଠା ମହୋତ୍ସବ କମିଟି  ସଂପାଦକ  ପ୍ରଶାନ୍ତ କୁମାର ନାୟକ  ମହୋତ୍ସବକୁ ଲୋକ ଏକତାର ଚିହ୍ନ ବୋଲି କହିଥିଲେ । ଶେଷରେ ଉପସଭାପତି  ସଦାନନ୍ଦ ପଶାୟତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ । ପରେ ପରେ ରାଜ୍ୟ  ତଥା ରାଜ୍ୟ  ବାହାରର ସାଂସ୍କୃତିକ ଦଳ, ଗଡମେକର, କେନ୍ଦ୍ରାପଡା, ଲହରୀ, ସମ୍ବଲପୁର ,ସୃଜନୀ କଲିକତା ଓ ଖରଜୁରାର ଆଞ୍ଚଳିକ  ଲୋକନୃତ୍ଯ ଦଣ୍ଡ ନୃତ୍ୟ  କୁ  ହଜାର ହଜାର ଜନତା ଉପଭୋଗ କରିଥିଲେ ।ତିନି ଦିନର ଏହି ସାଂସ୍କୃତିକ ସଭାରେ ଅଞ୍ଚଳର ବହୁ ଜ୍ଞାନୀ,ଗୁଣୀ,  ସମାଜସେବୀ, ରାଜନେତା,ବିଧାୟକ, ଓ ଅନ୍ୟ  ଲୋକ ପ୍ରତିନିଧି ମାନେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026

You Might Also Like