-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||     

HOME   ଜିଲ୍ଲା

ଵୈଶାଖ ପୂର୍ଣ୍ଣିମା ତିଥିରେ ରାଜ୍ୟସ୍ତରୀୟ ସନ୍ଥ କଵି ଭୀମ ଭୋଇ ଜୟନ୍ତୀ ପାଳିତ

16-May-2022



ବଲାଙ୍ଗିର /ବଙ୍ଗୋମୁଣ୍ଡା: ଵୈଶାଖ ପୂର୍ଣ୍ଣିମା ତିଥିରେ ରାଜ୍ୟସ୍ତରୀୟ ସନ୍ଥ କଵି ଭୀମ ଭୋଇ ଜୟନ୍ତୀ  ଵଙ୍ଗୋମୁଣ୍ଡ୍। ମହିମା ଆଶ୍ରମରେ ପାଳିତ ହୋଇଯାଇଛି । ଵଙ୍ଗୋମୁଣ୍ଡ୍।ମହିମା ଆଶ୍ରମର ମଠାଧିଶ ବକଳଧାରୀ କପିଳେନ୍ଦ୍ର ଵାଵାଙ୍କ ତତ୍ତ୍ଵାବଧାନରେ  ପାଳିତ ହୋଇଥିଲା।

ଏହି କାର୍ଯ୍ୟକ୍ରମ ଵଡିଭୋରୁ ଅଖଣ୍ଡ ଦୀପ ପ୍ରଜଳନ କରି ଵଙ୍ଗୋମୁଣ୍ଡ୍।ଆଶ୍ରମ ପରିସରରୁ ଵାହାରି ଵଙ୍ଗୋମୁଣ୍ଡ୍। ଗ୍ରାମରେ ଅଖଣ୍ଡ ଦୀପ କୁ ନେଇ ବଳକଳଧାରୀ ଵାଵା ମାନେ, ସାଧୁସନ୍ଥମାନେ, ଅଲେଖ ଧର୍ମାବଲମ୍ବୀ ଭକ୍ତମାନେ, ଵହୁ ମାନ୍ୟଗନ୍ୟ ଵ୍ୟକ୍ତି ମାନେ ମଧ୍ୟ ମିଶି ଅଖଣ୍ଡ ଦୀପ କୁ ଗ୍ରାମରେ ଭ୍ରମଣ କରିଥିଲେ ।ଓ ଭ୍ରମଣ କରି ଆଶ୍ରମରେ ପହଞ୍ଚି ଅଖଣ୍ଡ ଦୀପ ସ୍ଥାପନା କରିଥିଲେ।ଏହି କାର୍ଯ୍ୟକ୍ରମ ରାତ୍ରି ପର୍ଯ୍ୟନ୍ତ ଚାଲିବ । ଏହି କାର୍ଯ୍ୟକ୍ରମରେ କଣ୍ଟାଵାଞି ଵିଧାୟକ ସନ୍ତୋଷ ସିଂ ସାଳୁଜା, ବଲାଙ୍ଗୀର ଆଦିବାସୀ କଲ୍ୟାଣ ସଂଘ ସଭାପତି ନିରଞ୍ଜନ ଵିଶି, କନ୍ଧସମାଜ ସଭାପତି  ଶରତ ଚନ୍ଦ୍ର ସିଂ ଭୋଇ, ଵଙ୍ଗୋମୁଣ୍ଡ୍।ଵ୍ଳକ ଚେୟାରମ୍ୟାନ, ଵଙ୍ଗୋମୁଣ୍ଡ୍। ଵିଡିଓ, କଳାହାଣ୍ଡିର ପ୍ରସିଦ୍ଧ ଵୈଦ୍ୟରାଜ ପଵିତ୍ର ସଵର,ସିନ୍ଧେକେଲ।ମଠାଧିଶ ଵଳକଳଧାରୀ କିଶୋର ଵାଵା, କଳାହାଣ୍ଡି ହାଇସ୍କୁଲ

ଶିକ୍ଷକ ହେମରାଜ ସାସ୍ତ୍ରୀ ଓ ଵହୁ ମାନ୍ୟଗନ୍ୟ ଵ୍ୟକ୍ତି ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ। ଵୈଶାଖ ପୂର୍ଣ୍ଣିମା ଅଵସରରେ ଆଶ୍ରମ ପରିସରରେ ଏକ ଭକ୍ତି ମୟ ପରିବେଶ ଦେଖିବାକୁ ମିଳିଥିଲା।

(ବଲାଙ୍ଗୀର ଜିଲ୍ଲାରୁ  ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026

You Might Also Like