-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାସ୍ତରୀୟ ବାଲ୍ୟବିବାହ ନିରୋଧ ଟାସ୍କ ଫୋର୍ସ ଓ କିଶୋରୀ ସଶକ୍ତିକରଣ ବୈଠକ ବାଲ୍ୟ ବିବାହ ନିରୋଧ ସଂପର୍କିତ ସଚେତନତା ବାର୍ତ୍ତା ସାମାଜିକ ଗଣମାଧ୍ୟମ ଦ୍ୱାରା ବ୍ୟାପକ ପ୍ରଚାର ପ୍ରସାର କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

20-Nov-2020



ବଲାଙ୍ଗୀର(ପ୍ରେରଣା ଖବର)- ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ବଲାଙ୍ଗୀର ଓ ମହିଳା ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ବାଲ୍ୟ ବିବାହନିରୋଧ ଓ ଟାସ୍କ ଫୋର୍ସ ତଥା କିଶୋରୀ ସଶକ୍ତିକରଣ ବୈଠକ ଜିଲ୍ଲାପଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ମହାନନ୍ଦ , ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଦିଲୀପ କୁମାର ପଟେଲ, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଦେବାଶିଷ ଦାଶ, ଶିଶୁ ମଙ୍ଗଳ ସମିତିର ପୂର୍ବତନ ଅଧ୍ୟକ୍ଷ ସଞ୍ଜୟ କୁମାର ମିଶ୍ର, କିଶୋର ନ୍ୟାୟ ପରିଷଦର ସଭ୍ୟା ବବିତା ଅଗୱାଲ, ତୁଷୁରା ୟୁଥ ସାର୍ଭିସ ସେଣ୍ଟରର ସଂପାଦକ ଉମେଶ ପୁରୋହିତ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ବିନୋଦିନୀ ପ୍ରଧାନ, ୱାନ୍‌ଷ୍ଟପ୍ ସେଣ୍ଟର, ଓଡ଼ିଶା ଜୀବିକା ମିଶନ, ମିଶନ ଶକ୍ତିର ସଭ୍ୟ ମାନଙ୍କ ସମେତ ବିଭିନ୍ନ ବ୍ଲକର ଶିଶୁ ବିକାଶ ପ୍ରକଲ୍ପର ଅଧିକାରୀ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର କର୍ମକର୍ତ୍ତ ମାନେ ଯୋଗ ଦେଇଥିଲେ । ଜିଲ୍ଲାପାଳ ଶ୍ରୀ ରାଣା ବାଲ୍ୟ ବିବାହକୁ ରୋକିବା ପାଇଁ ତୃଣମୂଳସ୍ତରରେ ବ୍ୟାପକ ଜନସଚେତନତା ସଷ୍ଟିି କରିବା ସହ ପଂଚାୟତ ସ୍ତରରେ ଓ ବ୍ଲକସ୍ତରରେ ଟାସ୍କ ଫୋର୍ସ ମାନ ଗଠନ ଉପରେ ଗୁରୁତ୍ୱାରୋପ କରିଥିଲେ ।  ବାଲ୍ୟ ବିବାହ ନିରୋଧ ଉପରେ ବ୍ୟାପକ ଜନସଚେତନତା ନିମନ୍ତେ ପଂଚାୟତ ସ୍ତରରେ ବୈଠକ ଆୟୋଜନ କରାଯିବା ସହ ଏ ସଂପର୍କିତ ସଚେତନତା ବାର୍ତ୍ତା ସାମାଜିକ ଗଣମାଧ୍ୟମ ଦ୍ୱାରା ବ୍ୟାପକ ପ୍ରଚାର ପ୍ରସାର କରିବାକୁ ନିର୍ଦ୍ଦେଶ ଦେଇଥିଲେ । ବାଲ୍ୟ ବିବାହ ନିରୋଧ ସଂପର୍କରେ ଏକ ଜିଲ୍ଲାସ୍ତରୀୟ ଏକ୍ସନ ପ୍ଲାନ ପ୍ରସ୍ତୁତ କରିବାକୁ ସେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ଏକ୍ସନ ଏଡ୍ -ଭୁବନେଶ୍ୱରର ରିସୋର୍ସ ପର୍ସନ ଘାସିରାମ ପଣ୍ଡା ପାୱାର ପଏଣ୍ଟଉପସ୍ଥାପନା ମାଧ୍ୟମରେ ରାଜ୍ୟ ଓ ଜିଲ୍ଲ ୱାରି ଣ୍ଟବାଲ୍ୟ ବିବାହର ସ୍ଥିତି ଓ ଏହାର ନିରାକରଣ  ଓ ଏହାର ପଦକ୍ଷେପ ଉପରେ ଆଲୋଚନା କରିଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂହଙ୍କ ସମେତ ସମନ୍ୱିତ ଶିଶୁ ବିକାଶ ଯୋଜନାର କ୍ଷେତ୍ର କର୍ମଚାରୀ , ଶିକ୍ଷା ବିଭାଗ ଓ ସ୍ୱସ୍ଥ୍ୟ ବିଭାଗର କ୍ଷେତ୍ର କର୍ମଚାରୀ ମାନେ ଯୋଗ ଦେଇ ବାଲ୍ୟ ବିବାହ ନିରୋଧ ଉପରେ ଲୋକଙ୍କୁ ବୁଝାଇ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like