-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||     

HOME   ଜିଲ୍ଲା

କବି ପ୍ରେମାନନ୍ଦ ବେହେରାଙ୍କୁ ରାଜ୍ୟସ୍ତରୀୟ ସନ୍ଥ ଭୀମପ୍ରଭା ସାହିତ୍ୟ ମିତ୍ର ସମ୍ମାନ

16-May-2022



ପଦ୍ମପୁର:-ଗତ ୧୫ ତାରିଖ ରବିବାର ଦିନ କଟକସ୍ଥିତ  ସାରଳା ଭବନଠାରେ ସନ୍ଥକବି ଭୀମଭୋଇ ସାହିତ୍ୟ ପରିଷଦ, ଅନୁଗୋଳ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସାହିତ୍ୟ ଓ ଆଧ୍ୟାତ୍ମିକ ସମ୍ମିଳନୀରେ  ବରଗଡ଼ ଜିଲ୍ଲା ପଦ୍ମପୁରର ସୁସାହିତ୍ୟିକ ତଥା ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ପ୍ରେମାନନ୍ଦ ବେହେରାଙ୍କୁ  "ରାଜ୍ୟସ୍ତରୀୟ ସନ୍ଥ ଭୀମପ୍ରଭା ସାହିତ୍ୟ ମିତ୍ର ସମ୍ମାନ-୨୦୨୨" ସମ୍ମାନରେ ସମ୍ମାନୀତ କରାଯାଇଛି । ଶାରୀରିକ ଅସୁସ୍ଥତା କାରଣରୁ ଶ୍ରୀଯୁକ୍ତ ବେହେରାଙ୍କ ଅନୁପସ୍ଥିତିରେ  ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ମେହେର  ମାନପତ୍ର ଓ ଉପଢୌକନ ଗ୍ରହଣ କରିଥିଲେ । ଏହି ସମ୍ମାନ ପାଇଁ ତାଙ୍କୁ ଚୟନ କରାଯାଇଥିବାରୁ ଶ୍ରୀଯୁକ୍ତ ବେହେରା ଅନୁଷ୍ଠାନର ରାଜ୍ୟ ସଭାପତି ଶ୍ରୀମତୀ ଗାୟତ୍ରୀ ସିଂ ଓ ରାଜ୍ୟ ସମ୍ପାଦକ ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ସାମନ୍ତରାୟଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ପୂର୍ବରୁ ଶ୍ରୀ ପ୍ରେମାନନ୍ଦ ବେହେରା, ନିରବଚ୍ଛିନ୍ନ ସାହିତ୍ୟ ସାଧନା ପାଇଁ ବରଗଡ଼ ଜିଲ୍ଲାରୁ 'ଦୟାନିଧି ମିଶ୍ର ସ୍ମୃତି ସାହିତ୍ୟ ସମ୍ମାନ',  ମାଲକାନଗିରି ଜିଲାରୁ 'ମାଲ୍ୟବନ୍ତଶ୍ରୀ ସମ୍ମାନ', କୋରାପୁଟ ଜିଲ୍ଲାରୁ 'ମାଟିଲଗ୍ନାଶ୍ରୀ ସମ୍ମାନ', ପୁରୀ ଜିଲ୍ଲାରୁ 'ମାନସିଂହ ସ୍ମୃତି ସମ୍ମାନ', ଗଞ୍ଜାମ ଜିଲ୍ଲାରୁ 'ଉପେନ୍ଦ୍ର ଭଞ୍ଜ ସ୍ମୃତି ସମ୍ମାନ', ବାଲେଶ୍ବର ଜିଲ୍ଲାରୁ 'ପଶ୍ଚିମାଞ୍ଚଳ ସାହିତ୍ୟ ଜ୍ୟୋତି' ଆଦି ବହୁ ସମ୍ମାନରେ  ସମ୍ମାନୀତ ହୋଇସାରିଛନ୍ତି ।

(ପଦ୍ମପୁରରୁ ନରହରି ବଗର୍ତ୍ତୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026

You Might Also Like