-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||     

HOME   ଜିଲ୍ଲା

ଖପ୍ରାଖୋଲ ବ୍ଲକରେ ବିଦାୟ ଓ ସମ୍ୱର୍ଦ୍ଧନା ସମାରୋହ ଅନୁଷ୍ଠିତ

16-May-2022



ପାଟଣାଗଡ଼ (ରୁପେନ୍ଦ୍ର ମୁଣ୍ଡା) - ଖପ୍ରାଖୋଲ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଖପ୍ରାଖୋଲ ବ୍ଲକ ସି.ଆର.ସି.ସି ପରିବାର ତରଫରୁ ନୂତନ ସିଆରସିସି ମାନଙ୍କୁ ସ୍ୱାଗତ ଓ କାର୍ଯ୍ୟକାଳ ପୂରିଯାଇଥିବା ସି.ଆର.ସି.ସି, ଓ ବି ଆର ସି ସି ଏବଂ ସ୍ଥାନାନ୍ତର ହୋଇଥିବା ଏ.ବି.ଓ ଙ୍କ ଉଦ୍ଦେଶ୍ୟ ରେ ବିଦାୟ ସମ୍ୱର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି I ଏଇ ସମାରୋହ ରେ ଖପ୍ରାଖୋଲ ବ୍ଲକ ର ବି.ଆର ସି.ସି ତଥା ଏ ବି ଓ ଶ୍ରୀ ଯୁକ୍ତ ମିନିକେତନ ବରିହା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ I କାର୍ଯ୍ୟକାଳ ପୂରିଯାଇଥିବା ସି.ଆର.ସି.ସିମାନଙ୍କ ମଧ୍ୟରେ ବାଘ ମୁଣ୍ଡ କେନ୍ଦ୍ର ସି.ଆର.ସି.ସି ତଥା ଖପ୍ରାଖୋଲ ବ୍ଲକ ସି.ଆର.ସି.ସି ସଂଘ ର ସଭାପତି ବନମାଳୀ ସାହୁ,ପଡ଼ିଆବାହାଲ ସି. ଆର. ସି. ସି. ଗୌରାଚରଣ ବାରିକ,

ଓଡ଼ିଆ ପାଲି କେନ୍ଦ୍ର ସି. ଆର. ସି. ସି ଶାନ୍ତନୁ କୁମାର ବାରିକ, ଧଣ୍ଡାମୁଣ୍ଡା କେନ୍ଦ୍ର ସି. ଆର. ସି. ସି ସରୋଜ କୁମାର ପାଣିଗ୍ରାହୀ, ଫୁଳକୀମୁଣ୍ଡା କେନ୍ଦ୍ର ସି. ଆର. ସି. ସି ଶଙ୍ଖଧର ମାଝୀ, ଭାନପୁର କେନ୍ଦ୍ର ସି. ଆର. ସି. ସି ବିଭୁତି ଭୂଷଣ ମେହେର ଆଦି ତଥାଅବସରପ୍ରାପ୍ତ ବି. ଆର. ସି. ସି. ତଥା ଏ. ବି. ଓ ଶ୍ରୀ ଯୁକ୍ତ ବୀରେନ୍ଦ୍ର କୁମାର ସାହୁ ଓ ସ୍ଥାନାନ୍ତର ହୋଇଥିବା ଏ. ବି. ଓ ଶ୍ରୀ ଯୁକ୍ତ ଶୁଭ୍ରାଂଶୁ ମୌଳି ପୁରୋହିତ ଙ୍କୁ ଉପଢୌକନ ଓ ମାନ ପତ୍ର ପ୍ରଦାନ କରି ବିଦାୟ ସମ୍ୱର୍ଦ୍ଧନା କରାଯାଇଥିଲା I ଏହା ସହ ନୂତନ ଭାବେ ଯୋଗ ଦେଇଥିବା ସି.ଆର.ସି.ସି ଯଥା - ପଞ୍ଚାନନ କରଣ, ଟୁନୁଶବର, ସତ୍ୟବ୍ରତ ବେହେରା, ବିଘ୍ନରାଜ ପ୍ରଧାନ, ସନାତନ ବାରିକ ଆଦିଙ୍କୁ ଉପଢୌକନ ଦେଇ ସ୍ୱାଗତ କରାଯାଇଥିଲା I ସମାରୋହରେ ପ୍ରତ୍ୟକ ନିଜ ନିଜ ଅଭିଭାଷଣ ପ୍ରଦାନ କରିଥିଲେ ଖପ୍ରାଖୋଲ ବ୍ଲକକୁ ଶିକ୍ଷାକ୍ଷେତ୍ରରେ ରାଜ୍ୟରେ ଆଗଧାଡିରେ ରଖିବାକୁ ଶ୍ରୀ ଯୁକ୍ତ ବରିହା ଆହ୍ୱାନ ଦେଇଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026

You Might Also Like