-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଅପରାଧ

୨ କୁଖ୍ୟାତ ଡକାୟତଙ୍କୁ ଗିରଫ କଲା ରଣପୁର ପୋଲିସ

16-May-2022



ନୟାଗଡ଼(ପ୍ରେରଣା ଖବର) : ନୟାଗଡ଼ ଜିଲ୍ଲା ରଣପୁର ଥାନା ପୋଲିସ ୨ ଡକାୟତଙ୍କୁ ଗିରଫ କରିଛି l ଗତ ୧୨ ତାରିଖରେ  ଭୁବନେଶ୍ୱରର ବିବେକାନନ୍ଦ ମଲ୍ଲିକଙ୍କ ପୁଅ ସଂଜିତ ମଲ୍ଲିକ ଏକ ବିବାହ କାର୍ଯ୍ୟ ସାରି କନ୍ଧମାଳରୁ ଭୁବନେଶ୍ୱର ଫେରୁଥିଲେ l ଓଡ଼ଗାଁ ରୋହିବାଙ୍କ ଠାରେ ସଂଜିତଙ୍କୁ ୩ ଜଣ ଲୁଟେରା ଅଟକାଇଥିଲେ l କୌଶଳ କ୍ରମେ ସଂଜିତଙ୍କୁ ନିଶା ଦେଇ ରଣପୁର ଗୋଡିମଡ଼ା ଅଞ୍ଚଳର ଏକ ଜଙ୍ଗଲକୁ ନେଇ ଆସିଥିଲେ l ସଂଜିତ ଅଚେତ ହୋଇଯିବା ପରେ ତାଙ୍କ ଠାରୁ ବାଇକ,ମୋବାଇଲ ଆଦି ଲୁଟି ନେଇଥିଲେ l ପରେ ସଂଜିତଙ୍କ ବାପା ବିବେକାନନ୍ଦ ମଲ୍ଲିକ ଏ ନେଇ ରଣପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ l ରଣପୁର ଥାନା ଅଧିକାରୀ ଜ୍ୟୋତିପ୍ରକାଶ ପଣ୍ଡା ଏହାକୁ ଗୁରୁତ୍ୱ ଦେଇ ତଦନ୍ତ କରିଥିଲେ l ଆଇଆଇସି ଜ୍ୟୋତି ପ୍ରକାଶ ପଣ୍ଡା ଏବଂ ସବ ଇନ୍ସପେକ୍ଟର ସଂଜୟ ପରିଡା ଲୁଟେରା ମାନଙ୍କୁ କାବୁ କରିବାରେ ସକ୍ଷମ ହୋଇଛନ୍ତି l ଏହି ଘଟଣାର ମାଷ୍ଟର ମାଇଣ୍ଡ ଓଡଗାଁ ଥାନା ଭଗବତୀପ୍ରସାଦ ଗାଁର ସୁଶାନ୍ତ ରାଉତ ଏବଂ ଲକ୍ଷ୍ମୀ ନାରାୟଣ ଆଳତିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଇଛି l ତେବେ ଏହି ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତ ଅଶୋକ ବେହେରା ଫେରାର ଅଛି l ଏହି ଅଭିଯୁକ୍ତକୁ ଗିରଫ କରିବା ପାଇଁ ପୋଲିସ ଚେଷ୍ଟା ଚଳାଇଛି l ଗିରଫ ହୋଇଥିବା ୨ ଅଭିଯୁକ୍ତ ଦ୍ବୟଙ୍କ ନାମରେ  ୧୫ ରୁ ଉର୍ଦ୍ଧ ମାମଲା ବିଭିନ୍ନ ଥାନାରେ ଥିବା ଜଣାପଡିଛି l ଏମାନେ ମୁଖ୍ୟତଃ ବସଷ୍ଟାଣ୍ଡ, ରେଳ ଷ୍ଟେସନ ଏବଂ ନିଛାଟିଆ ସ୍ଥାନରେ ରହି ଲୋକଙ୍କୁ ଟାର୍ଗେଟ କରି ଲୁଟ, ହତ୍ୟା କରୁଥିବା ସୂଚନା ମିଳିଛି l

 


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like