-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ପୌରପାଳିକାରେ ୨ ଶୌଚାଳୟ ଉଦଘାଟିତ... ବଲାଙ୍ଗୀର ବିକାଶରେ ଦଳମତ ନିର୍ବିଶେଷରେ ସମସ୍ତେ ସହଭାଗୀ ହେବେ

17-May-2022



ବଲାଙ୍ଗୀର,(ଅନ୍ତର୍ଯ୍ୟାମୀ ସାହୁ)-ବଲାଙ୍ଗୀର ସହରରେ ଜନସଂଖ୍ୟା ବଢୁଛି । ସେହି ପରିମାଣରେ ଲୋକଙ୍କ ଆବଶ୍ୟକତା ମଧ୍ୟ ବଢୁଛି । ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅନେକଗୁଡିଏ ବିକାଶ ପ୍ରକଲ୍ପ ପୌରପାଳିକା ପକ୍ଷରୁ ହାତକୁ ନିଆଯାଇଛି । ବଲାଙ୍ଗୀର ସହର ଭିତରେ ନିର୍ମିତ ହୋଇଥିବା ୩ ଟି ଟୟଲେଟ ଉଦଘାଟିତ ହୋଇଛି । ପୂର୍ବରୁ ବଲାଙ୍ଗୀର ଭୀମଭୋଇ ମେଡିକାଲକଲେଜ ହସପିଟାଲରେ ଏକ ଶୌଚାଳୟକୁ ବଲାଙ୍ଗୀର ପୌରପାଳିକାର ଅଧ୍ୟକ୍ଷା ଲିକା ସାହୁ ଉଦଘାଟନ କରିଥିଲେ । ଆଜି ଟିକ୍ରାପଡାଛକ ଓ ରୁଗୁଡିପଡାଛକ କଳାମଣ୍ଡଳରୋଡରେ ଦୁଇଟି ଶୌଚାଳୟକୁ ଉଦଘାଟନ କରାଯାଇଛି । ପୌରପାଳିକାର ନିର୍ବାହୀଅଧିକାରୀ ବିପିନବିହାରୀ ଦୀପଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର,ସମ୍ମାନୀତ ଅତିଥି ଭାବରେ ପୌରାଧ୍ୟକ୍ଷା ଲିକା ସାହୁ,ଉପାଧ୍ୟକ୍ଷା ଗାୟତ୍ରୀ

ଭୋଇ,ଜିଲ୍ଲାପାଳ ଚଞ୍ଚଳ ରାଣା ଓ ଅନ୍ୟାନ୍ୟ କାଉନସିଲରଗଣ  ଯୋଗଦେଇଥିଲେ । ପ୍ରତ୍ୟେକ ଶୌଚାଳୟ ପାଇଁ ପୌରପାଳିକା ପକ୍ଷରୁ ୩୭ଲକ୍ଷ ଟଙ୍କା ଲେଖାଏଁ ଖର୍ଚ୍ଚ କରାଯାଇଛି । ଏଥିରେ ମହିଳା ଓ ପୁରୁଷଙ୍କ ପାଇଁ ୫ଟି ଲେଖାଏଁ ଟୟଲେଟ,୨ଟି ଲେଖାଏଁ ବାଥରୁମ,୬ଟି ୟୁରିନାଲର ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ସହିତ ଦିବ୍ୟାଙ୍ଗମାନଙ୍କ ପାଇଁ ସଂପୂର୍ଣ୍ଣ ସୁରକ୍ଷିତ ବ୍ୟବସ୍ଥା କରାଯାଇଛି । ଏଣିକି ବଲାଙ୍ଗୀରବାସୀ ଏହାକୁ ବ୍ୟବହାର କରିପାରିବେ ବୋଲି ପୌରାଧ୍ୟକ୍ଷା ଲିକା ସାହୁ କହିଥିଲେ । ଠିକ ସେହିପରି ବଲାଙ୍ଗୀର ସହରରେ ୨୭ଲକ୍ଷ ଟଙ୍କା ବ୍ୟୟରେ ୫ଟି ୟିରିନାଲ ମଧ୍ୟ ନିର୍ମାଣ କରାଯାଇଛି । ତାହା ମଧ୍ୟ ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି କୁହାଯାଇଛି । ଏହି ସବୁ ଶୌଚାଳୟକୁ ସୁଲଭ ଇଣ୍ଟରନେସନାଲ ସଂସ୍ଥା ପରିଚାଳନା କରିବ । କେବଳ ଲ୍ୟାଟ୍ରିନ ଗଲେ ଗ୍ରାହକଙ୍କୁ ୫ଟଙ୍କା ଓ ଉଭୟ ଲ୍ୟାଟ୍ରୀନ ଓ ଗାଧୋଇବାକୁ ହେଲେ ୭ଟଙ୍କାର ଫି ଦେବାକୁ ପଡିବ । ୟୁରିନାଲ ଯିବାକୁ କୌଣସି ଫିଦେବାକୁ ପଡିବ ନାହିଁ ବୋଲି ସୂଚନା ଦିଆଯାଇଛି । ଏହି ଅବସରରେ ଉପସ୍ଥିତ ଗଣମାଧ୍ୟମକୁ ସୂଚନା ଦେଇ ପୌରାଧ୍ୟକ୍ଷା କହିଥିଲେ ଯେ,ବଲାଙ୍ଗୀରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ

ପଟ୍ଟନାୟକ ସ୍ୱତନ୍ତ୍ର ଧ୍ୟାନ ଦେଉଛନ୍ତି । ଆଗକୁ ଆହୁରି ବିକାଶ କାମ କରାଯିବାକୁ ଦଳମତ ନିର୍ବିଶେଷରେ ସମସ୍ତଙ୍କର ସହଯୋଗ ରହିବାର ଆବଶ୍ୟକତା ରହିଛି ବୋଲି କହିଥିଲେ । ଉପସ୍ଥିତ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ମଧ୍ୟ ବଲାଙ୍ଗୀରର ଅନେକଗୁଡିଏ ବିକାଶ କାମ ବାକି ରହିଛି । ସେହିସବୁ କାମ କରିବାକୁ ପୌରପାଳିକା ଓ ବିଧାୟକ,ସାଂସଦଙ୍କ ମିଳିତ ଆବଶ୍ୟକ ବୋଲି କହିଥିଲେ । ସେ ସବୁବେଳେ ସହଯୋଗ କରୁଛନ୍ତି ଓ କରୁଥିବେ ବୋଲି ଶ୍ରୀ ମିଶ୍ର କହିଥିଲେ । ତେବେ ଉଦଘାଟନୀ ପୂର୍ବରୁ ଉଭୟ ବିଧାୟକଙ୍କ ସମର୍ଥକ ଓ ବିଜେଡି ସମର୍ଥକମାନେ କିଛି ସମୟ ନାରାବାଜି କରିଥିଲେ । କିନ୍ତୁ ତଥାପି ଉଭୟ ଶାସକ ଓ ବିରୋଧିଦଳ ପକ୍ଷରୁ ସୌହାର୍ଦ୍ଦ୍ୟପୂର୍ଣ୍ଣ ପରିବେଶରେ ଉଦଘାଟନୀ କାର୍ଯ୍ୟକ୍ରମ ସମାପନ ହୋଇଥିଲା । ଗତ କିଛିଦିନ ପୂର୍ବରୁ ଟିଟିଲାଗଡ ପୌରପାଳିକାରେ ବୌଠକବେଳେ ପୌରାଧ୍ୟକ୍ଷା ଓ ସ୍ଥାନୀୟ ମନ୍ତ୍ରୀଙ୍କ ମଧ୍ୟରେ କଥାକଟାକଟି ହୋଇଥିଲା । ଏଥିପାଇଁ ମନ୍ତ୍ରୀଙ୍କୁ ସମାଲୋଚନାର ଶୀକାର ହେବାକୁ ପଡିଥିଲା । କିନ୍ତୁ ଆଜି ବଲାଙ୍ଗୀରର କାର୍ଯ୍ୟକ୍ରମରେ ବିଧାୟକ ଓ ପୌରାଧ୍ୟକ୍ଷାଙ୍କ ସହଯୋଗ ସହମତି ବଲାଙ୍ଗୀରବାସୀଙ୍କ ପାଇଁ ନୂତନ ଆଶା ସଂଚାର କରିଛି । କାର୍ଯ୍ୟକ୍ରମରେ ପୌରପାଳିକାର ସମସ୍ତକର୍ମଚାରୀ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like