-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||     

HOME   ଜିଲ୍ଲା

ଆରମ୍ଭ ହେଲା ପିଲାଙ୍କ ଠାରେ ଭ୍ରାମ୍ୟମାଣ ପାଠାଗାର

17-May-2022



ଟିଟିଲାଗଡ଼(ପ୍ରେରଣା ଖବର)-ଟିଟିଲାଗଡ଼ ବ୍ଲକ ଅଏଁଲାଭଟା ପ୍ରାଥମିକ ବିଦ୍ୟାଳୟରେ ପିଲାଙ୍କ ପାଠାଗାର କାର୍ଯ୍ୟକ୍ରମ ଏକ ବୌଦ୍ଧିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅଦାବାହାଲ ଗ୍ରାମ ପଞ୍ଚାୟତର ସରପଂଚ ପୁଷ୍ପା ନାଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ବାରମ୍ବାର ପୁସ୍ତକ ପଢ଼ି ଗ୍ରନ୍ଥ କୀଟ ହେବାକୁ ପରାମର୍ଶ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅମରାବତୀ ବାଗ ମୁଖ୍ୟ ଅତିଥି

ଭାବରେ ଯୋଗ ଦେଇ ସାଂପ୍ରତିକ ଯୁବ ପିଢ଼ୀଙ୍କ ମଧ୍ୟରେ ମୋବାଇଲ ନିଶା ସମୟ ଅପଚୟ ସହ କେରିୟର ନଷ୍ଟ କରୁଥିବା ନେଇ ଦୁଃଖପ୍ରକାଶ କରିଥିଲେ । ଏହି ଅବସରରେ ଝରଣା ବାଗ, ନିରମତି ସୁନା, ହେରମ୍ବ ବାଗ ପ୍ରମୁଖ କବିତା ପଠନ କରିଥିଲେ । ଏହି ତିନି ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଆୟୋଜକ କବି ବୃନ୍ଦାବନ କୁମ୍ଭାର ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।  ଶେଷରେ ଅଲେଖ ସେଠ୍ ଧନ୍ୟବାଦ ଜ୍ଞାପନ କରିଥିଲେ । 


News Comment




Photo in News

Advertisment
Lastest News
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026

You Might Also Like