-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||     

HOME   ଜିଲ୍ଲା

ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ପାଇଁ ସପ୍ତମ ବେତନ ଲାଗୁ ପ୍ରକିୟା ରେ ଅସନ୍ତୋଷ ଶିକ୍ଷକ, କର୍ମଚାରୀ ଙ୍କ ଆନ୍ଦୋଳନ ଚେତାବନୀ

17-May-2022



ରାଜ୍ୟ ସରକାର ଗତ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ  ର ଶିକ୍ଷକ, ତଥା ଶିକ୍ଷା କର୍ମଚାରୀ ମାନଙ୍କୁ ସପ୍ତମ ବେତନ ପ୍ରଦାନ କରିବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତି ଉପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓଡ଼ିଶା ସରକାର ଙ୍କ ଆଦେଶ ସଂଖ୍ୟା ୬୩୩ ତା୧୧/୦୧/୨୦୨୨ ଅନୁଯାୟୀ ଜିଲ୍ଲା ଶିକ୍ଷା ଅଧିକାରୀ ବଳାଙ୍ଗିର ଜିଲ୍ଲା ର ୭୫ ବିଦ୍ୟାଳୟ ର ୭୫୦ ରୁ ଅଧିକଶିକ୍ଷକ ତଥା ଶିକ୍ଷା କର୍ମଚାରୀ ମାନଙ୍କ ଦରମା ନିର୍ଦ୍ଧାରଣ କରାଯାଇଛି। କିନ୍ତୁ ଆଳଟମେଣ୍ଟ ନ ଥିବା ଦର୍ଶାଇ ଉପରୋକ୍ତ ବିଦ୍ୟାଳୟ ର ଶିକ୍ଷକ ତଥା ଶିକ୍ଷା କର୍ମଚାରୀ ମାନଙ୍କୁ ପୁରୁଣା ହାରରେ ଦରମା ପ୍ରଦାନ କରାଯାଉଛି।
 ଏହି ସମୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓଡ଼ିଶା ସରକାର ଙ୍କ ପତ୍ର ସଂଖ୍ୟା ୧୦୨୫୨ତା୧୩/ ୫/୨୦୨୨ ସପ୍ତମ ବେତନ ପ୍ରଦାନ ର ପଦ୍ଧତି (ମୋଡାଲିଟି) ପ୍ରକାଶ ପାଇ ଉପରୋକ୍ତ ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପତ୍ର ସଂଖ୍ୟା ୧୦୪୨୧ ତା ୧୩/୦୫/୨୦୨୨ ରେ ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ପର‌୍ୟ୍ୟନ୍ତ ସ୍ଥଗିତ ରଖାଯାଇଛି।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆଦେଶ ସଂଖ୍ୟା ୬୩୩ ତା ୧୧/୦୧/୨୦୨୨ ଅନୁଯାୟୀ ବିଭିନ୍ନ ଜିଲ୍ଲାରେ ଦରମା ନିର୍ଦ୍ଧାରଣ ପ୍ରକିୟା ଯାରିରହିଥିଵା ସମୟରେ ଅନେକ ଜିଲ୍ଲା ନୂତନ ହାରରେ ଦରମା ପ୍ରଦାନ କରୁଛନ୍ତି।
ସୂଚନାଯୋଗ୍ୟ ଯେ ଉପରୋକ୍ତ ବିଦ୍ୟାଳୟ ଗୁଡ଼ିକ ରେ କାର‌୍ୟ୍ୟରତ ଶିକ୍ଷକ ଶିକ୍ଷା କର୍ମଚାରୀ ମାନଙ୍କୁ ରାଜ୍ୟ ସରକାର ଙ୍କ ବୈମାତୃକ ମନୋଭାବ ଯୋଗୁଁ ସେମାନଙ୍କ ନାର‌୍ୟ୍ୟ ରୁ ବଂଚିତ କରିବା ସହିତ ଉପରୋକ୍ତ ବିଦ୍ୟାଳୟ ରେ ପାଠ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟ ସେମାନଙ୍କ ନ୍ୟାୟୋଚିତ ଅଧିକାର ପ୍ରଦାନ କରୁନଥିବା ଅଭିଯୋଗ ହେଉଛି।
ଏହି ପରିପ୍ରେକ୍ଷୀରେ ଜିଲ୍ଲା ଓଷ୍ଟା କାର‌୍ୟ୍ୟ କାରିଣୀ ର ନିଷ୍ପତ୍ତି କ୍ରମେ ଦୀର୍ଘ ବର୍ଷ ବିନା ଦରମାରେ, ସ୍ବଳ୍ପ ଦରମାରେ,ଅବସର କାଳୀନ ସୁବିଧା ରୁ ବଞ୍ଚିତ ଗ୍ରାମାଞ୍ଚଳରେ ମାଧ୍ୟମିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିଥିବା ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କ ନ୍ୟାୟୋଚିତ ପାଉଣା ପ୍ରାପ୍ୟ ନିମିତ୍ତ ସର୍ବଦା ଚେଷ୍ଟା ରଖିବା ସହିତ ପ୍ରକାଶିତ ମୋଡାଲିଟୀ କୁ ତିବ୍ର ବିରୋଧ କରିବା ପାଇଁଜିଲ୍ଲା ସଭାପତି ଅବନୀ କୁମାର ତ୍ରିପାଠୀ ସଂପାଦକ କୁଶଧ୍ବଜ ସାହୁ ଉପଦେଷ୍ଟା କମିଟି ସଦସ୍ୟ ପୁରନ୍ଦର ଦାଶ, ସୁଧାଂଶୁ ଶେକର ବାବୁ, ପୂର୍ଣ୍ଣଚନ୍ଦ୍ର ମେହେର, ଶଙ୍କର ପ୍ରସାଦ ମିଶ୍ର, ସାରଥୀ ସାହୁ, ଗୋବିନ୍ଦ ବଗର୍ତ୍ତୀ, ରୁଦ୍ର ହେର୍ଣ୍ଣା ରାଜ୍ୟ ସଭାପତି ବିନୋଦ ବିହାରୀ ପାଣିଗ୍ରାହୀ,ସୁଧିର ନାଏକ, ଅନୀଲ କୁମାର ସାହୁ, ତାରାକାନ୍ତ ମିଶ୍ର,ସଂଜିବ ହୋତା,ବରୁଣ ସାହୁ ପ୍ରମୁଖସମସ୍ୟାରଆଶୁ ସମାଧାନନ ହେଲେ ଶିକ୍ଷକ ଶିକ୍ଷା କର୍ମଚାରୀ ଆନ୍ଦୋଳନ ଚେତାବନୀ ଦେଇଛନ୍ତି।।
 


News Comment




Photo in News

Advertisment
Lastest News
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026

You Might Also Like