-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||     

HOME   ଜିଲ୍ଲା

ଆଦିବାସୀ ହାଇସ୍କୁଲ ମନାଇପାଦ ରେ ଅନ୍ତର୍ଜାତୀୟ ଆର୍ଟ ଅଫ ଗିଭିଙ୍ଗ ଡେ ପାଳିତ

17-May-2022



ପାଟଣାଗଡ(ରୁପେନ୍ଦ୍ର ମୁଣ୍ଡା) : ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଲକ ଅଧିନସ୍ଥ ମନେଇପାଦ ଆଦିବାସୀ ହାଇସ୍କୁଲ ପରିସରରେ ନବମ ତମ ଅlନ୍ତର୍ଜାତୀୟ ଆର୍ଟ ଅଫ ଗିଭିଙ୍ଗ ଡେ ପାଳିତ ହୋଇଯାଇଛି l  ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଗରୁଡ଼ ସାମଲ ଙ୍କ ଅଧ୍ୟକ୍ଷତା ରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା l ଚଳିତ ବର୍ଷ ଆର୍ଟ ଅଫ ଗିଭିଂ ର ବିଷୟ ବସ୍ତୁ ବିଶ୍ୱରେ ମାନବ ସମାଜରେ ଶାନ୍ତି ମୈତ୍ରୀ ଖୁସି ପ୍ରତିଷ୍ଠା ପାଇଁ ଆଶା , ଖୁସି , ଏକତା ର ବାର୍ତ୍ତା ପହଞ୍ଚାଇବା l ସନ୍ଥକବି ଭୀମ ଭୋଇ ଙ୍କ ଦର୍ଶନ ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ ଦେଖୁ ଦେଖୁଁ କେବା ସହୁ,ମୋ ଜୀବନ ପଛେ ନର୍କେ ପଡିଥାଉ ଜଗତ ଉଦ୍ଧାର ହେଉ "ଆଦର୍ଶ ରେ ଅନୁପ୍ରାଣିତ ହୋଇ କିସ କିଟ ର ପ୍ରତିଷ୍ଠାତା ଡ଼ ଅଚ୍ୟୁତାନନ୍ଦ ସାମନ୍ତ ମାନବ ସେବା ରେ ନିଜ ଜୀବନ କୁ ଉତ୍ସର୍ଗୀକୃତ କରିଛନ୍ତି l ଡ଼ ସାମନ୍ତ ଙ୍କ ନିସ୍ଵାର୍ଥ ସମାଜ ସେବା କୁ ବକ୍ତା ମାନେ ପ୍ରଶଂସା କରିଥିଲେ l ସଭା କାର୍ଯ୍ୟ ପରେ ଛାତ୍ରଛାତ୍ରୀ ମାନଙ୍କୁ ବିସ୍କୁଟ,ବଳ ପେନ ପ୍ରଦାନ କରାଯାଇଥିଲା l ପରିବେଶ ସୁରକ୍ଷା ସଚେତନତା ଉଧେଶ୍ୟ ରେ ସ୍କୁଲ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା ସୂଚନାଯୋଗ୍ୟ ଯେ କିସ କିଟ ର ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ଦ୍ୱାରା ୧୭ ମେ ୨୦୧୩ ରେ ଅନ୍ତର୍ଜାତୀୟ ଦେବାର କଳା ଦିବସ ପ୍ରତିଷ୍ଠା ହୋଇଥିଲା l କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ର ମହାସଚିବ ନିରଞ୍ଜନ ବିଶି ଯୋଗ ଦେଇଥିଲେ । ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର ଘନ ଭୋଇ , ଲଳିତ ମଲ୍ଲିକ , ଗିରିଧାରୀ ଭୋଇ , ଲକ୍ଷ୍ମୀ ଶବର , ଗୁଣନିଧି ବର୍ଗେ ସ୍କୁଲ ର ଶିକ୍ଷକ ମାନେ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026

You Might Also Like