-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲାର ପାରମ୍ପରିକ ବଲାଣି ଯାତ୍ରା ଆୟୋଜିତ

17-May-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଏକ ଆଦିବାସୀ ବହୁଳ ଜିଲ୍ଲା। କେଉଁ ଆବାହନ କାଳରୁ ରହି ଆସିଥିବା ପରମ୍ପରା ଆଜିର ଆଧୁନିକ ଯୁଗର ପିଲାରୁ ବୁଢା ମାନି ଆସୁଥିବାର ଯାତ୍ରା ବଲାଣି ଯାତ୍ରା। ଅକ୍ଷୟ ତୃତୀୟା ଠାରୁ ଆରମ୍ଭ ହୋଇ ଏକ ମାସଧରି ଚାଲେ ଗାଁ ଠାରୁ ସହର ଭିତରେ ଏହି ବଲାଣି ଯାତ୍ରା। ପ୍ରତ୍ୟେକ  ସପ୍ତାହର ମଙ୍ଗଳବାରରେ ଅନୁଷ୍ଠିତ ହୁଏ ଏହି ବଲାଣିଯାତ୍ରା। ଡଙ୍ଗର ଦେବତା ଠାରୁ ଆରମ୍ଭକରି ଅଞ୍ଚଳର ଇଷ୍ଠଦେଵୀ  ଓ ଠାକୁରାଣୀ କୁ ପୂଜନକରି ପାଳିତ ହୁଏ ଏହି ଯାତ୍ରା। ଗାଁ ଠୁ ସହର ଯେଉଁ ଗଳିରେ ଯାତାୟାତ କମରୁହ ସେହି ଗଳିରାସ୍ତାରେ ଅନୁଷ୍ଠିତ ହୁଏ ଏହି ମେଲାଣି। ଗାଁ ଠାରୁ ସହରରେ ହୁଏ ପଶୁଙ୍କୁ ଫାଟୁଆ ଭଳିରୋଗ ଓ ମଣିଷକୁ ହୁଏ ବସନ୍ତ ଓ କୁଢିଆ ଭଳି ଚର୍ମରୋଗ । ଏହି ସମୟରେ ହେବାକୁଥିବା ଚର୍ମରୋଗରୁ ଅଞ୍ଚଳର ଓ ଗ୍ରାମବାସୀ ମୁକ୍ତି ପାଇବା ନେଇ ଅନୁଷ୍ଠିତ ହୋଇଥାଏ ଏହି ଯାତ୍ରା। ଏହି ଯାତ୍ରାରେ ମହୁଲିମଦ,ଅଣ୍ଡା,କୁକୁଡା,ଛେଳି,ଲିଆ, ମୁଆଁ, ଧୂପ, ଦୀପ,ଅରୁଆ ଚାଉଳ,ହଳଦୀ ଭଳି ବିଭିନ୍ନ ସାମଗ୍ରିକୁ ବ୍ୟବହାର କରି ଗ୍ରାମଦେବୀର ପୂଜକ ସାଙ୍ଗରେ ସାହିଭାଇ ମିଶି ପୂଜାର୍ଚ୍ଚନା ସହ ବଳିପୂଜାକରି ସନ୍ତୁଷ୍ଟ କରି ନିରୋଗି କାମନା କରି ବିଶ୍ବାସ ଆଣି ଚାଲୁଥିବାର ଯାତ୍ରା ବଲାଣି ଯାତ୍ରା ୭୫ ଦଶନ୍ଧିର କମ୍ୟୁଟର ଯୁଗରେ ବି ଏଭିଳି ବିଶ୍ବାସ ଓ ପରମ୍ପରାର ଯାତ୍ରା ଆଜି କନ୍ଧମାଳ ଜିଲ୍ଲାରେ ମଧ୍ୟ ଜିବିତ ଥିବାରୁ ଏହାକୁ ସମସ୍ତେ ବିଶ୍ୱାସ କରନ୍ତି ବୋଲି ବାଲିଗୁଡା ବଲାଣୀ ଯାତ୍ରାର ପୂଜକ ଗୁରୁଦେବ ପୂଜାରୀ ଓ ବାଲିଗୁଡା ଭଗାମୁଣ୍ଡାର ଜଣେ ଭକ୍ତ ରୁବି ମଲ୍ଲିକ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026

You Might Also Like