-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||     

HOME   ଜିଲ୍ଲା

ପଦ୍ମପୁର କ୍ଷୁଦ୍ର ଜଳ ସେଚନ ବିଭାଜିକା ର ନିର୍ବାହୀ ଅଧିକାରୀ ଙ୍କୁ ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର ୦୨ ନମ୍ବର ୱାର୍ଡ କାଉନସିଲର ଙ୍କ ଦାବି ପତ୍ର:-

17-May-2022



ପଦ୍ମପୁର (ନରହରି ବଗର୍ତ୍ତୀ) ପଦ୍ମପୁର ସହର ରେ ପୂର୍ବ ରୁ ହୋଇଥିବା ପ୍ରକଳ୍ପ ଅନୁଯାୟୀ କ୍ଷୁଦ୍ର ଜଳ ସେଚନ ବିଭାଜିକା ର କିଛି କେନାଲ ବର୍ତ୍ତମାନ ର ବସ୍ତି ମଧ୍ୟ ଦେଇ ଯାଉଛି। ଏଣୁ ବସ୍ତି ମଧ୍ୟ ରୁ ଯାଉଥିବା ଏହି କେନାଲ ଗୁଡିକ ର ବର୍ତ୍ତମାନ କାର୍ଯ୍ୟକାରିତା ନହେଉଥିବା ସମାନ। ହେଲେ ବର୍ଷା ଜଳ ତଥା ବିଜ୍ଞାପିତ ଅଞ୍ଚଳ ପରିଷଦ ର କିଛି ନାଳ ଏହି କେନାଲ ରେ ସଂଯୋଗ ହୋଇ ଯାଇଥିବା ରୁ ପରିତ୍ୟକ୍ତ ଅବସ୍ଥା ରେ ଥିବା ଏହି କେନାଲ ମାନଙ୍କରେ ଅନାବନା ବୃକ୍ଷ ଲତା ସହ ଶନ୍ତ ସନ୍ତିଆ ବାତାବରଣ ଅହରହ ରହିଛି। ଏଣୁ ଏହି ସ୍ଥାନ ମାନଙ୍କ ରେ ମଶା ମାଛି ଆଦି ଭୁ ରୋଗବ୍ୟାପୀ ଜୀବାଣୁ ବ୍ୟାକ୍ଟେରିଆ ଆଦି ସ୍ଥାନ ପାଉଛନ୍ତି। ଯାହା ଦ୍ୱାରା ପରିବେଶ ତଥା ସ୍ୱାସ୍ଥ୍ୟ ଜନିତ ହାନି ହେବାର ଆଶଙ୍କା ରହିଛି। ବର୍ଷା ଦିନରେ ଏହି କେନାଲ ର ମଇଲା ପାଣି ସହରର ଘର ମାନଙ୍କରେ ପଶିବାର ମଧ୍ୟ ସମ୍ଭାବନା ରହିଛି।ଏଣୁ ଏହି ସବୁ କେନାଲ ଗୁଡିକ ର ଯଥା ଶୀଘ୍ର ସମ୍ଭବ ସଫେଇ ସହ ଉଚ୍ଚିତ ବ୍ୟବସ୍ତା କରିବା ପାଇଁ ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର ୱାର୍ଡ ନମ୍ବର ୦୨ ର ବିଜେପି କାଉନସିଲର ଇଂଜିନିୟର କୁନାଲ ପାଣିଗ୍ରାହୀ ପଦ୍ମପୁର କ୍ଷୁଦ୍ର ଜଳସେଚନ ବିଭାଜିକା ର ନିର୍ବାହୀ ଅଧିକାରୀ ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ବରିଷ୍ଠ ଆଇନଜିବି ହରି ସିଂ,ପ୍ରତାପ ନାଥ,ଅମିତ ଗର୍ଗ,ଦିନେଶ ବାରିକ,ମଣ୍ଟୁ ପାଣ୍ଡେ, ତଥା ୦୨ ନମ୍ବର ୱାର୍ଡ ର ବାସିନ୍ଦା ଉପସ୍ତିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026

You Might Also Like