-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||     

HOME   ମନୋରଞ୍ଜନ

ନବାଗତା ନାୟିକା ସ୍ନେହା

17-May-2022



ଭୁବନେଶ୍ବର // ଓ-ଟାଉନରେ ପାଦ ରଖିବାକୁ ଯାଉଛନ୍ତି ଆଉ ଜଣେ ନବାଗତା । ନାଁ ତାଙ୍କର ସ୍ନେହା । ଅନିଶ ଏଣ୍ଟରଟେନମେଣ୍ଟ ବ୍ୟାନରରେ ମୁକ୍ତିଲାଭ କରିବାକୁ ଯାଉଥିବା ମ୍ୟୁଜିକ ଭିଡିଓ "ଚାରୁଚିତ୍ରଲେଖା" ରେ ସେ ନଜର ଆସିବେ । ଆକର୍ଷଣୀୟ ଚେହେରା ସାଙ୍ଗକୁ ସହଜ ସରଳ ଅଭିନୟ ତାଙ୍କ ଦକ୍ଷତାକୁ ପ୍ରମାଣିତ କରିଛି ।

 ଏହା ପୂର୍ବରୁ ସ୍ନେହା ୨୦୨୦ ମସିହାରେ ମିସ୍ ବେଙ୍ଗଲ ଟାଇଟଲ ବିଜୟିନୀ ହୋଇଛନ୍ତି । କେବଳ ସେତିକି ନୁହେଁ ମଡେଲିଂ କ୍ଷେତ୍ରରେ ମଧ୍ୟ ସେ ବେଶ ସକ୍ରିୟ ରହିଛନ୍ତି । ତାଙ୍କୁ ଓବାକୁ, ରୋମଗ, ତାନିସ, ଅଞ୍ଜଳି ଜୁଏଲର୍ସ,ଜିକେ ଶାମ୍ପୁର ବିଜ୍ଞାପନ ଛବିରେ ଦେଖିବାକୁ ମିଳିଛି । ତେବେ ସ୍ନେହାଙ୍କ ପାଇଁ ଏହି ସୁଯୋଗ ଆଣିଦେଇଛନ୍ତି ପ୍ରଯୋଜକ ତପନ ଦାଶ। "ଚାରୁଚିତ୍ରଲେଖା"ରେ ତାଙ୍କ ବିପକ୍ଷରେ ନାୟକ ସାଜିଛନ୍ତି ଅଙ୍କିତ ପଟ୍ଟନାୟକ। ଉଭୟଙ୍କ ଯୋଡି ଦର୍ଶକଙ୍କୁ ବେଶ୍ ପସନ୍ଦ ଆସିବ।
ଚାରୁଚିତ୍ରଲେଖା' ଏକ ଭିନ୍ନଧର୍ମୀ ମ୍ୟୁଜିକ ଭିଡିଓ ହୋଇଥିବା
ବେଳେ ଏଥିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ବନିଗୌରବ ।
ଗୀତରଚନା କରିଛନ୍ତି ବାପୁ ଗୋସ୍ୱାମୀ । କୁଲଦୀପ ପଟ୍ଟନାୟକ କଣ୍ଠରେ ଏହାକୁ ରେକର୍ଡ କରାଯାଇଥିବା ବେଳେ କୋରିଓଗ୍ରାଫି
ସାଙ୍ଗକୁ ମ୍ୟୁଜିକ୍ ଭିଡିଓର ନିର୍ଦ୍ଦେଶନା ଦେଇଛନ୍ତି କୟା ବିଶ୍ୱାସ ।
କ୍ୟାମେରା ପରିଚାଳନା କରିଛନ୍ତି ସର୍ବେଶ୍ବର ଦାସ । ଓଡିଶା ଏବଂ ଓଡିଶା ବାହାରେ ବିଭିନ୍ନ ମନୋରମ ପୂର୍ଣ୍ଣ ସ୍ଥାନରେ ଏହାର ଚିତ୍ରଗ୍ରହଣ କରାଯାଇଛି । ଏହି ମ୍ୟୁଜିକ୍ ଭିଡିଓର ସଫଳତାକୁ ନେଇ ସ୍ନେହା ବେଶ୍ ଆଶାବାଦୀ ଥିବାବେଳେ ଅନିଶ ଏଣ୍ଟରଟେନ୍‌ମେଣ୍ଟର ନିର୍ମାଣାଧୀନ ଚଳଚ୍ଚିତ୍ର ‘ମାୟାବୀ'ରେ ମଧ୍ୟ ସେ ଅଭିନୟ କରୁଛନ୍ତି ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm