-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜ଼ିଲ୍ଲା ରେ ଧାନ କିଣା ଆରମ୍ଭ - ପ୍ରଥମ ଦିନରେ ଚାଷୀଙ୍କ ଠାରୁ ୧୪୨,୭୨ କୁଇଣ୍ଟାଲ ଧାନ ଉଠିଲା

17-May-2022



ସୁବର୍ଣ୍ଣପୁର,:  ଚଳିତ ରବି ରିତୁ ପାଇଁ  ସୁବର୍ଣ୍ଣପୁର ଜ଼ିଲ୍ଲା ରେ ଆଜିଠାରୁ ବିନିକା ମାର୍କେଟ ୟାର୍ଡ଼  ଜରିଆରେ  ଧାନ କିଣା ପର୍ବ ଆରମ୍ଭ ହୋଇଛି ।ଆଜି ପ୍ରଥମ ଦିନରେ ବିନିକା ସେବା ସମବାୟ ସମିତି ପକ୍ଷରୁ ଚାଷୀ ବିଦ୍ୟାଧର ପାଣିଗ୍ରାହୀଙ୍କ ଠାରୁ ୮୪.୯୫ କ୍ଵିଣ୍ଟାଲ କ୍ରୟ କରାଯାଇ ଗୋଦାବରୀ ରାଇସ ମିଲକୁ ପଠା ଯାଇଥିବା ବେଳେ ତୁଳସୀ ସ୍ଵୟଂ ସହାୟକ ଗୋଷ୍ଠୀ ଜରିଆରେ ଚାଷୀ ଶାନ୍ତନୁ କୁମାର ସାହୁଙ୍କ ଠୁଁ ୧୫.୮,ରଘୁନାଥ ବାଗଙ୍କ ଠୁଁ ୧୮.୨୫,ଶ୍ରୀରାମ ବାଘ ଙ୍କ ଠୁଁ ୨୪.୪୪ କ୍ଵି ଣ୍ଟାଲ ଧାନ କ୍ରୟ କରାଯାଇ କାନ୍ୟକା ରାଇସ ମିଲ କୁ ପଠାଯାଇଛି । ଏହି ଧାନ କିଣା ପର୍ବ କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ  ଉଦ୍ଘାଟନ କରିଥିଲେ ।ଏହି ଅବସରରେ ଜିଲ୍ଲା ମୁଖ୍ୟ ଯୋଗାଣ  ଅଧିକାରୀ ସୁରେଶ ପାଣିଗ୍ରାହୀ , ବିନିକା ବିଡ଼ିଓ ବ୍ୟାସଦେବ ବେହେରା,ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ , ଏସିଏସଓ ତ୍ରିନାଥ ଭୋଇ , ଲଳିତ ପଟ୍ଟନାୟକ , ଜିଲ୍ଲା ମିସନ ଶକ୍ତି ଡି ପି ସି କାର୍ତ୍ତିକ  ନାଏକ , ଚାଷୀ ନେତା ସର୍ଜନ ପଣ୍ଡା ,ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା, ବିନିକା ପେକ୍ସ ସଂପାଦକ ପ୍ରଶାନ୍ତ କୁମାର ନାୟକ(ମିନୁ) ,  ଆରଏମସି କର୍ମଚାରୀ ଅଶୋକ ପାଣ୍ଡେ , ଶରତ ତ୍ରିପାଠୀ  ପ୍ରମୁଖ ଚାଷୀମାନେ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026

You Might Also Like