-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||     

HOME   ଜିଲ୍ଲା

ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ଉଦଯାପିତ  ମହୋତ୍ସବ କୁ ରାଜ୍ୟ ସ୍ତରୀୟ କରିବାକୁ ପ୍ରତିଶ୍ରୁତି

17-May-2022



ପାଟଣାଗଡ଼ (ରୁପେନ୍ଦ୍ର ମୁଣ୍ଡା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ପବିତ୍ର ପୁଣ୍ୟ କ୍ଷେତରେ ଆୟୋଜିତ   ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ସୋମବାର ଉଦଯାପିତ ହୋଇଯାଇଛି । ମନ୍ଦିର ପରିସରରେ ଆୟୋଜିତ ହୋମ ଯଜ୍ଞ ଅପରାହ୍ନ ରେ ପୂର୍ଣ୍ଣାହୁତି ହୋଇଥିଲା । ସେହିପରି ମନ୍ଦିରରେ ସ୍ଵତନ୍ତ୍ର ପୂର୍ଣ୍ଣିମା ଭୋଗ ଲାଗି କରାଯାଇଥିଲା । ସନ୍ଧ୍ୟାରେ ଆୟୋଜିତ ହରିଶଙ୍କର ମହୋତ୍ସବ ର ଉଦଯାପନି ଉତ୍ସବରେ ମୁଖ୍ୟ ଅତିଥି ରୁପେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଯୋଗଦେଇ ହରିଶଙ୍କର ନୃସିଂହନାଥ ଏବଂ ଗନ୍ଧମାର୍ଦ୍ଦନ ପାହାଡ଼ର ପୌରାଣିକ , ଐତିହାସିକ ଓ କିମ୍ବଦନ୍ତୀ ନେଇ ଅଲୋକପାତ କରିବାସହ ଏହି କ୍ଷେତ୍ରର ବିକାଶ କରିବା ପାଇଁ ରାଜ୍ୟ ସରକାରଙ୍କ ଅନୁଦାନ ସମ୍ପର୍କରେ କହିଥିଲେ । ପ୍ରବଳ ଜନସମାଗମ ଦେଖି ମହୋତ୍ସବ କୁ ରାଜ୍ୟ ସ୍ତରୀୟ କରିବା ପାଇଁ କହିଥିଲେ । ଉତ୍ସବରେ ସମ୍ମାନିତ ଅତିଥିଭାବେ  ବଲାଙ୍ଗିର ଆରକ୍ଷୀ ଅଧୀକ୍ଷକ ନିତିନ କୁସଲକର , ଡ଼ିଏଫଓ ନୀତିଶ କୁମାର ପ୍ରମୁଖ ଯୋଗଦେଇଥିଲେ ।ଉଦଯାପନୀ ଉତ୍ସବ ପାଟଣାଗଡ଼ ଉପଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀ ଅଧ୍ୟକ୍ଷତା କରିଥିବା ବେଳେ ଅଧ୍ୟାପକ ବଳଭଦ୍ର ଦାଶ ସଭା ସଂଯୋଜନା କରିଥିଲେ । ଦେବୋତ୍ତର କମିଟି ସଦଶ୍ୟ ଅଭୟ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ତିମ ସନ୍ଧ୍ୟାରେ ପ୍ରଥମ ମଞ୍ଚ ରେ ଓଡ଼ିଶୀ ନୃତ୍ୟ , ମାସମଲେଶ୍ବରୀ  ଲୋକ ସଂସ୍କୃତି ଗବେଷଣା କେନ୍ଦ୍ର ତୋରା ର ସାଂସ୍କୃତିକ ଦଳ ଓ ଦଣ୍ଡ ନୃତ୍ୟ ପରିବେଷିତ ହୋଇଥିଲା । ସେହିପରି ଯାତ୍ରା ପଡ଼ିଆ ରେ ଲୋକ କବି ପଦ୍ମଶ୍ରୀ ହଳଧର ନାଗଙ୍କ କବିତା ପାଠ , କଳାହାଣ୍ଡି ର ଘୁମୁରା ଓ ଦଣ୍ଡ ନୃତ୍ୟ ପରିବେଷିତ ହୋଇଥିଲା । ତିନିଦିନ ଧରି ଆୟୋଜିତ କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳା ସହ ଶେଷ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026

You Might Also Like