-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||     

HOME   ଜିଲ୍ଲା

ଓଜେୟୁ ପକ୍ଷରୁ ନାରଦ ଜୟନ୍ତୀ ପାଳିତ, ୩ ଜଣ ସାମ୍ବାଦିକଙ୍କୁ ନାରଦ ସମ୍ମାନ-୨୦୨୨ ପ୍ରଦାନ

18-May-2022



ସମ୍ବଲପୁର( ସଞ୍ଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ଓଡିଶା ସାମ୍ବାଦିକ ସଂଘ ( ଓଜେୟୁ) ସମ୍ବଲପୁର ଜିଲ୍ଲା ଶାଖା ପକ୍ଷରୁ କୁଚିଣ୍ଡା ଆଦିବାସୀ ଭବନରେ ବିଶ୍ୱ ବ୍ରାହ୍ମIଣ୍ଡ ଆଦ୍ୟ  ତଥା ଶ୍ରେଷ୍ଠ ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି I ଜିଲ୍ଲା ସଭାପତି ହିମାଂଶୁ ଶେଖର ମିଶ୍ର ଙ୍କ ସଭାପତିତ୍ୱ ଓ  ଉପଦେଷ୍ଟା ସୁବାଷ ଚନ୍ଦ୍ର ନାୟକଙ୍କ ପରିଚାଳିତ ଏହି ଉତ୍ସବରେ ସମ୍ବଲପୁର ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ କୁମଦିନି ନାୟକ ମୁଖ୍ୟ ଅତିଥି, ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାଜ କିଶୋର ମିଶ୍ର ମୁଖ୍ୟବକ୍ତା ଓ ପୂର୍ବତନ ବିଧାୟକ ବୃନ୍ଦାବନ ମାଝୀ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ପୁରାଣ କାଳରେ ଦେବାର୍ଷି ନାରଦ କେବେ ମିଥ୍ୟାର ଆଶ୍ରୟ ନେଇ ନ ଥିଲେ I ସମସ୍ତ ଅପବାଦ ମୁଣ୍ଡାଇ ମଧ୍ୟ ଧର୍ମ ଓ ସତ୍ୟ ପ୍ରତିଷ୍ଠା ପାଇଁ କାର୍ଯ୍ୟ କରିଥିଲେ I ଏବେକାର ସାମ୍ବାଦିକ ଏବେ ସତ୍ୟ ପ୍ରତିଷ୍ଠା କରିବାରେ ବହୁ ସମସ୍ୟା ଥିଲେ ଵି ଏହି ପଥକୁ ଅନୁସରଣ କରିବେ ବୋଲି ବକ୍ତାଗଣ ଆଶା ପ୍ରକାଶ କରିଥିଲେ I ଜିଲ୍ଲାର କାର୍ଯ୍ୟକାରୀ ସଭାପତି ରବୀଦ୍ର ପ୍ରସାଦ ଦାନୀ ସାମ୍ବାଦିକ ମାନଙ୍କ ସମସ୍ୟା ସମ୍ପର୍କରେ ସୂଚନା ଦେଇ ସମ୍ବାଦ ସଂଗ୍ରହରେ ପ୍ରଶାସନ ର ସହଯୋଗ, ଦରମା ଓ ପେନସନ ପାଇଁ ସଂଗ୍ରାମ କରିବାକୁ ଆହ୍ୱାନ ଦେଇଥିଲେ I ସାଧାରଣ ସମ୍ପାଦକ ସରୋଜ ସାହୁ ସଂଘର କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ଥିଲେ I କୁଚିଣ୍ଡା ଶାଖା ପକ୍ଷରୁ ପ୍ରଦୀପ କୁମାର ମହାକୁଡ଼ ପ୍ରାରମ୍ଭିକ ସୂଚନା ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ I ଏହି ଅବକାଶରେ ୩ ଜଣ ବରିଷ୍ଠ ସାମ୍ବାଦିକ ଯଥା  ବିରଞ୍ଚି

ନାରାୟଣ ଦର୍କା, ବୁଦ୍ଧଦେବ ମହାପାତ୍ର ଓ ସନ୍ତୋଷ ଶୁକ୍ଲାଙ୍କୁ ନାରଦ ସମ୍ମାନ-୨୦୨୨ ପ୍ରଦାନ ପୂର୍ବକ ଉପଢୌକନ, ପୁଷ୍ପଗୁଚ୍ଛ, ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା I ମାନପତ୍ର  ଗୁଡିକ ସାମ୍ବାଦିକ ରାଜା ଖାନ, ସରୋଜ ପଟ୍ଟନାୟକ ଓ ବିଜୁ ସାହୁ ପାଠ କରିଥିଲେ I ସମ୍ବର୍ଦ୍ଧିତ ପ୍ରତିଭା ଗଣ ମଧ୍ୟ ତାଙ୍କ ଅଭିମତ ପ୍ରଦାନ ସହ ସମ୍ମାନ ପ୍ରଦାନ କରିଥିବାରୁ କୃତଜ୍ଞତା ପ୍ରକାଶ କରିଥିଲେ I ଶେଷରେ ଡ଼ଃ ରାଜାରାମ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ I ଏହି ଅବସରରେ ଜିଲ୍ଲାର ବିଭିନ୍ନ ବ୍ଲକ ସାମ୍ବାଦିକ ମାନେ ଯୋଗଦାନ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026

You Might Also Like