-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||     

HOME   ଜିଲ୍ଲା

ମଦ ବିକ୍ରି ବନ୍ଦ କୁ ନେଇ ଟିଟିଲାଗଡ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

18-May-2022



ଟିଟିଲାଗଡ ବ୍ଲକ ଶିହିନୀ ଗାଁ ରେ ପ୍ରବଳ ମାତ୍ରାରେ ମଦ ବିକ୍ରି ହେଉଥିବାରୁ ଏହାକୁ ବିରୋଧ କରିଛନ୍ତି ସ୍ଥାନୀୟ ଲୋକେ । ଶିହିନୀ ଗାଁ ରେ କିଛି କୁଚିଆ ମଦ ବ୍ୟବସାୟୀ ପ୍ରବଳ ମାତ୍ରା ରେ ମଦ ବିକ୍ରି କରୁଥିବାରୁ ଗାଁ ର ପରିବେଶ ନଷ୍ଟ ହେଉଛି ଓ ବୁଢା ଠୁ ଆରମ୍ଭ କରି ଛୋଟ ଛୋଟ ଛୁଆ ମାନେ ମଧ୍ୟ ମଦ ପିଇବା ଆରମ୍ଭ କରି ଦେଇଛନ୍ତି ବୋଲି ଅଭିଯୋଗ ହେଉଛି । ଶିହିନୀ ଗାଁ ର ଅଧିକାଂଶ ଲୋକେ କୁଲି ମଜୁରିଆ ହୋଇଥିବାରୁ ସହର କୁ କାମ ଧନ୍ଦା ପାଇଁ ଆସିଥାନ୍ତି ଓ ଯାହା କିଛି ରୋଜଗାର କରୁଛନ୍ତି ତାହା ମଦ ପିଇ ଖର୍ଚ୍ଚ କରିଦେଉଛନ୍ତି ଯାହା ଦ୍ବାରା ପରିବାର ଚଳାଇବାରେ ଭାରି କଷ୍ଟ ହେଉଛି , ଅନ୍ୟ ପଟେ ମଦ ବ୍ୟବସାୟୀ ଗାଁ ରେ କୁଚିଆ ବ୍ୟବସାୟୀ ଙ୍କୁ ପ୍ରୋତ୍ସାହିତ କରି ନିଜ ବ୍ୟବସାୟ ଜାରି ରଖିଛି ଯାହା ଦ୍ବାରା ବର୍ତ୍ତମାନ ଗାଁ ରେ ଘରେ ଘରେ କୁଚିଆ ମଦ ବ୍ୟବସାୟ ଚାଲୁ ରହିଛି । ଗାଁ ରେ ମଦ ବିକ୍ରି ବନ୍ଦ କରିବା ସହିତ କୁଚିଆ ବ୍ୟବସାୟୀଙ୍କୁ ଆୟତ୍ତ କରିବା ଦାବି ରେ ଆଜି ଶିହିନୀ ଗାଁ ର ସରପଞ୍ଚ ବିରବର ସାହୁ ଙ୍କ ସମେତ ଶତାଧିକ ପୁରୁଷ ଓ ମହିଳା ସ୍ବୟଂସହାୟକ ଗୋଷ୍ଠୀର ମାଁ ଗୌରୀ, ମମତା, ଶୀଖା, ବୀଣାପାଣି , ଘଣ୍ଟାସୁନୀ , ଇନ୍ଦିରା ନାରୀ ସଂଘ, ମାଁ ସିନ୍ଦୁରି , ମାଁ ଦୁର୍ଗା , ମାଁ ଧନଲକ୍ଷ୍ମି, ଡଙ୍ଗରବୁଢା, ସନ୍ତୋଷୀ, ଜାଗୃତି ସ୍ବୟଂସହାୟକ ଗୋଷ୍ଠୀ ଏମିତି ୩୫ ଟି ମହିଲା ସ୍ବୟଂସହାୟକ ଗୋଷ୍ଠୀ ର ମହିଳା ଟିଟିଲାଗଡ ଉପଜିଲ୍ଲାପାଳ ଙ୍କ କାର୍ୟାଳୟ ସମ୍ମୁଖରେ ଧାରଣ ଦେବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ଓ ଏ ସମ୍ପର୍କରେ ଟିଟିଲାଗଡ ଉପଜିଲ୍ଲାପାଳ ଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଥିଲେ । ଉପଜିଲ୍ଲାପାଳ ଏ ସମ୍ପର୍କରେ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026

You Might Also Like