-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||     

HOME   ଜିଲ୍ଲା

ବିନିକାରେ ସନ୍ଥକବି ଭୀମଭୋଇଙ୍କ ଜୟନ୍ତୀ ପାଳିତ

18-May-2022



ବିନିକା(ହିମାଂଶୁ ଶେଖର ପୁଟେଳ) ବିନିକା ଭୀମଭୋଇ ଜୟନ୍ତୀ କମିଟି ତରଫରୁ ପ୍ରଥମ କରି ସ୍ଥାନୀୟ ଟାଉନହଲ ଠାରେ ୧୭୩ ତମ ଭୀମଭୋଇଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।ପ୍ରାରମ୍ଭରେ ଯୋରନ୍ଦା ଗାଦି ବାବା ସୁରେନ୍ଦ୍ର ଦାସଙ୍କ ନେତୃତ୍ୱରେ ବହୁ ସନ୍ଥ ଯୋଗଦେଇ ଘୃତାଆହୁତି ଦେଇଥିଲେ । ଏଥିରେ ବହୁ ମହିମା ଧର୍ମାବଲମ୍ବୀ ଭକ୍ତମାନେ ସାମିଲ ହୋଇ ସନ୍ଥକବିଙ୍କ ଗୁଣଗାନ କରିଥିଲେ ।ପରେ ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଟିତ ଜୟନ୍ତୀ ଉତ୍ସବରେ ସମାଜସେବୀ ତଥା ଭୀମଭୋଇଙ୍କ ବାର୍ତାବାହକ ଗୋରେଖନାଥ ସାହୁ ମୁଖ୍ୟଅତିଥି,ଶିକ୍ଷକ ରାଜମନି ସାହୁ ମୁଖ୍ୟବକ୍ତା,ପ୍ରଧାନ ଶିକ୍ଷକ ନୀଳାଚଳ ମେହେର,କମିଟି ସଭାପତି ସୁନ୍ଦରମଣି ମେହେର,ପ୍ରାଧ୍ୟାପିକା ମୀନା ମହାରଣା,ଏନଏସି ଉପାଧ୍ୟକ୍ଷା ତପସ୍ୱିନୀ ମେହେର,ପ୍ରକାଶ ଅଗ୍ରୱାଲ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଅତିଥି ମାନେ ଭୀମଭୋଇଙ୍କ କର୍ମମୟ ଜୀବନୀ ଉପରେ ଆଲୋକପାତ କରିଥିବା ବେଳେ କମିଟି ଉପ ସଭାପତି ତଥା ଆୟାେୟକ ରାମଗୋପାଳ ବାଘ ବିନିକାରେ ଭୀମଭୋଇଙ୍କ ପ୍ରତିମୂର୍ତ୍ତି ସ୍ଥାପନ,କଲ୍ୟାଣ ମଣ୍ଡପ ନିର୍ମାଣ, ଖଦାଳପଡ଼ା ଛକକୁ ଭୀମଭୋଇଙ୍କ ନାମରେ ନାମିତ

ଆଦି ଦାବି ଉପସ୍ଥାପନ କରିଥିଲେ ।ସଭା ପ୍ରାରମ୍ଭରେ କମିଟି ସମ୍ପାଦକ କ୍ଷୀର ସାଗର ବିଭାର ସ୍ଵାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶେଷରେ ମୋହନ ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।ଏହି ଅବସରରେ ଭଜନ ସମାରୋହ ଅନୁଷ୍ଟିତ ହୋଇଥିଲା ।କାର୍ଯ୍ୟକ୍ରମ ପରିଚାଳନାରେ କମିଟିର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026

You Might Also Like