-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ଝାଡ଼ ତୋଫାନ ଯୋଗୁଁ ଆଗଲପୁର ଅ଼ଞ୍ଚଳରେ ବ୍ୟାପକ କ୍ଷୟକ୍ଷତି

18-May-2022



ଲୋଇସିଂହା/ଆଗଲପୁର(ବିନୋଦ କୁମାର ଦୀପ) ଗତ ରାତିରେ ଆଗଲପୁର ବ୍ଲକ ଆଗଲପୁର ଠାରେ ପ୍ରବଳ  ଝଡତୋଫାନ ଓ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି l କାହାର ଛପର ଉଡ଼ିଯାଇଛି ତ କାହାର ଆଜବେଷ୍ଟ ଉଡ଼ିଯାଇଛି ତ କେଉଁଠି ବଡ଼ ବଡ଼ ଗଛ ସବୁ ଉପୁଡ଼ି ପଡ଼ିଛି ତ କେଉଁଠି ରାସ୍ତା ଉପରେ ଗଛ ପଡ଼ି ଯାତାୟାତ ଠପ୍ ହୋଇ ଯାଇଛି l କେତେକ ସ୍ଥାନରେ ଲାଇନ ଖୁଣ୍ଟ ପଡ଼ି ଯାଇଥିବା ଦେଖିବାକୁ ମିଳିଛି l ଏଇ ଚିତ୍ର ଦେଖନ୍ତୁ କିପରି ବିଦ୍ୟୁତ୍

ତାର ଉପରେ ଆଜବେଷ୍ଟସ ଝୁଲିରହିଛି l ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକରେ l ବିଶେଷ କରି ଆଗଲପୁର ଅଞ୍ଚଳରେ ବେଶି କ୍ଷୟକ୍ଷତି ହୋଇଛି l ଗତ ରାତିରେ ଏ ଅଞ୍ଚଳରେ ବିଦ୍ୟୁତ୍ ବିଚ୍ଛିନ୍ନ ହୋଇପଡିଛି l ଦୁଃଖର ବିଷୟ ଏହା ଯେ ଲୋକମାନଙ୍କ ଉପରେ  ଛପର ତଥା

ଆଜବେଷ୍ଟସ ପଡ଼ି ଲୋକମାନେ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତି ହୋଇଛନ୍ତି l ସରକାର ତୁରନ୍ତ ଏ ବିଷୟ ପ୍ରତି ଗୁରୁତ୍ୱ ସହ ପଦକ୍ଷେପ ନେଇ ଲୋକ ମାନଙ୍କୁ ଉଚିତ୍ ସାହାଯ୍ୟ ପାଇଁ ଦାବି କରିଛନ୍ତି l ଏ ବାବଦରେ ଆଗଲପୁର ତହସିଲଦାର ଅଫିସକୁ ଫୋନ ଯୋଗେ ଯୋଗାଯୋଗ କରାଯାଇଥିଲା ହେଲେ ସେ ଏ ବିଷୟରେ ସମସ୍ତ ଆର ଆଇ ମାନଙ୍କୁ ଜଣାଇ ଦିଆଯାଇଛି ବୋଲି ସ୍ପଷ୍ଟୀକରଣ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like