-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜୀବନଶୈଳୀ

*ଆଜି ମନେ ପଡନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଡ. ହରେକୃଷ୍ଣ ମହତାବ

21-Nov-2020



ଭୁବନେଶ୍ବର, (ପ୍ରେରଣା ଖବର) - ନବ ଉତ୍କଳର ନିର୍ମାତା ହରେକୃଷ୍ଣ ମହତାବ(ଜନ୍ମ: ୨୧ ନଭେମ୍ବର୍‌ ୧୮୯୯; ମୃତ୍ୟୁ: ୨ ଜାନୁଆରି ୧୯୮୭) ‘ଉତ୍କଳ କେଶରୀ’ ଭାବେ ସୁପରିଚିତ। ତାଙ୍କ ମାତା ଥିଲେ ଅଗରପଡ଼ା ଜମିଦାରଙ୍କ କନ୍ୟା। ଅଜା ଜଗନ୍ନାଥ ମହତାବ ଶୈଶବରେ ହରେକୃଷ୍ଣଙ୍କୁ ପୋଷ୍ୟପୁତ୍ର କରିନେଇଥିଲେ। ପିଲାଦିନରୁ ସେ ଥିଲେ ପଠନପ୍ରିୟ। ଉଚ୍ଚ ଶିକ୍ଷା ଲାଭ କରିବା ତାଙ୍କର ଲକ୍ଷ୍ୟ ଥିଲା। ପରିବାରର ଗୁରୁଜନମାନେ ଚାହୁଁଥିଲେ ସେ ପଢ଼ାରେ ଅଯଥା ସମୟ ନଷ୍ଟ ନ କରି ଜମିଦାରି ସମ୍ଭାଳନ୍ତୁ। ହେଲେ ସାମାନ୍ୟ ଇ˚ଲିସ୍‌ ପଢ଼ା ଜମିଦାର ଭାବେ ସାରା ଜୀବନ କାଟିବାକୁ ସେ ଚାହୁଁ ନ ଥିଲେ। ତେଣୁ, ବିରୋଧ ସତ୍ତ୍ବେ ସେ ଉଚ୍ଚ ଶିକ୍ଷା ପାଇଁ ‘ରେଭେନ୍‌ସା କଲେଜ୍‌’ରେ ନାମ ଲେଖାଇଥିଲେ। ଏହି ସମୟରେ ଉତ୍କଳ ଗୌରବ ମଧୁସୂଦନ ଓ ଉତ୍କଳମଣି ଗୋପବନ୍ଧୁଙ୍କ ସ˚ସ୍ପର୍ଶରେ ଆସି ସ୍ବାଧୀନତା ସ˚ଗ୍ରାମରେ ଯୋଗଦେଇଥିଲେ। ଉଚ୍ଚ ଶିକ୍ଷା, ରାଜନୀତିରେ ଯୋଗଦାନ ଆଦି ତାଙ୍କର ବିବାହ ପରର କଥା। ହରେକୃଷ୍ଣ ପଢ଼ା ସହ ସ˚ଗୀତରେ ବିଶେଷ ରୁଚି ରଖିଥିଲେ। ବିଧିବଦ୍ଧ ଭାବେ ସ˚ଗୀତ ଶିକ୍ଷା କରିଥିଲେ। ବ˚ଶୀ ଓ ହାରମୋନିଅମ ବାଦନରେ ପାରଙ୍ଗମ ଥିଲେ। ସେ ଓଡ଼ିଶାର ଶେଷ ପ୍ରଧାନ ମନ୍ତ୍ରୀ ଓ ପ୍ରଥମ ମୁଖ୍ୟ ମନ୍ତ୍ରୀ। ତାଙ୍କ ଶାସନ କାଳରେ ଓଡ଼ିଶା ଟେକ୍‌ସଟାଇଲ୍‌ ମିଲ୍‌ ସ୍ଥାପିତ ହୋଇଥିଲା। କଟକ ବଦଳରେ ଭୁବନେଶ୍ବରକୁ ରାଜଧାନୀ କରିବା ଥିଲା ତାଙ୍କର ଯୋଜନା। ହୀରାକୁଦ ବନ୍ଧ ଓ କଟକରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପ୍ରତିଷ୍ଠା ମଧୢ ହରେକୃଷ୍ଣଙ୍କ ଅବଦାନ। ସେ କ˚ଗ୍ରେସ୍‌ ରାଜନୀତି ସହ ସ˚ପୃକ୍ତ ଥିଲେ ହେଁ ଥରେ ଦଳ ଛାଡ଼ି ନୂଆ ଦଳ(ଜନକ˚ଗ୍ରେସ୍‌) ଗଠନ କରିଥିଲେ ଏବ˚ ଥରେ ବହିଷ୍କୃତ(ନନ୍ଦିନୀ ଶତପଥୀଙ୍କ ଶାସନ କାଳରେ) ହୋଇଥିଲେ। ଜରୁରିକାଳୀନ ପରିସ୍ଥିତି ବେଳେ ଗିରଫ ହୋଇ କିଛି କାଳ କାରାଗାରରେ ଅଟକ ଥିଲେ। ସେ ଥିଲେ ଏକଧାରରେ ଐତିହାସିକ, ପ୍ରାବନ୍ଧିକ, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ କବି। ‘ପ୍ରତିଭା’, ‘ଅବ୍ୟାପାର’, ‘ଟାଉଟର’ ଆଦି ତାଙ୍କର ଉଲ୍ଲେଖନୀୟ କୃତି। ‘ସାଧନାର ପଥେ’ ତାଙ୍କର ଆତ୍ମଚରିତ। ଉତ୍କଳମଣି ଗୋପବନ୍ଧୁଙ୍କ ପରି ସାମ୍ବାଦିକତାକୁ ସେ ଜୀବନର ଏକ ଅପରିହାର୍ଯ୍ୟ ଅଙ୍ଗ ରୂପେ ଗ୍ରହଣ କରିଥିଲେ। ଏଥି ପାଇଁ ପ୍ରତିଷ୍ଠା କରିଥିଲେ ‘ପ୍ରଜାତନ୍ତ୍ର’। ନିଜର ଖବରକାଗଜରେ ଗ୍ରାମବାସୀଙ୍କ ସମସ୍ୟା ବିଷୟରେ ଆଲୋଚନା ପାଇଁ ସୃଷ୍ଟି କରିଥିଲେ ‘ଗଁା ମଜଲିସ’ ବିଭାଗ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ