-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||     

HOME   ଜିଲ୍ଲା

ଜଗତସିଂହପୁର ଉପ-ମଣ୍ଡଳ ତରଫରୁ ରହଡିଙ୍ଗା ପଞ୍ଚାୟତ କାର୍ଯ୍ୟାଳୟରେ ଡାକମେଳା ସହିତ ନୂତନ ସହକାରୀ ଡାକ ଅଧିକ୍ଷକଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

18-May-2022



ଜଗତସିଂହପୁର(ପ୍ରେରଣା ଖବର) ଗତକାଲି   ରହଡିଙ୍ଗା ପଞ୍ଚାୟତ ଗୃହରେ କଟକ ଦକ୍ଷିଣ ଡାକମଣ୍ଡଳ ଅଧୀନରେ ଥିବା ଜଗତସିଂହପୁର ଉପ-ମଣ୍ଡଳ ପକ୍ଷରୁ ଏକ ଡାକମେଳା ସହିତ ସ୍ୱାଗତ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା। ଏହି ମେଳାରେ ସଅଁରା ପୋଷ୍ଟମାଷ୍ଟର ଶରତ ଚନ୍ଦ୍ର ସ୍ୱାଇଁ ସ୍ଵାଗତ ଅଭିଭାଷଣ ଏବଂ ଅତିଥି ପରିଚୟ ଦେଇଥିଲେ । ଏହି ସଭାରେ ମୁଖ୍ୟ ଅତିଥି ଭାବରେ ରହଡିଙ୍ଗା ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ଅମିତା ଖୁଣ୍ଟିଆ,ମୁଖ୍ୟ ବକ୍ତା ଭାବେ କଟକ ଦକ୍ଷିଣ ଡାକମଣ୍ଡଳର ଡାକ ଅଧିକ୍ଷକ ଶ୍ରୀଯୁକ୍ତ ଗଜେନ୍ଦ୍ର ପ୍ରସାଦ କର, ସମ୍ମାନନୀୟ ଅତିଥି ଭାବରେ କଟକ ଦକ୍ଷିଣମଣ୍ଡଳର ସହକାରୀ ଡାକ ଅଧିକ୍ଷକ ଶ୍ରୀଯୁକ୍ତ ଦିବ୍ୟସିଂହ ତ୍ରିପାଠୀ(ମୁଖ୍ୟାଳୟ),ବିଶିଷ୍ଟ ସମାଜସେବି ଶ୍ରୀଯୁକ୍ତ ନିରାକାର ଖୁଣ୍ଟିଆ, ରିଟାୟାର୍ଡ଼ SBI ମ୍ୟାନେଜର କୈଳାଶ ଚନ୍ଦ୍ର ଖୁଣ୍ଟିଆ, ରାହାଡିଙ୍ଗା ପଞ୍ଚାୟତର ନୋମିନି ସଦସ୍ୟ ଶ୍ରୀଯୁକ୍ତ ରଞ୍ଜନ ସ୍ୱାଇଁ ଏବଂ ସମ୍ମାନନୀୟ ବକ୍ତା ଭାବେ ଜଗତସିଂହପୁର ଉପ ମଣ୍ଡଳରେ ସହକାରୀ ଡାକ ଅଧିକ୍ଷକ ଶ୍ରୀଯୁକ୍ତ ବ୍ରଜେନ୍ଦ୍ର ହେମରମ୍ ମହୋଦୟ ଯୋଗଦେବା ସହିତ ମେଳାରେ ଉପସ୍ଥିତ ଥିବା ରାହାଡିଙ୍ଗା ପଞ୍ଚାୟତର ସମସ୍ତ ୱାର୍ଡମେମ୍ବର,ଅଙ୍ଗନବାଡି କର୍ମଚାରୀ, ଆଶା ଦିଦି,ମା ଚାତଖାଇ ଓ ମା ଶକ୍ତି ସ୍ୱୟଂସହାୟକ ଗୋଷ୍ଠୀର କର୍ମଚାରୀ ସହିତ ରାହାଡିଙ୍ଗା ପଞ୍ଚାୟତର ସମସ୍ତ ଗ୍ରାମବାସୀମାନଙ୍କୁ ଡାକଘରେ ଉପଲବ୍ଧ ହେଉଥିବା ବିଭିନ୍ନ ଯୋଜନା ଯେପରକି ସଞ୍ଚୟ ଜମା,ସୁକନ୍ୟା,ଆର୍ଡି, ଫିକ୍ସ, ସିନିଅର ସିଟୀଜେନ,ନ୍ୟାସନାଲ ଶେଭିଂ ସାର୍ଟିଫିକେଟ, RPLI, PLI,IPPB,AEPS,ଆଧାର କାର୍ଡ,ପାନ କାର୍ଡ, ଟ୍ରେନ ଟିକଟ ଆଦି ଯୋଜନାର ସୁଫଳ ବିଷୟରେ ଅବଗତ କରାଇଥିଲେ । ମୁଖ୍ୟ ବକ୍ତା ଶ୍ରୀଯୁକ୍ତ କର ଜଗତସିଂହପୁର ଉପ-ମଣ୍ଡଳରେ ନୂତନ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ସହକାରୀ ଡାକ ଅଧିକ୍ଷକ ଶ୍ରୀଯୁକ୍ତ ବ୍ରଜେନ୍ଦ୍ର ହେମରମ୍ ଙ୍କୁ  ପୁଷ୍ପଗୁଚ୍ଛ ଓ  ଉତ୍ତରୀୟ ଦ୍ୱାରା ସ୍ୱାଗତ ଜଣାଇଥିଲେ | ଏହି ମେଳାରେ ଏକ ଡାକ କ୍ୟାମ୍ପର ଆୟୋଜନ କରାଯାଇଥିଲା ଯେଉଁଥିରେକି ୧୦୭ ଟି

ଆଧାର(ନୂତନ ଓ ସଂଶୋଧନ) ,୫୨ ଟି ନୂତନ ସଞ୍ଚୟ ଖାତା ଓ ୩୧ ଟି ଗଙ୍ଗାଜଳ ବିକ୍ରି ହୋଇଥିଲା | ପୋଷ୍ଟଅଫିସରେ ଉପଲବ୍ଧ ସମସ୍ତ ଯୋଜନା କିପରି ପ୍ରତେକ ଗାଁର ଗଳି କନ୍ଦିରେ ଓ ଘରେ ଘରେ ପ୍ରତେକ ବ୍ୟକ୍ତିମାନଙ୍କ ପାଖରେ ଅତି ସହଜରେ ପହଞ୍ଚି ପାରିବା ସହିତ ଏହାର ସୁବିଧା ଯେପରି ଅତି ସହଜରେ ମିଳିପାରିବ ଏହାହିଁ ଏହି ଡାକମେଳାର ମୂଳ ଉଦେଶ୍ୟ ବୋଲି ମୁଖ୍ୟ ବକ୍ତା ଶ୍ରୀଯୁକ୍ତ କର କହିଥିଲେ । ସମ୍ମାନନୀୟ ଅତିଥି ଶ୍ରୀଯୁକ୍ତ କୈଳାଶ ଚନ୍ଦ୍ର ମଲ୍ଲିକ ସମସ୍ତେ ଡାକବୀମା କରିବା ସହ ଡାକଘରେ ସଞ୍ଚୟ ଖାତା ଖୋଲି ନିଶ୍ଚିତ ରହିବା ସହ ଭାରତ ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗ ନେବାକୁ କହି ନିଜ ଅଭିଜ୍ଞତାକୁ ଅତି ସୁନ୍ଦର ଭାବରେ ବ୍ୟକ୍ତ କରିଥିଲେ । ଓଭରସିଅର ଶ୍ରୀଯୁକ୍ତ ମନମଥ ରାମ,ନାଲିବର ଉପଡାକଘର ପୋଷ୍ଟମାଷ୍ଟର ଭଗବାନ ବରିହା ଓ ତାର ଅଧିନସ୍ଥ ସମସ୍ତ ଶାଖା ଡାକଘର ମାନଙ୍କର ସମସ୍ତ କର୍ମଚାରୀବୃନ୍ଦ ଉପସ୍ଥିତ ରହି ଏହି ମେଳା ଓ କ୍ୟାମ୍ପକୁ ଆୟୋଜନ କରିବାରେ ସଫଳ ହୋଇଥିଲେ । ଶେଷରେ ରାହାଡିଙ୍ଗା ପୋଷ୍ଟ ଅଫିସର ପୋଷ୍ଟମାଷ୍ଟର ରାଜେଶ ଦଳେଇ ଧନ୍ୟବାଦ ଅର୍ପଣ କରି ସଭାକୁ ସାଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026

You Might Also Like