-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||      ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା    (11-Jul-2026)       ||      ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   (11-Jul-2026)       ||      ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   (11-Jul-2026)       ||      ସିନାପାଲିରେ ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଚଢ଼ଉ ୪ ଲାଇସେନ୍ସ ରଦ୍ଦ, ୨ ନିଲମ୍ବିତ   (11-Jul-2026)       ||      ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା    (11-Jul-2026)       ||      ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ ଜଂଗଲରୁ ରଥ ନିର୍ମାଣ ପାଇଁ ପୁରୀ ଗଲା କାଠ

18-May-2022



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ଏଥର ପୁରୀ ରଥ ନିର୍ମାଣ ସକାଶେ ପ୍ରଥମ ଥର ପାଇଁ ପଶ୍ଚିମ ଓଡ଼ିଶାର ରେଢ଼ାଖୋଲ ବନଖଣ୍ଡରୁ ୬୦ ଖଣ୍ଡ ଧ‌ଉରା କାଠ ଶ୍ରୀକ୍ଷେତ୍ର ପୁରୀକୁ ପଠାଗଲା । ଚଳିତ ଥର ରଥ ନିର୍ମାଣରେ ଧ‌ଉରା

କାଠ ନିଅଣ୍ଟ ପଡିବାରୁ ବିଭାଗୀୟ ସ୍ତରରେ ଚିଠି ଆସିଥିଲା । ରେଢ଼ାଖୋଲ ବନବିଭାଗ ପ୍ରଥମେ ୯୦ ଟି ଗଛ ଏହି ଡିଭିଜନର ଚାରମାଳ ଓ ବଡ଼ମାଳ ରେଞ୍ଜରୁ ଚିହ୍ନଟ କରିଥିଲେ କିନ୍ତୁ ରେଢ଼ାଖୋଲ ରେଞ୍ଜର ବୁର୍ଡା ପଞ୍ଚାୟତ ବନ୍ତଲୋଇ ଗାଁ ପାଖ ଲଣ୍ଡାକୋଟ ସଂରକ୍ଷିତ ଜଙ୍ଗଲରୁ ଗୋଟିଏ ସ୍ଥାନରୁ ହିଁ ଗଛ ମିଳିଥିଲା । ୩୦ ଟି ଗଛରୁ ୬୦ ଖଣ୍ଡ ଧ‌ଉରା କାଠ ଯାହା ୧୨ ଫୁଟ ଲମ୍ବ , ୩ ଫୁଟ ଗୋଲେଇରେ ଏହି ୬୦ ଖଣ୍ଡ କାଠକୁ

ପୂଜାର୍ଚ୍ଚନା କରାଯାଇ, ଭଜନ କୀର୍ତ୍ତନ କରି ଜୟ ଜଗନ୍ନାଥ ଡାକରେ ହୁଳହୁଳି ଦେଇ ଗ୍ରାମବାସୀ ଓ ବନବିଭାଗ କର୍ମଚାରୀ ମାନେ କାଠ ଟ୍ରକକୁ ଫୁଲ, ବାନା , ନୂଆ କନା ଦେଇ ଜଗନ୍ନାଥ ଧାମ ପୁରୀକୁ ପଠାଇଥିଲେ । ରାସ୍ତା ସାରା ଗାଁ ଲୋକେ ପୂଜା କରିଥିଲେ । ଏପରି ଏକ ମୁହୂର୍ତ୍ତରେ ସାମିଲ ହୋଇ ନିଜକୁ ସମସ୍ତେ ଭାଗ୍ୟବାନ ମନେ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   12-Jul-2026
  ଜିଲ୍ଲା  
ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   11-Jul-2026
  ଜିଲ୍ଲା  
*ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   11-Jul-2026
  ଜିଲ୍ଲା  
ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   11-Jul-2026
  ଜିଲ୍ଲା  
ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା   11-Jul-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   11-Jul-2026
  ରାଜ୍ୟ  
ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   11-Jul-2026
  ଜିଲ୍ଲା  
ସିନାପାଲିରେ ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଚଢ଼ଉ ୪ ଲାଇସେନ୍ସ ରଦ୍ଦ, ୨ ନିଲମ୍ବିତ   11-Jul-2026
  ଜିଲ୍ଲା  
ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା   11-Jul-2026
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026

You Might Also Like