-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ମନୋରଞ୍ଜନ

କଞ୍ଚାଲଙ୍କା ଓଟିଟି ପ୍ଲାଟଫର୍ମ ରେ ନୂଆ ଓ୍ବେବ ସିରିଜ୍ "ସୁପାରୀ"

19-May-2022



ସ୍ତ୍ରୀଙ୍କୁ ଜନ୍ମଦିନରେ ସରପ୍ରାଇଜ୍ ଦେବା ପାଇଁ ସ୍ବତନ୍ତ୍ର ଉପହାର ସହ ଅଫିସରୁ ଶୀଘ୍ର ଘରକୁ ଫେରନ୍ତି  ସିଦ୍ଧାର୍ଥ । ଆଉ ଯେତେବେଳେ ସିଦ୍ଧାର୍ଥ ଘରକୁ ଫେରି ଦେଖେ ଆଶ୍ଚର୍ଯ୍ୟ ହେଇଯାଏ ଓ ତା ପାଦତଳୁ ଯେମିତି ମାଟି ଖସିପଡ଼େ ।  ଏମିତି କ'ଣ ଦେଖିଲା ସିଦ୍ଧାର୍ଥ??

 ଯଦି ଜାଣିବାକୁ ଚାହୁଁଛନ୍ତି  ତାହାହେଲେ  ଦେଖନ୍ତୁ "ସୁପାରୀ" ।  
ସୁପରିଚିତ ତଥା ଲୋକପ୍ରିୟ ଫିଲ୍ମ ପ୍ରଯୋଜନା ସଂସ୍ଥା ‘କଞ୍ଚାଲଙ୍କା’ର ଆଗାମୀ ଆକର୍ଷଣ ସର୍ଟଫିଲ୍ମ ‘ସୁପାରୀ’ ଏହାର ପ୍ରଯୋଜକ ପ୍ରକାଶ ପ୍ରହରାଜ ଥିବାବେଳେ ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ରାଜା ଡି । କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଛନ୍ତି ଶୁଦ୍ଧାରାଗ ବାନାର୍ଜୀ। ସେହିପରି ଏହାର ସଂଳାପ ଲେଖିଛନ୍ତି ନିଶାନ୍ତ ମାଜିଥିଆ ଏବଂ ବିଭିନ୍ନ ଭୂମିକାରେ ଅଛନ୍ତି ତୁଷାର , ଶୁଭାଙ୍ଗୀ ଓ ସୌରଭ । ଏହାର କ୍ରିଏଟିଭ ହେଡ ଅଛନ୍ତି ଭାଗ୍ୟଧର ପାଣି ଓ ମିଡ଼ିଆ ପ୍ଲାନର ଅଛନ୍ତି ପ୍ରଣୟ ଜେଠୀ। ‘କଞ୍ଚାଲଙ୍କା’ ସବୁବେଳେ ଦର୍ଶକଙ୍କ ଚାହିଦାକୁ ନେଇ ଫିଲ୍ମ ନିର୍ମାଣ କରି ଆସୁଛି । ଏଥିପାଇଁ ଏହା ସମସ୍ତଙ୍କର ପ୍ରିୟ ପାଲଟିଛି । "କଞ୍ଚାଲଙ୍କା" ପକ୍ଷରୁ ପୂର୍ବରୁ ରଙ୍ଗୀଲା,ବ୍ରେକ ଅପ୍ ଲଭ୍,ଟ୍ରୁଲି  ୟୁଅର୍ସ , ସରକାରୀ ବର,ଟାଉଟର୍ ପ୍ରୋ ପ୍ରମୁଖ ଦର୍ଶକମାନଙ୍କ ଦ୍ଵାରା ଆଦୃତ ହୋଇସାରିଛି। ଏହି କ୍ରମରେ ଭିନ୍ନ ସ୍ବାଦର ସର୍ଟ ଫିଲ୍ମ ‘ସୁପାରୀ’ ଦର୍ଶକଙ୍କୁ ନିଶ୍ଚୟ ଆକର୍ଷିତ କରିବ ବୋଲି 
ନିର୍ମାଣକାରୀ ସଂସ୍ଥା ଓ ଫିଲ୍ମର କ୍ରିଉମେମ୍ବର ଆଶା ରଖିଛନ୍ତି ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm