-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ଜିଲ୍ଲା

ବିନିକାରେ ମଡେଲ ବସଷ୍ଟାଣ୍ଡ ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ଆରମ୍ଭ

19-May-2022



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ରେ ଥିବା ବସଷ୍ଟାଣ୍ଡ କୁ ଅତ୍ୟାଧୁନିକ କରଣ ଅର୍ଥାତ ମଡେଲ ବସଷ୍ଟାଣ୍ଡ ନିର୍ମାଣ ସକାଶେ ଗତକାଲିଠାରୁ ପ୍ରଶାସନ ତରଫରୁ ଜବରଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି । ସୂଚନା ଯୋଗ୍ୟ ଯେ ଗତବର୍ଷ ଠାରୁ ରାଜ୍ୟସରକାରଙ୍କ ତରଫରୁ  Iବିନିକା ବସଷ୍ଟାଣ୍ଡକୁ ମଡେଲ ବସଷ୍ଟାଣ୍ଡ ରେ ପରିଣତ କରିବା ପାଇଁ ଅନୁଦାନ ଯୋଗାଇ ଦିଆଯାଇ ବିଭିନ୍ନ ସମୟରେ ସର୍ଭେ କରାଯାଇଥିଲା ସେଥିପାଇଁ ବିଜ୍ଞାପିତ ପରିଷଦ ତରଫରୁ ମଧ୍ୟ ଏହି ପରିସର ଭିତରେ ଥିବା ଜବରଦଖଲ କାରିଙ୍କୁ ନିଜ ନିଜର ସ୍ଥାନ ରୁ ହଟି ଯିବାକୁ ନୋଟିସ୍ ଜାରି ହୋଇଥିଲା ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ କରାଯାଇଥିବା ବେଳେ ଆଜି ପ୍ରଥମ ଦିନରେ ଜେସିବି ମେସିନ ସହାୟତାରେ ପ୍ରାୟ ୪ଟି ଷ୍ଟଲ୍ ଓ ୨ଟି ବେସରକାରୀ ଘର ଭଙ୍ଗା ଯାଇଛି ।ତେବେ ସର୍ବମୋଟ ୨୬ଟି ଘର,ବେସରକାରୀ ୪ଟି ଷ୍ଟଲ ଓ ଏନଏସିର ୧୯ଗୋଟି ଷ୍ଟଲ ଭଙ୍ଗା ଯିବ ବୋଲି ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀରଥ ସୂଚନା ଦେଇଛନ୍ତି । ଜବରଦଖଲ ଉଚ୍ଛେଦ ବେଳେ ମାଜିଷ୍ଟ୍ରେଟ ଦାୟିତ୍ୱରେ ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ,ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକୁମର ରଥ,ଏସଡିପିଓ ପୁଷ୍ପାଞ୍ଜଳି ନୀଙ୍ଗି,ବିନିକା ଥାନା ଅଧିକାରୀ ପବିତ୍ର ସାହୁଙ୍କ ସମେତ ପରିଷଦ କର୍ମଚାରୀ,ପୋଲିସ ବାହିନୀ ମୁତୟନ ହୋଇଛନ୍ତି Iତେବେ ଖବର ଲେଖା ହେବା ପର୍ଯ୍ୟନ୍ତ କୌଣସି ଅପ୍ରିତିକର ଘଟଣା ସାମାନାକୁ ଆସି ନ ଥିବା ବେଳେ ଶାନ୍ତି ଶୃଙ୍ଖଳାର ସହିତ  ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଥିବା ଜଣାପଡିଛି । I


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like