-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||     

HOME   ରାଜ୍ୟ

ଆର୍ନ୍ତଜାତୀୟ ସଂଗ୍ରହାଳୟ ସପ୍ତାହରେ ବୌଦ୍ଧର ଐତିହାସିକ ସଂଗ୍ରହାଳୟ ପରିଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ନିବେଦନ

19-May-2022



ବୌଦ୍ଧ(ପ୍ରେରଣା ଖାବରା) :: ଆର୍ନ୍ତଜାତୀୟ ସଂଗ୍ରହାଳୟ ସପ୍ତାହ ମଇ ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ବିଶ୍ୱବ୍ୟାପୀ ପାଳନ କରାଯାଉଅଛି । ଏହି ପରିପ୍ରେକ୍ଷିରେ ବୌଦ୍ଧର ଐତିହାସିକ ଜିଲା ସଂଗ୍ରହାଳୟ ପରିଦର୍ଶନ କରିବା ସହିତ

ବୌଦ୍ଧର କିର୍ତିରାଜୀ,ଇତିହାସ ଓ ସଂସ୍କୃତି ସଂପର୍କରେ ଜ୍ଞାନ ଆହରଣ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି । ତତସହିତ ଏହି ସପ୍ତାହର ଶେଷଦିନ(ମଇ ୨୦ ତାରିଖ) ଜିଲ୍ଲା ସଂଗ୍ରହାଳୟକୁ ଛାତ୍ରଛାତ୍ରୀମାନେ ମାଗଣାରେ ବୁଲିବା ପାଇଁ ଦିନସାରା ଖୋଲା ରଖାଯିବ । ଏହି ବିଶେଷ ଦିବସରେ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଜିଲ୍ଲା ସଂଗ୍ରହାଳୟ ବୁଲିବାର ସୁଯୋଗ ପ୍ରଦାନ କରିବାକୁ ଜିଲାର ସମସ୍ତ ଗୋଷ୍ଠୀଶିକ୍ଷା ଅଧିକାରୀଙ୍କୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଉକ୍ତ ଦିବସରେ ଜିଲ୍ଲା ସଂଗ୍ରହାଳୟଠାରେ ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ,ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ, ନିଜାରତ ଅଧିକାରୀ ବିରଂଚି ଧରୁଆ,ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ବସନ୍ତ କୁମାର ସାହୁ,ସାହିତ୍ୟ ଏକାଡେମୀ ସଦସ୍ୟ ନିଳଲୋହିତ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀମାନେ ସଂଗ୍ରହାଳୟ ବୁଲିବା କାର୍ଯ୍ୟରେ ସହଯୋଗ କରିବା ସହିତ ସେମାନଙ୍କୁ ସଂରକ୍ଷିତ ସାମଗ୍ରୀ ଓ ବୌଦ୍ଧର ଇତିହାସ ସଂସ୍କୃତି ସଂପର୍କରେ ଧାରଣା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଣୁ ଏହି ସପ୍ତାହରେ ବହୁ ସଂଖ୍ୟାରେ ବୁଦ୍ଧଜିବୀ,ଇତିହାସ ଓ ସଂସ୍କୃତିପ୍ରେମୀ,ଅଭିଭାବକ,ବରିଷ୍ଠନାଗରିକମାନେ ସଂଗ୍ରହାଳୟ ବୁଲିବାର ସୁଯୋଗ ନେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026

You Might Also Like