-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||     

HOME   ଜିଲ୍ଲା

ଠିକାଦାର ପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୀ ଉତ୍ସବ ଅନୁଷ୍ଠିତ

19-May-2022



ବଲାଙ୍ଗିର (ପ୍ରେରଣା ଖବର) :  ଆଜି ପୂର୍ବାହ୍ନରେ ବଲାଙ୍ଗିର ଠିକାଦାର ପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀମତୀ ଲକ୍ଷ୍ମୀ ବଗର୍ତ୍ତୀଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ ହୋଇଯାଇଛି  । ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଏବିଇଓ ଉତ୍ତମ କୁମାର ନାଏକ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ରୂପେ ସ୍କୁଲ ପରିଚାଳନା କମିଟୀର ଉପସଭାପତି ନାରାୟଣ ରଣା ଯୋଗଦେଇ ଥିଲେ। ମୁଖ୍ୟ ବକ୍ତାଭାବେ ସି ଆର୍ ସି ସି ରାମ ଚନ୍ଦ୍ର ପୁରୋହିତ ଯୋଗଦେଇ ପିଲା ମାନକୁ ଉତ୍ତମ୍ ରୂପେ ପାଠ ପଢି ଭଲ ମଣିଷ ହେବାକୁ ପରାମର୍ଶ ଦେଇଥିଲେ। ସଭାଟିକୁ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ରାଣୀ ତ୍ରିପାଠୀ ପରିଚାଳନା କରିଥିଲେ। ସ୍କୁଲର ପୂର୍ବତନ ଶିକ୍ଷୟତ୍ରୀ ଜାହ୍ନବୀ ହୋତା ଓ କାଞ୍ଚନ ମାଳା ବିଶ୍ଵାଳ ଙ୍କୁ ମୁଖ୍ୟ ଅତିଥି

ସମ୍ମାନୀତ କରିଥିଲେ। ଆଗରୁ ଅନୁଷ୍ଠିତ ପ୍ରତିଯୋଗିତା ଭିତରେ ଗୀତ ଆବୃତ୍ତି, ଗଳ୍ପ କଥନ, ବକ୍ତୃତା, ସାଧାରଣ ଜ୍ଞାନ୍ ପ୍ରତିଯୋଗୀତା ଓ ଡ୍ରଇଂ ର କୃତି ଛାତ୍ର ମାନଙ୍କୁ ପୁରସ୍କୃତ କରାଯାଇଥିଲା। ୧ ରୁ ୮ ମ ଶ୍ରେଣି ଭିତରେ ୪ ଗୋଟି ଗ୍ରୁପ କରାଯାଇଥିଲା। ପରିଚାଳନା କମିଟି ସଭାପତି ସରସ୍ଵତୀ ଛତ୍ରୀଆ ବିଆର୍ଟି ଗୋମତୀ ସାହୁ ସ୍କୁଲ ର ସମସ୍ତ୍ ଶିକ୍ଷୟତ୍ରୀ ଯୋଗଦେଇ ଥିଲାବେଳେ ବିଦ୍ୟାଳୟ ଅଭିଭାବକ ପିତା ମାତା ମାନେ ଉପସ୍ଥିତି ଥିଲେ । ସ୍କୁଲ ର ମଧ୍ୟାହ୍ନ ଭୋଜନ ଦାୟିତ୍ଵ ରେ ଥିବା ଗାୟତ୍ରୀ ସ୍ଵୟଂ ସହାୟକ ଗୋଷ୍ଠୀ ର ସଭ୍ୟା ମାନେ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026

You Might Also Like