-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||     

HOME   ଜିଲ୍ଲା

ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା: ଶେଷରେ ଲୋଇସିଂହା ଥାନାର ଦ୍ୱାରସ୍ଥ ହେଲେ ପୀଡିତା

19-May-2022



ଲୋଇସିଂହା/ଆଗଲପୁର (ବିନୋଦ କୁମାର ଦୀପ) ପ୍ରକୃତରେ ପ୍ରେମ ହେଉଛି ପବିତ୍ର, ପ୍ରେମ ହେଉଛି ଏକ ସୁନ୍ଦର ମନ୍ଦିର କିନ୍ତୁ ବେଳେ ବେଳେ ପ୍ରେମର ପବିତ୍ରତା ଭିତରେ ଛନ୍ଦି ହେଇ ଯାଉଛନ୍ତି ପ୍ରେମିକ ଓ ପ୍ରେମିକା l ବେଳେବେଳେ ପ୍ରେମର ପବିତ୍ରତା ଭିତରେ ଲାଗି ଯାଏ କଳଙ୍କର ଦାଗ ଏମିତି ଏକ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକରେ l ଘଟଣାଟି ଏହା ଯେ ପ୍ରଥମେ ପ୍ରେମ ତା'ପରେ ଶାରୀରିକ ସମ୍ପର୍କ, ଓ ପରେପରେ ପ୍ରତାରଣା ଓ ନିର୍ଯାତନା l ଏମିତି ଏକ ସାଙ୍ଘାତିକ ଅଭିଯୋଗ ଆସିଛି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଫଟାମୁଣ୍ଡା ଗ୍ରାମରେ l ପୁଅ ଓ ଝିଅ ଦୁହେଁ ଯାଇଥିଲେ ଦାଦନ ଖଟିବାକୁ ତାମିଲନାଡୁ ଠିକ୍ କିଛିଦିନ ପରେ  ଦୁହିଁଙ୍କ ମଧ୍ୟରେ ଦେଖାଦୁଖୀ ଓ ପରେପରେ ଦୁହିଁଙ୍କ ମଧ୍ୟରେ ସୃଷ୍ଟିହେଲା l ପ୍ରେମ ହେଲାପରେ ପୁଣି ଶାରୀରିକ ସମ୍ପର୍କ l ଦୁଇବର୍ଷ ସେଠି ରହିବା ପରେ ଗତ ଏପ୍ରିଲ 13 ତାରିଖରେ ପିଲାର ଗ୍ରାମ ଫଟାମୁଣ୍ଡlକୁ  ଚାଲି ଆସିଲେ ପ୍ରେମୀଯୁଗଳ l ଗ୍ରାମକୁ ଆସି ଅତି ସୁନ୍ଦର ଭାବରେ କିଛି ଦିନ ରହିବା ପରେ ଦୁହିଁଙ୍କ ମଧ୍ୟରେ ଆରମ୍ଭ ହେଲା କଳି, ଝଗଡା, ଝିଅଙ୍କ ପ୍ରତି  ନିର୍ଯାତନା l ଝିଅକୁ ମାଡ଼ମାରି ଘରୁ ବାହାର କରି ଦିଆଗଲା l ଏହାପରେ ଗ୍ରାମ ଲୋକଙ୍କ ସାହାଯ୍ୟରେ ପହଞ୍ଚିଲେ ଆଗଲପୁର ଫାଣ୍ଡିରେ l ଆଗଲପୁର ଫାଣ୍ଡି ଅଧିକାରୀ ଛୁଟିରେ ଥିବାଯୋଗୁଁ  ତାଙ୍କ ଦାୟିତ୍ୱରେ ଥିଲେ ଆଉ ଜଣେ ସାହେବ l ସୂଚନାରୁ ପ୍ରକାଶ ଯେ ଥାନା ଇନଚାର୍ଜରେ ଥିବା ସାହେବ ସେ ଝିଅକୁ ଓ ଗ୍ରାମବାସୀଙ୍କୁ  ଦୁର୍ବ୍ୟବହାର କରିଥିବା ପୀଡିତା ଝିଅ ଓ ଗ୍ରାମବାସୀ ପ୍ରକାଶ କରିଛନ୍ତି l ଆଜି ପୁଣି ସେମାନେ ଲୋଇସିଂହା ଥାନାର ଦ୍ବାରସ୍ଥ ହୋଇଛନ୍ତି ଝିଅର ନ୍ୟାୟ ପାଇଁ l ଦେଖାଯାଉ ଲୋଇସିଂହା ପୋଲିସ କେତେଶୀଘ୍ର ଏ ବିଷୟ ପ୍ରତି ଗୁରୁତ୍ୱ ଦେଇ ଝିଅକୁ ନ୍ୟାୟ ପ୍ରଦାନ କରୁଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026

You Might Also Like