-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||     

HOME   ଜିଲ୍ଲା

ଝାକ୍ରିପାଲି ସରକାରୀ ପ୍ରାଥମିକ ସ୍କୁଲରେ ପିଲାଙ୍କ ମଧ୍ୟାହ୍ନ ଭୋଜନରେ ପ୍ଳାଷ୍ଟିକ ଚାଉଳ ମିଶିଥିବା ଅଭିଯୋଗ

20-May-2022



ପାଟଣାଗଡ଼ (ରୁପେନ୍ଦ୍ର ମୁଣ୍ଡା) : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଝାକ୍ରିପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍କୁଲ ମଧ୍ୟାହ୍ନ ଭୋଜନ ରେ ପ୍ଳାଷ୍ଟିକ ଚାଉଳ ବାହାରିଥିବା ନେଇ ଅଭିଯୋଗ । ଅଭିଯୋଗ ଅନୁଯାୟୀ ଗତ ଶନିବାର ଦିନ ମଧ୍ୟାହ୍ନ ଭୋଜନ ଖାଇ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ପେଟ ଜରଦ ହୋଇଥିବା ଛାତ୍ର ଛାତ୍ରୀ ମାନେ ପ୍ରକାଶ କରିଥିଲେ । ଏକଥା ଶୁଣିବା ପରେ ସ୍କୁଲ ପରିଚାଳନା କମିଟି ର ସଭାପତି ଏବଂ ଅଭିଭାବକ ମାନେ ସ୍କୁଲ କୁ ଯାଇ ବିଦ୍ୟାଳୟ ରେ ମଧ୍ୟାହ୍ନ ଭୋଜନ ବନ୍ଦ କରିବାପାଇଁ

କହିଥିଲେ । ପରେ ବିଦ୍ୟାଳୟକୁ ବିଇଓ ପହଞ୍ଚି ଚାଉଳ ରେ ପୃଷ୍ଟିକର ପାଇଁ କିଛି ପରିମାଣ ମିଶ୍ରଣ କରି ବିଭିନ୍ନ ପୃଷ୍ଟିକର ଜିନିଷ ପକା ଯାଇ ଥିବା କଥା କହିଛନ୍ତି । ଏହି ପରି କଥାକୁ ଗ୍ରାମବାସୀ ତଥା ବିଦ୍ୟାଳୟ ପରିଚାଳନା କମିଟି ମଧ୍ୟାହ୍ନ ଭୋଜନ ବନ୍ଦ କରିବା କୁ ରେକ ଥୋକେ ମନା କରିଦେଇଥିଲେ । ଯଦି ବିଦ୍ୟାଳୟ ରେ ମଧ୍ୟାହ୍ନ ଭୋଜନ ଦିଆଯିବ ତାହେଲେ ଆମ ଗ୍ରାମ ରୁ ଘର କୁ ଘର ଚାଉଳ ସଂଗ୍ରହ କରି ବିଦ୍ୟାଳୟ ରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରା ଜୀବ ବୋଲି କହିଛନ୍ତି । ହେଲେ ମଧ୍ୟାହ୍ନ ଭୋଜନ ଚାଉଳ ରେ କି ପ୍ରକାର ପୃଷ୍ଟିକର ସାର୍ ମିଶା ଚାଉଳ ଦିଆଯାଇଛି ତାହ ସନ୍ଦେହ କରାଯାଉଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଏନେଇ ଏହା ଉଚ୍ଚ ସ୍ତରୀୟ ତଦନ୍ତ କରିବା ପାଇଁ ଦାବିହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026

You Might Also Like