-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||     

HOME   ଜିଲ୍ଲା

ବେଲପଡ଼ା ବ୍ଲକ ରେ ୫-ଟି ଯୋଜନା ତା ବାଟରେ, ଛାତ୍ରଛାତ୍ରୀ ପଢୁଛନ୍ତି ଗଚ୍ଛ ମୂଳରେ

20-May-2022



ପାଟଣାଗଡ଼ ( ରୁପେନ୍ଦ୍ର ମୁଣ୍ଡା ) : ସରକାରୀ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ଗଛମୂଳରେ ପାଠ ପଢୁଥିବା ଦୃଶ୍ୟ ଦେଖିବାକୁ ମିଳିଛି । ଏପରିକି ଦିନେ ନୁହେଁ ବର୍ଷେ ନୁହେଁ ଦୀର୍ଘ ୫ ବର୍ଷ ଧରି  ଖୋଲା ଆକାଶ ତଳେ ବସି କୋମଳ ମତି ଛାତ୍ର ଛାତ୍ରୀ ମାନେ ପାଠ ପଢ଼ୁଥିବା ଗ୍ରାମବାସୀ  ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାୟୀ ବେଲପଡା ବ୍ଳକ ଅନ୍ତର୍ଗତ ମଣ୍ଡଳ ପଞ୍ଚାୟତ ସିଙ୍ଗଲପଡା ଗାଁରେ ଶିକ୍ଷା ବ୍ୟବସ୍ଥା କୁ ନେଇ ଆମ ସରକାରୀ ବିଦ୍ୟାଳୟ ପ୍ରତି ସରକାରଙ୍କ ଏତେ ବିତୃଷ୍ନା ଭାବ କ'ଣ ପାଇଁ ବୋଲି ଗ୍ରାମବାସୀ ମାନେ ଙ୍କ ମଧ୍ୟରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଅନ୍ୟପଟେ ସ୍କୁଲରେ ଥିବା ଶିକ୍ଷୟିତ୍ରୀ ମାନେ ମଧ୍ୟ ଠିକ୍ ଭାବରେ ସ୍କୁଲ କୁ ଆସୁନଥିବା ଅଭିଯୋଗ ହେଉଛି । ସିଲିଙ୍ଗ ପଡ଼ାରେ ୩୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ରହିଛନ୍ତି । ପଡ଼ା ଠାରୁ ୧୫ କିମି ଦୂରରେ ଗାଁ ଓ ଗାଁ ସ୍କୁଲ ।‌ପିଲାମାନେ ସ୍କୁଲକୁ ପାଠପଢି ଯିବାକୁ ବହୁତ ଅସୁବିଧାର ସମ୍ମୁଖୀନ ହେବା ଫଳରେ ସିଲିଙ୍ଗପଡା ଠାରେ ପ୍ରଥମ ରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଏକ ନୂତନ ପ୍ରାଥମିକ ସ୍କୁଲ ଖୋଲାହେଲା । ଏଥିପାଇଁ ଦୁଇ ଶିକ୍ଷୟିତ୍ରୀ ମଧ୍ୟ ନିହୋଜିତ ହେଲେ  କିନ୍ତୁ ଦୀର୍ଘ ୫ ବର୍ଷ ବିତିଯାଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ସ୍କୁଲ ଘର ଟିଏ ହୋଇପାରି ନାହିଁ । ଫଳରେ ଗଛମୂଳ ହିଁ ପିଲାଙ୍କ ବିଦ୍ୟାଳୟ ପାଲଟିଛି । ଲୋକ ମାନଙ୍କ ଜନଗହଳି ଓ ଖୋଲା ଆକାଶ ତଳେ ପାଠପଢ଼ା ଚାଳୁଥିବାରୁ ବହୁ ପିଲା ପାଠ ପଢିବାକୁ ଆସୁନଥିବା ଅଭିଭାବକ ମାନେ କହିଛନ୍ତି ।ଅନ୍ୟ ପଟେ ରାଜ୍ୟ ସରକାର ୫ଟି  ଅଧିନରେ ସ୍କୁଲ୍ ଗୁଡିକୁ ରୁପାନ୍ତର କରିଛନ୍ତି । ଗ୍ରାମାଞ୍ଚଳ ପିଲାମାନେ ଚାକଚକ୍ୟ ପରିବେଶ ଭିତରେ ରହି ଗୁଣାତ୍ମକ ଏବଂ ଉନ୍ନତମାନର ଶିକ୍ଷା ଗ୍ରହଣ କରିବେ ସେନେଇ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ମଣ୍ଡଳର ଏହି ସିଙ୍ଗଲପଡାର ଛାତ୍ର ଛାତ୍ରୀ ମାନଙ୍କୁ ଦେଖିଲେ ଯୋଜନାର ଲାଭ କୁଆଡେ ଯାଉଛି ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । ପାଖରେ ବିଦ୍ୟୁତ ଖୁଣ୍ଟ , ବର୍ଷା ଶୀତ ,କାକର ସବୁବେଳେ ଗଛ ପାଲଟିଛି ପିଲାଙ୍କ ସାହାରା । ଏନେଇ ବେଲପଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଚତୃଭୂଜ ମିର୍ଦ୍ଧା ଙ୍କୁ ପଚରାଯିବାରୁ ସେ କିଛି କହିବାକୁ ମନା କରିଦେଇଥିଲେ । ଅନ୍ୟ ପଟେ ତୁରନ୍ତ ସ୍କୁଲ ନିର୍ମାଣର ପାଇଁ ପଡାର ନବିଲ ଜାଲ ,ରମଣି କୁଅଁର, ଜମା ମାହାର,ସୁବାସିନୀ ଠେଲା, ଗର୍ଜ ମଲ୍ଲିକ, ପରମେଶ୍ଵର ଖର୍ସେଲ , ରାମଦାସ ଚିରଗୁନଙ୍କ ସମେତ ଅନ୍ୟ ମାନେ ଦାବି କରିଛନ୍ତି । ଏହାର ସମାଧାନ କରାନଗଲେ ଆନ୍ଦୋଳନ ତୀବ୍ରତର କରାଯିବ ବୋଲି ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026

You Might Also Like