-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||     

HOME   ଜିଲ୍ଲା

କେନ୍ଦୁପତ୍ର ତୋଳାଳୀ, ଚପରାସୀ ଓ ମୁନସୀ ମାନଙ୍କ ବିଭିନ୍ନ ସମସ୍ୟା ସମାଧାନ ପାଇଁ ଦାବିପତ୍ର ପ୍ରଦାନ -କେନ୍ଦୁମୁଣ୍ଡି ସେକ୍ସନ ଫରେଷ୍ଟରଙ୍କୁ ବଦଳି ଦାବୀ

20-May-2022



ବଲାଙ୍ଗିର/ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ): କେନ୍ଦୁପତ୍ର ପଶ୍ଚିମ ଓଡ଼ିଶାର ଏକ ଅର୍ଥକାରୀ ଫସଲ । କେନ୍ଦୁପତ୍ର ଉପରେ ନିର୍ଭର କରି ଲକ୍ଷାଧିକ ପରିବାର କିଛି ମାସ ପରିତ୍ରାଣ ହେଉଛନ୍ତି । କେନ୍ଦୁପତ୍ର ଜୀବନ ଜୀବିକାର ଅନ୍ୟ ଏକ ଆଶାବାଡ଼ି କହିଲେ ଅତ୍ୟୁକ୍ତି ହେବନାହିଁ । ପ୍ରବଳ ଖରା ରେ ମହିଳା ମାନେ ନିଜ ନିଜ ପିଲା ଛୁଆକୁ ଛାଡି କେତେ ପରିଶ୍ରମ କରି ନିଜ ଜୀବନକୁ ବାଜି ଲଗେଇ କେନ୍ଦୁପତ୍ର ତୋଳିଥାନ୍ତି । ନା ଜୀବଜନ୍ତୁକୁ ଡରଥାଏ, ନା ସାପ କିମ୍ବା ବିଷଧର କୀଟ

ପତଙ୍ଗକୁ ଡରଥାଏ । ବହୁତ କଷ୍ଟରେ ପତ୍ର ସଂଗ୍ରହ କରିଥାନ୍ତି । ପତ୍ର ତୋଳି ଘରକୁ ଆସି ପୁଣି ପତ୍ର ବନ୍ଧେଇ କାର୍ଯ୍ୟରେ ଲାଗି ପଡନ୍ତି l ଗୋଟିଏ ପଟେ ରନ୍ଧା କାର୍ଯ୍ୟ ଥାଏ ତ ଗୋଟିଏ ପଟେ ନିଜ ପିଲା ଛୁଆ କୁ ଦେଖା କରିବା ।  ପତ୍ରକୁ ବାନ୍ଧି ସାରିଲା ପରେ ପାଖରେ ଥିବା ଫଡ଼ି ଘରକୁ ଶୁଖେଇ ନିଅନ୍ତି । ଏହି ସମୟରେ ବିଭାଗୀୟ ଅଧିକାରୀ ମାନଙ୍କ ଅତ୍ୟାଚାର ବଢିଯାଏ, କେତେ କଟନୀ ଛଟନି କେତେ ନୀତି ନିୟମ ଦେଖେଇଥାନ୍ତି । ସେ ଭିତରେ ମୁନସୀ ,ଚପରାସି ମାନଙ୍କୁ ବିଭାଗୀୟ ଅଧିକାରୀ ମାନେ କେତେ ତାଗିତ କରିଥାନ୍ତି,  କାମ ଉପରେ କାମର ବୋଝ ଦେଇ ଚାଲି ଥାନ୍ତି । ପ୍ରତ୍ୟେକ ବର୍ଷ ଫଡ଼ି ମରାମତି ନାଁ ରେ ଅର୍ଥ ଶ୍ରାଦ୍ଧ କରି ହରିଲୁଟ କରି ମୁନସୀ ,ଚପରାସୀ ମାନଙ୍କ ମୁଣ୍ଡରେ ଅଠା ବୋଲି ଦିଅନ୍ତି । କେତେ କେତେ ଜାଗାରେ ନଡ଼ା ବଦଳରେ ସାଧା ପୁଆଲ ଦେଇ ଦେଉଛନ୍ତି । ଫଡ଼ିର ମରାମତି କାମରେ ଲାଗିଥିବା ଶ୍ରମିକ ମାନଙ୍କୁ ମଧ୍ୟ ପାଉଣା ଦେବାରେ ବିଳମ୍ବ, ମୁନସୀ,ଚପରାସି ମାନେ ନିଜ ପଇସାରେ ବିଭିନ୍ନ ସାମଗ୍ରୀ ଲଗେଇଥିଲେ ମଧ୍ୟ ତାର ପାଉଣା ପାଇବା ବିଳମ୍ବ କରିଥାନ୍ତି । ତୋଳାଳୀ ମାନଙ୍କ ପତ୍ର ଖରଦୀ କରିବା ବଦଳରେ ମନସୀ,ଚପରାସି ମାନଙ୍କୁ ଟାର୍ଗେଟ ସରିଗଲା ବୋଲି ଧମକ ଚମକ ଦେଇଥାନ୍ତି । କେନ୍ଦୁପତ୍ର ମିଳୁଥିଲେ ମଧ୍ୟ ପତ୍ର ନ ତୋଳିବା ପାଇଁ ବାଧ୍ୟ କରୁଛନ୍ତି । ପାଟଣାଗଡ଼ କେନ୍ଦୁପତ୍ର ଡିଭିଜନ ଅନ୍ତର୍ଗତ ଅନେକ ସେକ୍ସନ ରେ କେତେ ଜଣ ଫରେଷ୍ଟର ଠିକ କାର୍ଯ୍ୟ ତୁଲାଇ ତୋଳାଳୀ, ଚାପରଶି ଓ ମନସୀ ମାନଙ୍କ ହୃଦୟ ଜିତିଥିବା ବେଳେ ପାଟଣାଗଡ଼ ରେଞ୍ଜ ଅନ୍ତର୍ଗତ କେନ୍ଦୁମୁଣ୍ଡି ସେକ୍ସନର ଫରେଷ୍ଟର ଅନ୍ତର୍ଯ୍ୟାମୀ ପଟେଲ ମାନମୁଖୀ ଶାସନ ଚଳାଉଛନ୍ତି । ତୋଳାଳୀ ,ଚପରାଶି ଓ ମନସୀ ମାନଙ୍କୁ ଭଲ ବ୍ୟବହାର ଦେଖାଉନାହାନ୍ତି । ଠିକ ଭାବେ କାର୍ଯ୍ୟ ସମ୍ପାଦନ କରୁନାହାନ୍ତି ଏଣୁ ଏହି ଫରେଷ୍ଟର କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ସହ ଅନ୍ୟତ୍ର ବଦଳି କରୁବାକୁ ଦୃଢ଼ ଦାବୀ କରାଯାଇଛି ।ତୋଳାଳୀ, ମୁନସୀ ଓ

ଚପରାସି ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଜି ପଶ୍ଚିମ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ପାଟଣାଗଡ଼ ଉପଜିଲ୍ଲାପାଳଙ୍କ ଜରିଆରେ ଜିଲ୍ଲାପାଳ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଓଡ଼ିଶା, ପି ସି ସି ଏଫ ଓଡ଼ିଶା ଭୁବନେଶ୍ୱରଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି । ଆଜିର ଦାବିପତ୍ର ପ୍ରଦାନ ସମୟରେ ଗିରିରାଜ ଭୋଇ, ଲଳିତ ମଲ୍ଲିକ,ବାଳମକୁନ୍ଦ କୁଅଁର, କୁଞ୍ଜବିହାରି ଧରୁଆ,ନିହାର ଧରୁଆ, ଚୈତନ୍ୟ ସୁନା ଓ ସଂଘର ଅନେକ ସଦସ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026

You Might Also Like