-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||     

HOME   ଜିଲ୍ଲା

ଓଡିଶା-ଆନ୍ଧ୍ର ସୀମା ବିବାଦ ପ୍ରସଙ୍ଗ : ସୁନାବେଡାର ବିବାଦୀୟ ସ୍ଥାନରେ ସ୍ଥିତି ପରଖିବେ ଦକ୍ଷିଣାଞ୍ଚଳ ଆରଡିସି!!*

21-Nov-2020



କୋରାପୁଟ, (ପ୍ରେରଣା ଖବର) - କୋରାପୁଟ ସୀମାନ୍ତ ସମ୍ବାଇ ପଞ୍ଚାୟତର ସୁନାବେଡା ଗାଁର ବିବାଦୀୟ ସ୍ଥାନକୁ ଯାଇ ସ୍ଥିତି ପରଖିବେ ଦକ୍ଷିଣାଞ୍ଚଳ ଆରଡିସି ଟି. ଅପାଙ୍ଗ ଆଓ । ତାଙ୍କ ସହ ଜିଲ୍ଲା ପ୍ରଶାସନର ଏକ ଟିମ୍ ସହ ପଟ୍ଟାଙ୍ଗୀ ତହସିଲଦାର, ଆରଆଇ ଓ ରେଭେନ୍ୟୁ ସୁପରଭାଇଜର ମଧ୍ୟ ଘଟଣାସ୍ଥଳକୁ ଯିବେ!!ଲଗାତାର ଏହି ଖବର ନ୍ୟୁଜ ୭ରେ ପ୍ରସାରଣ ପରେ ଘଟଣାସ୍ଥଳରେ ପହଞ୍ଚି ଉଭୟ ରାଜ୍ୟର ଅଧିକାରୀମାନେ ରାସ୍ତା ଅବରୋଧ ହଟାଇବା ସହ ଆପୋଷ ଆଲୋଚନା ମାଧ୍ୟମରେ ଏହି ସମସ୍ୟାର ସମାଧାନ କରିବାକୁ ରାଜି ହୋଇଛନ୍ତି । ଏପରିକି ଓଡିଶା ପଟରୁ ୫ଜଣିଆ ଟିମ୍ ଯାଇ ଓଡିଶା ସୀମାରେ ଥିବା ଖୁଣ୍ଟ ମଧ୍ୟ ଚିହ୍ନଟ କରିଛନ୍ତି। ତେବେ ଆରଡିସିଙ୍କ ଗସ୍ତ ପୂର୍ବରୁ ପୁଣିଥରେ ସୀମାନ୍ତ ଆନ୍ଧ୍ରର ଲୋକ ଆରମ୍ଭ କରିଛନ୍ତି ଦାଦାଗିରି । ସୀମାବର୍ତ୍ତି ଅଞ୍ଚଳରେ ରାସ୍ତା କଡରେ ପଥର ରଖି ଅସ୍ଥାୟୀ ସୀମା ଚିହ୍ନଟ କରିବା ସହ ପତାକା ମାରି ପୁଣିଥରେ ଓଡିଶାକୁ ଦେଇଛନ୍ତି ଖୋଲା ଚ୍ୟାଲେଞ୍ଜ । ଏପରିକି ରାସ୍ତାରେ ବର୍ଡର ମଧ୍ୟ ଲେଖିଛନ୍ତି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026

You Might Also Like