-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||     

HOME   ଜିଲ୍ଲା

ଆଇନଶୃଙ୍ଖଳା ପରିସ୍ଥିତି ସ୍ୱାଭାବିକ ରଖିବା ପାଇଁ ବିଜେପି ପକ୍ଷରୁ ଦାବିପତ୍ର

20-May-2022



ବଲାଙ୍ଗିର /ପାଟଣାଗଡ଼(ପୂର୍ଣ ଶଶୀ ଶେଖର ରାଓ):  ପାଟଣାଗଡ଼ ଉପଖଣ୍ଡ ଦିନକୁ ଦିନ ବେଆଇନ କାର୍ଯ୍ୟକଳାପ ସହ ବିଭିନ୍ନ ଅପରାଧିକ ମାମଲା ବଢ଼ିଚାଲିଛି। ଯାହାକି ସାଧାରଣ ଜନତାଙ୍କ ପ୍ରତି ବିପଦ ସୃଷ୍ଟି କରୁଛି। ଏହାକୁ ଭିତ୍ତି କରି ଆଜି ଖପ୍ରାଖୋଲ ବ୍ଳକ ଭାରତୀୟ ଜନତା ପାର୍ଟି ପକ୍ଷରୁ ଥାନା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଯେ ଖପ୍ରାଖୋଲ ଅଞ୍ଚଳରେ ବେଆଇନ ସଟ୍ଟା,ମଦ,କରେକ୍ସ, ଗଞ୍ଜେଇ,ଟେବଲେଟ ବେଆଇନ କାରବାର ବଢ଼ିବାରେ ଲାଗିଛି। ତତ୍ ସଙ୍ଗେ ସଙ୍ଗେ ଚୋରି, ଡକାୟତି, ହତ୍ୟା ମାମଲା ବଢ଼ିଚାଲିଛି। ଖପ୍ରାଖୋଲ ଥାନା ଅଧିକାରୀ ଭାବେ ରମାକାନ୍ତ ସାହୁ ଯୋଗଦାନ କରିବା ଦିନରୁ କିଛି ମାତ୍ରାରେ ହ୍ରାସ ପାଇଛି। ସାହୁ ବାବୁ ଦିନ ରାତି ପରିଶ୍ରମ କରି ଅନେକ ଅପରାଧୀଙ୍କୁ ଧରିବା ରେ ସକ୍ଷମ ହୋଇଥିଲେ ସୁଦ୍ଧା ଅନେକ ବେଆଇନ ମାଫିଆ ଧରାନପଡ଼ିଥିବା ଅଭିଯୋଗ ହେଉଛି। ବିଗତ କିଛି ଦିନ ତଳେ ବାଞ୍ଜିପାଲି ମନ୍ଦିର ରୁ ଚୋରି ହୋଇଥିବା ବେଳେ ସେହି ଅଞ୍ଚଳରେ କରେକ୍ସ ବ୍ୟାପାର ବୃଦ୍ଧି ପାଉଥିବା ଶୁଣିବାକୁ ମିଳୁଛି। ଏବଂ ସଟ୍ଟା ଆଡ୍ଡା ମଧ୍ୟ ବେଧଡକ ଚାଲିଛି ବୋଲି ଜନସାଧାରଣରେ ମତ ପ୍ରକାଶ ପାଉଛି। ଏହି ସବୁ ଉପରେ ତୀକ୍ଷ୍ମ ନଜର ରଖି ଯଥାଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଆଜି ଖପ୍ରାଖୋଲ ଥାନା ଅଧିକାରୀଙ୍କୁ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ର ପ୍ରଦାନ ସମୟରେ ବଲାଙ୍ଗିର ସାଂସଦଙ୍କ ପ୍ରତିନିଧି ପ୍ରବୀଣ ଅଗ୍ରୱାଲ,ଯୁବ ମୋର୍ଚ୍ଚା ସଭାପତି ଉପେନ୍ଦ୍ର ଭୋଇ, ଜେନେରାଲ ସେକ୍ରେଟାରୀ ଶିବା ସୁନା, ସତ୍ୟାନନ୍ଦ ସେନ୍ଦ୍ରିଆଙ୍କ ସହ ବିଜେପି କର୍ମୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026

You Might Also Like