-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||     

HOME   ଜିଲ୍ଲା

କନିଷ୍ଠ ଯନ୍ତ୍ରୀ ସୁରେଶ ଚନ୍ଦ୍ର ସାହୁଙ୍କ ହତ୍ୟା ଘଟଣାରେ ପୁଲିସର ବିଫଳତାକୁ ନେଇ ସରପଞ୍ଚ ସଂଘର ଦାବିପତ୍ର ପ୍ରଦାନ

20-May-2022



ପାଟଣାଗଡ଼ (ରୁପେନ୍ଦ୍ର ମୁଣ୍ଡା) : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଲକର କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସୁରେଶ ଚନ୍ଦ୍ର ସାହୁଙ୍କ ମୃତଦେହ ଚଳିତ ମାସ ୫ ତାରିଖରେ ସୋଲବନ୍ଦ ପଞ୍ଚାୟତ ଅନ୍ତର୍ଗତ ବନକାବିରର ଏକ କପା ବିଲରୁ ଉଦ୍ଧାର କରାଯାଇଥିଲା । ଉକ୍ତ ଘଟଣାକୁ ୧୫ ଦିନ ବିତିଯାଇଥିଲେ ମଧ୍ୟ ସ୍ଥାନୀୟ ପୁଲିସ ଓ ପ୍ରଶାସନ ହତ୍ୟାକାରୀଙ୍କୁ ଧରିବାରେ ବିଫଳ ହୋଇଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । କୌଣସି ରାଜନେତାଙ୍କ ଚାପରେ ପ୍ରଶାସନ ପଦକ୍ଷେପ ନେଉ ନଥିବାରୁ ଆଜି ପାଟଣାଗଡ଼ ସରପଞ୍ଚ ସଂଘ ପକ୍ଷରୁ ସଭାପତି ତୁଳସିରାମ ଠାକୁରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ଏଥିରେ ହତ୍ୟାକାରୀକୁ ଚିହ୍ନଟ କରି ତୁରନ୍ତ ଗିରଫ କରିବା ପାଇଁ ଉଲ୍ଲେଖ କରାଯାଇଥିଲା । ଏଥିସହ ଏହାର ତଦନ୍ତ ଦାୟିତ୍ୱ ସିବିଆଇକୁ ଦେବା ପାଇଁ କୁହାଯାଇଥିଲା । ଏହି ଦାବିପତ୍ର ପ୍ରଦାନ ସମୟରେ ଯୋଗୀମୁଣ୍ଡା ସରପଞ୍ଚ ମମତା ପ୍ରଧାନ , ଗଙ୍ଗାସାଗର ସରପଞ୍ଚ ଇନ୍ଦ୍ରମଣି ହରିପାଲ , ଇନପୁର ସରପଞ୍ଚ ଝୁଲି ବେହେରା ଓ ମଣ୍ଡୋମହୁଲ ସରପଞ୍ଚ ସୁଦର୍ଶନ ମହ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026

You Might Also Like