-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||     

HOME   ଜିଲ୍ଲା

କଟକ ହାଇକୋର୍ଟ ବାର ଏସୋସିଏସନ ର ପଶ୍ଚିମ ଏବଂ ଦକ୍ଷିଣ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ର ବିରୋଧକୁ ବଲାଙ୍ଗିର ଏକ୍ସନ କମିଟି ର ତୀଵ୍ର ନିନ୍ଦା

20-May-2022



ବଲାଙ୍ଗିର(ପ୍ରେରଣା ଖବର) : ବଲାଙ୍ଗିର ଏକ୍ସନ କମିଟିର ଆବାହକ ଗୋପାଲଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ କମିଟି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା।
          ଗତ ମେ ୧୮ ତାରିଖରେ ଅନୁଷ୍ଠିତ କଟକ ହାଇକୋର୍ଟ ବାର ଏସେସିଏସନର କାର୍ଯ୍ୟକାରିଣୀ ବୈଠକରେ,ପଶ୍ଚିମ ତଥା ଦକ୍ଷିଣ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଂଚ ପ୍ରତିଷ୍ଠା ଦାବି କୁ ବିରୋଧ ଏବଂ ଏକ କମିଟି ଗଠନ କରି 

ସରକାରଙ୍କ ଉପରେ ଚାପ ସୃଷ୍ଟି କରିବା ଉଦ୍ୟମକୁ ଆଜି ବଲାଙ୍ଗିର ଏକ୍ସନ କମିଟିର ବୈଠକରେ ତୀଵ୍ର ନିନ୍ଦା କରାଯିବା ସହ ଏପରି ପଦକ୍ଷେପ ନିଆଁ ସାଙ୍ଗରେ ଖେଳିବା ସହ ସମାନ ବୋଲି ଚେତାବନୀ ଦିଆଯାଇଥିଲା।
      ଜସବନ୍ତ ସିଂ କମିଶନ(୧୯୮୨), ସ୍ପଷ୍ଟ ଭାବରେ କହିଛନ୍ତି ଯେ ଦୂର ଦୁରାନ୍ତରୁ ଆସୁଥିବା ଜନସାଧାରଣଙ୍କ ସୁବିଧା ତଥା କମଖର୍ଚ୍ଚରେ ଆଇନ ସେବା ଯୋଗେଇବା ପାଇଁ ପଶ୍ଚିମ ତଥା ଦକ୍ଷିଣ ଓଡିଶା ରେ ହାଇକୋର୍ଟର  ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରିବା ନିହାତି ଜରୁରୀ।ଏତତ ବ୍ୟତୀତ ବଲାଙ୍ଗିରରେ ସ୍ୱାଧୀନତା ପୂର୍ବରୁ ହାଇକୋର୍ଟ ଥିଲା,ଯାହାର ପୁନଃ ପ୍ରତିଷ୍ଠା ଦାବିରେ ବଲାଙ୍ଗିର ଓକିଲ ସଂଘ, ଲାଙ୍ଗିର ଏକ୍ସନ କମିଟି ତଥା ଅନ୍ୟାନ୍ୟ ସଙ୍ଗଠନ ଏବଂ ବଲାଙ୍ଗିରର ଜନସାଧାରଣ ବହୁ ବର୍ଷ ଧରି ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ମାଧ୍ୟମରେ ସରକାରଙ୍କ ପାଖରେ ଦାବୀ ଉପସ୍ଥାପନ କରିଆସୁଛନ୍ତି।

     କିନ୍ତୁ କଟକ ହାଇକୋର୍ଟ ର କିଛି ନ୍ୟାସ୍ତସ୍ୱାର୍ଥ ଆଇନଜୀବୀ ନିଜର ପତିଆରା ତଥା ଆର୍ଥିକ ସ୍ୱାର୍ଥକୁ ଆଖିରେ ରଖି ଏବଂ ଦୁର ଦୁରାନ୍ତରୁ ଆସୁଥିବା ଜନତାଙ୍କୁ ଶୋଷଣ କରିବା ଲକ୍ଷ୍ୟରେ, ହାଇକୋର୍ଟର ସ୍ଥାୟୀ ବେଞ୍ଚ ପଶ୍ଚିମ ତଥା ଦକ୍ଷିଣ ଓଡ଼ିଶାରେ ହେବାକୁ ବିରୋଧ କରି ଆସୁଛନ୍ତି।ଏଭଳି ଛଳନାତ୍ମକ ତଥା ବିଦ୍ୱେଷ ସୃଷ୍ଟିକାରୀ ପଦକ୍ଷେପ ପଶ୍ଚିମ ଓଡ଼ିଶାର ଜନସାଧାରଣଙ୍କୁ ଉତ୍ତେଜିତ କରିବା ସଙ୍ଗେ ସଙ୍ଗେ ନିଆଁରେ ଘିଅ ଢାଳିବା ସହ ସମାନ ବୋଲି କମିଟି ଚେତାବନୀ ଦେଇଛି।
        ନିକଟରେ କେନ୍ଦ୍ର ଆଇନ ମନ୍ତ୍ରୀ ମାନନୀୟ କିରଣ ରିଯିଜୁ ଙ୍କ ଏନେଇ ଦେଇଥିବା ପତ୍ରକୁ ନେଇ ଓଡିଶା ସରକାର କୌଣସି ଠୋସ ପଦକ୍ଷେପ ନନେବା ଏବଂ ଜାଣିଶୁଣି ଏହି ପ୍ରକ୍ରିୟା କୁ ବିଳମ୍ବିତ କରିବା,ପଶ୍ଚିମ ଓଡିଶାବାସୀଙ୍କ ମଧ୍ୟରେ ଆକ୍ରୋଶ ସୃଷ୍ଟି କରିବା ସହ ଅଲଗ କୋଶଲ ରାଜ୍ଯ ଆନ୍ଦୋଳନ କୁ ତୀବ୍ର କରିବାରେ ଇନ୍ଧନ ଯୋଗଉଛି ବୋଲି କମିଟି ଚେତାବନୀ ଦେଇଛି।
ଆଜିର ବୈଠକରେ ଏହା ସ୍ଥିର ହେଲା ଯେ ଆସନ୍ତା ୨୩ ମଇ(ସୋମବାର),ଦିବା ୯ ଘଣ୍ଟା ସମୟରେ ବଲାଙ୍ଗିର କଚେରୀ ଛକ ସମ୍ମୁଖରେ ଏକ୍ସନ କମିଟି ତଥା ବଲାଙ୍ଗିର ର ସମସ୍ତ ଅଗ୍ରଣୀ ସଙ୍ଗଠନ ଏକତ୍ରିତ ହୋଇ କଟକ ବାର

ଏସୋସିଏସନ ର ଏହି ପଦକ୍ଷେପ ର ଦୃଢ଼ ନିନ୍ଦା କରିବା ସହ ହାଇକୋର୍ଟ ର ସ୍ଥାୟୀ ବେଞ୍ଚ ପଶ୍ଚିମ ତଥା ଦକ୍ଷିଣ ଓଡ଼ିଶାରେ ତୁରନ୍ତ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ଆଇନ ମନ୍ତ୍ରୀ, ଓଡିଶା ମୁଖ୍ୟମନ୍ତ୍ରୀ ତଥା ଓଡିଶା ହାଇ କୋର୍ଟର ମୁଖ୍ୟ ବିଚାରପତିଙ୍କ ଉଦେଶ୍ୟରେ ଏକ ଦାବିପତ୍ର ବଲାଙ୍ଗିର ଜିଲ୍ଲାପାଳଙ୍କ ମାଧ୍ୟମରେ ପଠାଯିବ।
ଏହି ବୈଠକରେ କମିଟି ର ଉପସଭାପତି ମୁନା ପଟ୍ଟନାୟକ, ବରିଷ୍ଠ ଆଇନଜୀବୀ ଭବାନୀ ଶତପଥୀ, ଗିରିଶ ସିଂହଦେଓ, ଯୁବ ସଂଯୋଜକ ରିଲୁ ରଥ, ଯୁବ ସଭାପତି ବିନୋଦ କାଲସାଏ,ରବି ଖମାରି,ପ୍ରମୋଦ ସାହୁ, ଅନୁରାଗୀ  ନାହାକ, ନରେଶ ଅଗ୍ରୱାଲ ଇନ୍ଦ୍ରମଣି ବରଡ ଦେଇ ନିଜ ମକ୍ତବ୍ୟ ରଖିଥିଲେ।


News Comment




Photo in News

Advertisment
Lastest News
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026

You Might Also Like