-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ବି,ଇ,ଡ଼ି କଲେଜର ବାର୍ଷିକ ଉତ୍ସବ ପାଳିତ

21-May-2022



ବଲାଙ୍ଗିର (ପ୍ରେରଣା ଖବର) : ବଲାଙ୍ଗୀର ଶିକ୍ଷକ ଶିକ୍ଷା ମହା ବିଦ୍ୟାଳୟ ପରିସରରେ ବି,ଇ,ଡି,ଅନୁଷ୍ଠାନ କଲେଜ ଛାତ୍ର ସଂସଦର ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି।ମହାବିଦ୍ୟାଳୟର କାର୍ଯ୍ୟକାରୀ ଅଧକ୍ଷା ଡକ୍ଟର ଗୀତାଞ୍ଜଳି ପାଢ଼ୀଙ୍କ ତତ୍ୱବଧାନରେ ଆୟୋଜିତ ଏହି ଉତ୍ସବରେ ରାଜେନ୍ଦ୍ର ମହାବିଦ୍ୟାଳୟର ଉପକୂଳପତି ପ୍ରଫେସର ଉମାବଲ୍ଲଭ ମହାପାତ୍ର ମୁଖ୍ୟ ଅତିଥି ଭାବେ ଓ ଅଚ୍ୟୁତାନନ୍ଦ ବହିଦାର ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ। ଉତ୍ସବ ପ୍ରାରମ୍ଭରେ ଅନୁଷ୍ଠାନ ପ୍ରାଚୀର ପତ୍ରିକା "ଇନ୍ଦ୍ରଧନୁ" ପତ୍ରିକା ମୁଖ୍ୟ ଅତିଥି ଦ୍ୱାରା ଉନ୍ମୋଚନ କରାଯାଇଥିଲା। ସଭା ପ୍ରାରମ୍ଭରେ ମାଁ ସମଳେଈଶ୍ୱରୀଙ୍କ ଫୋଟୋ ଚିତ୍ରରେ ମାଲ୍ୟାର୍ପଣ କରି ଦ୍ୱୀପ ପ୍ରଜ୍ବଳନ କରାଯାଇଥିଲା। ପ୍ରାଧ୍ୟାପକ ତଥା ଛାତ୍ର ସଂସଦର ଉପଦେଷ୍ଟା ପ୍ରଦୀପ କୁମାର ଡାଙ୍ଗ ଅତିଥି ପରିଚୟ ଦେଇଥିବା ବେଳେ ଅଧକ୍ଷା ଡକ୍ଟର ଗୀତାଞ୍ଜଳି ପାଢ଼ୀ ସ୍ୱାଗତ ଅଭିଭାଷଣ ରଖିଥିଲେ।ଛାତ୍ର ସଂସଦର ସାଧାରଣ ସମ୍ପାଦକ ବିଶ୍ଵଜିତ ଜେନା ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଛାତ୍ର ସଂସଦ ସଭାପତି ତେଜରାଜ ସାହୁ   ବକ୍ତବ୍ୟ ପ୍ରଦାନ କରିଥିଲେ।l ପୂର୍ବରୁ ଏହି ମହା ବିଦ୍ୟାଳୟରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ସଭା ଶେଷରେ ଛାତ୍ର ସଂସଦର ଉପସଭାପତି ଶୋଭାବତୀ ସିକଚାନ୍ଦ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ପରେ ପରେ କଲେଜ ଛାତ୍ରଛାତ୍ରୀଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସୂଚନାଯୋଗ୍ୟ ଯେ, କରୋନା ମହାମାରୀ ପାଇଁ ବିଗତ ଦୁଇ ବର୍ଷ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ ହୋଇପାରୁ ନଥିବା ବେଳେ ଚଳିତ ବର୍ଷ ମହାଆଡମ୍ବର ସହ ଛାତ୍ରଛାତ୍ରୀ ତଥା ଅଭିଭାବକଙ୍କ ଗହଣରେ ଆଯୋଜିତ ହୋଇ ସମାପନ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like