-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||     

HOME   ଜିଲ୍ଲା

ପୁନଃ ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷାର ମୁଖ୍ୟସ୍ରୋତରେ ସାମିଲ ନେଇ ଦାବୀପତ୍ର ପ୍ରଦାନ

21-May-2022



ବରଗଡ:-ବରଗଡ଼ ଜିଲ୍ଲା ଅଭିବାଭକ ମହାସଂଘ ସ୍ଥାନୀୟ ଜିଲ୍ଲା ଶିକ୍ଷା ଅଧିକାରୀ, ବରଗଡ଼ଙ୍କୁ ସାକ୍ଷାତ କରି ବିଗତ ୨୦୨୦ ରେ ସରକାରଙ୍କ  ସ୍କୁଲ ବନ୍ଦ ଓ ଅନ୍ୟତ୍ର ମିଶ୍ରଣ ନୀତି ସହ 
କରୋନା କାଳ ପାଇଁ ସାରା ରାଜ୍ୟରେ ୧୩ ଲକ୍ଷ ଛାତ୍ରଛାତ୍ରୀ ସ୍କୁଲ ଡ୍ରପ ଆଉଟ ହୋଇଛନ୍ତି ଓ ସେମାନେ ଏବେ ଶିଶୁ ଶ୍ରମିକ ଭାବେ ବିଭିନ୍ନ ସ୍ଥାନ ରେ କାମ କରୁଛନ୍ତି । ଏହାକୁ ରାଜ୍ୟ ମାନବାଧିକାର କମିଶନ ବେଶ ଗୁରୁତର ଭାବେ ଗ୍ରହଣ କରିଛନ୍ତି ଓ ରାଜ୍ୟ ସରକାରଙ୍କୁ ସେହି ଛାତ୍ରଛାତ୍ରୀ ମାନଙ୍କୁ ପୁଣି ସ୍କୁଲ କୁ ଫେରାଇ ଆଣିବା ପାଇଁ ରାଜ୍ୟ ଶିକ୍ଷା ବିଭାଗ କୁ ନିର୍ଦ୍ଦେଶ ଦେଇଛନ୍ତି ।ବନ୍ଦ କରି ଥିବା ସ୍କୁଲ ସମୁହ କୁ ସ୍ଥାନୀୟ ଗ୍ରାମ ଶିକ୍ଷା କମିଟିଙ୍କ  ସହାୟତା ରେ ପୁନଃ ଖୋଲିବା ପାଇଁ କାର୍ଯ୍ୟ ଆରମ୍ଭ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ଏପରିପ୍ରେକ୍ଷୀରେ ବରଗଡ଼ ଜିଲ୍ଲାର ସ୍କୁଲ ଛାଡି ଥିବା ଛାତ୍ରଛାତ୍ରୀ ମାନଙ୍କୁ ଶିଘ୍ର ଶିକ୍ଷା ର ମୁଖ୍ୟ ଶ୍ରୋତ ରେ ସାମିଲ ଓ ସ୍କୁଲ ପୁନଃ ଖୋଲିବା ପାଇଁ ଏକ ଦାବିପତ୍ର ଜିଲ୍ଲା ଆବାହକ ସଂଘର  ବିମଳ କୁମାର ଦାଶ ଙ୍କ ନେତୃତ୍ୱରେ ରେ ଦିଆଯାଇଛି। ଦାବିପତ୍ର ପ୍ରଦାନ ସମୟରେ ଜିଲ୍ଲା ସାଧାରଣ ସମ୍ପାଦକ ସୁଜୀତ ମିଶ୍ର, ବାଲ୍ମୀକି ଷଡ଼ଙ୍ଗୀ, ଆଶୁତୋଷ ରଥ, ମହେଶ୍ବର ପାଣ୍ଡେ, ବୀରେନ୍ଦ୍ର ପଣ୍ଡା, ଅମୀୟ ଦାଶ, ଦିବିନ୍ଦର ସିଂ, ଜ୍ୟୋତ୍ସା ପାଇକ, ସୁଶାନ୍ତ ହୋତା, ସୁଶେନ ବହିଦାର, ଶିବାନନ୍ଦ ମଟାରୀ,ରମେଶ ପତି, ଅର୍ଜୁନ ପ୍ରଧାନ, ଶିବ କୁମ୍ଭାର, ରଞ୍ଜିତ ଦାସ, ଅନ୍ତର୍ଯ୍ୟାମୀ ସେଟ ଆଦି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026

You Might Also Like