-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ମନୋରଞ୍ଜନ

ଜୀ ସାର୍ଥକ ମେଗା ଧାରାବାହିକ ‘ବିଜୟିନୀ’ର ସୁଟିଂ ସେଟରୁ

21-May-2022



ଲାଇଟ୍....କ୍ୟାମେରା... ଆକ୍ସନ୍...

ହଠାତ୍ କଟକ ସିଡିଏ ୯ ନମ୍ବରସ୍ଥିତ ଜୀ-ସାର୍ଥକର ସୁଟିଂ ସେଟରେ ପଶୁ ପଶୁ ଶୁଭୁଥିଲା ଡାଏଲଗ୍-
ଡାଇଲଗ ସରୁସରୁ ଓକେ
କଟ୍..ଇଟ୍... । ସୁଟିଂ ସେଟ୍ ରେ ଥିଲେ ଲୋକପ୍ରିୟ ମେଗା ଧାରାବାହିକ ‘ବିଜୟିନୀ’ର କଳାକାର ଦୁର୍ଗା ଚରିତ୍ରରେ ଅଭିନେତ୍ରୀ ଦେବସ୍ମିତା 
ଓ ଅବିନାଶ ଚରିତ୍ରରେ ଅଭିନେତା ସାଗର ମହାନ୍ତି ।ଏମାନଙ୍କ ଛଡ଼ା ସୁଟିଂ ସେଟ ଥିଲା ଭରପୁର । ଧାରାବାହିକର ସ୍ତୁତି ଚରିତ୍ରରେ 
ଅଭିନୟ କରୁଥିବା ଅଭିନେତ୍ରୀ ଦୀପିକା ମହାନ୍ତି ଓ ସମ୍ଭବଚରିତ୍ରରେ ଅଭିନୟ କରୁଥିବା ବିଶ୍ବଙ୍କ ସମେତ ନିର୍ଦ୍ଦେଶକ ଦିଲୀପ କୁମାର ଦାସ ବି 
ସୁଟିଂ ସେଟରେ ଉପସ୍ଥିତ ଥିଲେ । ଦମଦାର ଷ୍ଟାରକାଷ୍ଟ ସାଙ୍ଗକୁ ଦମଦାର କାହାଣୀକୁ ନେଇ ‘ବିଜୟିନୀ’ଗତିଶୀଳ । ପ୍ରତାପଗଡ଼ରପରମ୍ପରା 
ଅନୁସାରେ, ପ୍ରତିବର୍ଷ ରଥଯାତ୍ରା ବେଳେ ଗାଁର ଜମିଦାର ଛେରାପହଁରା କରନ୍ତି । ତେବେ ବାହୁବଳୀ ବିଧାୟକ ଇନ୍ଦ୍ରଜିତ ମହାରଥୀ ତାଙ୍କୁ ଏଥିରୁ 
ବାରଣ କରିବା ପରେ ଏଥିରେ ବିଧାୟକଙ୍କୁ ପ୍ରତିବାଦ କରନ୍ତି ସ୍ଥାନୀୟ ପ୍ରଧାନଶିକ୍ଷକଙ୍କ ଦୁଇ ଝିଅ ସ୍ତୁତି ଓ ଦୁର୍ଗା । ଏହି ଦୁଇ

ଭଉଣୀ ସମୟକ୍ରମେ ବିଧାୟକଙ୍କ ଦୁଇ ବୋହୂ ହେଉଛନ୍ତି । ଏହିଭଳି ଭାବରେ ଧାରାବାହିକର କାହାଣୀ ଭିନ୍ନ ଭିନ୍ନମୋଡ଼ ନେଉଛି । ଦମଦାର କାହାଣୀ ଏହାର 
ଯେମିତି ବିଶେଷତ୍ବ, ଗମ୍ଭୀର ବାତାବରଣ ଓ ଷ୍ଟାର୍ କାଷ୍ଟ୍ ସହ ଦମ୍ ଦାର ସଂଳାପ ଏହାର ଅନ୍ୟ ଏକ ଆକର୍ଷଣ । ପ୍ରତି ସୋମବାରରୁ ଶନିବାର ସଂଧ୍ୟା ୬ଟା ୩୦ରେ  
ଓଡ଼ିଶାର ଲୋକପ୍ରିୟ ମନୋରଂଜନ ଚ୍ୟାନେଲ୍ ଜୀ-ସାର୍ଥକରେ ଏହି ମେଗା ଧାରାବାହିକ ‘ବିଜୟିନୀ’ ପ୍ରସାରିତ ହୋଇ ଧୀରେ ଧୀରେ ବେଶ୍ 
ଲୋକପ୍ରିୟତା ସାଉଁଟିବାରେ ଲାଗିଛି । କାହାଣୀ ଗତିଶୀଳ ହେବା ସହ ଏହାର ଉତ୍କଣ୍ଠା ବଢ଼ିବାରେ ଲାଗିଛି ଓ ଅଧିକରୁ ଅଧିକ ଦର୍ଶକ ଏହାକୁ 
ଆପଣେଇବାରେ ଲାଗିଛନ୍ତି । ନିଚ୍ଛକ କାହାଣୀ, ଅଭିନୟ ଓ ମନୋରମ ସେଟ୍ ଏହାର ଅନ୍ୟ ଏକ ଆକର୍ଷଣ । ଓଡ଼ିଆ ଦର୍ଶକଙ୍କ ଚାହିଦାକୁ ଦୃଷ୍ଟି 
ରଖି ଜୀ-ସାର୍ଥକ ଏହି ମେଗା ଧାରାବାହିକର ପ୍ରସାରଣ କରି ତାର ଲୋକପ୍ରିୟତା ଆହୁରି ବିସ୍ତୃତ କରିଛି ।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm